Posted inଜାତୀୟ

ମହିଳାଙ୍କୁ ସ୍ବାବଲମ୍ବି କରିବାକୁ ସେନା ଖୋଲିଲା ଟେଲରିଂ ୟୁନିଟ୍‌

ପୁଞ୍ଚ,୪।୮: ଜମ୍ମୁ-କଶ୍ମୀରର ସୁରାନକୋଟେ ଅଞ୍ଚଳରେ ଥିବା ଫସାଲା ବାଦ ଗାଁରେ ଭାରତୀୟ ସେନା ଦ୍ୱାରା ଏକ ଟେଲରିଂ ୟୁନିଟ୍‌ ଖୋଲିଛି। ଏଥିରେ ବହୁ ସଂଖ୍ୟାରେ ମହିଳା ଓ ବରିଷ୍ଠ ନାଗରିକ ଯୋଗ ଦେଇଛନ୍ତି। ତେବେ ମହିଳାମାନଙ୍କୁ ସ୍ବାବଲମ୍ବି କରାଇବା ଉଦ୍ଦେଶ୍ୟରେ ଏହି ୟୁନିଟ ଖୋଲାଯାଇଥିବା ପ୍ରକାଶ କରିଛନ୍ତି ମେଜର ଜେନରାଲ ପି ଏସ୍‌ ବାଜଓ୍ବା। ଏହି ୟୁନିଟରେ ମହିଳାମାନଙ୍କୁ ଟେଲରିଂ ଉପରେ ୬ ମାସର ପ୍ରଶିକ୍ଷଣ ଦିଆଯିବ। ଆଗକୁ ମଧ୍ୟ ସେନା ଦ୍ୱାରା ଆହୁରି ଏମିତି କିଛି କାମ କରାଯିବ ବୋଲି ବାଜଓ୍ବା ସୂଚନା ଦେଇଛନ୍ତି। ଏହି ଟେଲରିଂ ୟୁନିଟ୍‌ ଖୋଲିବା ଦ୍ୱାରା ସ୍ଥାନୀୟ ମହିଳା ମଧ୍ୟ ଖୁସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ କରୋନା ଟିକା ନେଲେ ଏମ୍‌ପି ମହେଶ ଶର୍ମା, ବିଧାୟକ ରବୀନ୍ଦ୍ରନାଥ ଚାଟାର୍ଜୀ

ନୂଆଦିଲ୍ଲୀ,୧୬।୧: ଭାରତରେ ପ୍ରଥମ ଏମ୍‌ପିଙ୍କ ମଧ୍ୟରେ ଉତ୍ତରପ୍ରଦେଶ ଗୌତମବୁଦ୍ଧନଗରର ଏମ୍‌ପି ଭାଜପା ନେତା ମହେଶ ଶର୍ମା ସ୍ବାସ୍ଥ୍ୟ କର୍ମୀ ଭାବେ କରୋନା ଟିକା ନେଇଛନ୍ତି। ଡ.ଶର୍ମା...

ଭାବପ୍ରବଣ ପୋଷ୍ଟ କଲେ ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅ

ନୂଆଦିଲ୍ଲୀ,୧୨।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଗତ ସୋମବାର ତାଙ୍କ ବ୍ରେନ୍‌...

ନିର୍ଭୟା ମାମଲା: କାନ୍ଥରେ ମୁଣ୍ଡ ବାଡେଇ ଆହତ ହେଲେ ବିନୟ

ନୂଆଦିଲ୍ଲୀ,୨୦।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ନିଜେ ରହୁଥିବା ସେଲ୍‌ର କାନ୍ଥରେ ମୁଣ୍ଡ ବାଡେଇ ନିଜକୁ ଆହତ କରିଥିବା ସୂଚନା ମିଳିଛି।...

କରୋନା ଲଢ଼େଇରେ ସଚେତନ ରହିବା ଗୁରୁତ୍ୱପୂର୍ଣ୍ଣ: ମୋଦି

ନୂଆଦିଲ୍ଲୀ,୨୮।୩: ଦେଶରେ କରୋନା ସଂକ୍ରମଣ ଏବେ ବି ଜାରି ରହିଛି। ତେଣୁ ମାର୍ଗଦର୍ଶିକା ପାଳନ ସହିତ ଔଷଧ ସେବନ କରିବା ପ୍ରତି ସଚେତନ ରହିବା ଆବଶ୍ୟକ...

ଛାତ୍ରୀଛାତ୍ରଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ବଡ ଉପହାର

ନୂଆଦିଲ୍ଲୀ,୨୩।୬: ଆସନ୍ତା ବର୍ଷଠାରୁ ସିବିଏସ୍‌ସି ପିଲାଙ୍କଠାରୁ ଯେଉଁ ସ୍କୁଲ ଫି ନେଉଛି ତାକୁ ସରକାର ବହନ କରିବେ ବୋଲି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ।...

ରତନ ଟାଟାଙ୍କ କାର୍‌କୁ ଜରିମାନା

ମୁମ୍ବାଇ, ୭ା୧: ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମୁମ୍ବାଇ ପୋଲିସ ଟାଟା ସନ୍‌ସ ଚେୟାରମ୍ୟାନ ରତନ ଟାଟାଙ୍କ ନିକଟକୁ ଇ-ଚାଲାଣ ପଠାଇଛି। ରତନ ଟାଟା...

ଚାଇନାରୁ ଫେରିଥିବା ଭାରତୀୟମାନେ ମାସ୍କ ପିନ୍ଧି କଲେ ଡ୍ୟାନ୍ସ

ନୂଆଦିଲ୍ଲୀ,୨।୨: ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ୩୨୪ ଭାରତୀୟ ଚାଇନାରୁ ସ୍ବଦେଶ ଫେରିଛନ୍ତି। ଏମାନଙ୍କ ଭିତରେ ୩ ଶିଶୁ ଓ ୧୧ ଛାତ୍ର ରହିଛନ୍ତି।...

ହାଇଦ୍ରାବାଦ ବଳାତ୍କାର, ହତ୍ୟା ମାମଲା: ଖୁବ୍‌ଶୀଘ୍ର ଫାଷ୍ଟ ଟ୍ରାକ୍‌ରେ ହେବ ଶୁଣାଣି

ହାଇଦ୍ରାବାଦ,୪।୧୨: ହାଇଦ୍ରାବାଦରେ ଗତ ସପ୍ତାହର ବହୁ ଚର୍ଚ୍ଚିତ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ଶୁଣାଣି ଖୁବ୍‌ଶୀଘ୍ର କରାଯିବ। ମହବୁବନଗର ଜିଲାରେ ଫାଷ୍ଟ...

Advertisement

BGU

Archives

Model This Week

Why Dharitri