ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ/ବାଲୁଗାଁ, ୧୫ା୬(ଡି.ଏନ୍‌.ଏ.): ବାଲୁଗାଁ ଥାନା ନାଭାଲ ଫାଣ୍ଡିର କୋଲକତା-ମାଡ୍ରାସ୍‌ ୧୬ ନଂ. ଜାତୀୟ ରାଜପଥର ସରନଈ ଓଭର ବ୍ରିଜ ତଳେ ଥିବା ଏକ ବଗିଚାରେ ଜଣେ ମହିଳାଙ୍କ ହାତଗୋଡ଼ା ବନ୍ଧା ଅର୍ଦ୍ଧଦଗ୍ଧ ମୃତଦେହ ଶନିବାର ପୂର୍ବାହ୍ନରେ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ଶୁକ୍ରବାର ରାତିରେ କେହି ମହିଳାଙ୍କୁ ହତ୍ୟା କରି ଟାୟାର ଜାଳି ପୋଡ଼ି ଦେଇଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ବାଲୁଗାଁ ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ତଦନ୍ତକୁ ତ୍ୱରାନ୍ବିତ ପାଇଁ ସନ୍ଧାନୀ କୁକୁର ସହ ସାଇଣ୍ଟିଫିକ ଟିମ୍‌ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ସକାଳେ ପ୍ରାୟ ୧ କେଜି ୧୭୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ...

୬ମାସ ଘୁଞ୍ଚିଲା ଇ-ବସ୍‌ ଚଳାଚଳ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା ଭୁବନେଶ୍ୱରରେ ଚଳାଚଳ କରିଥାନ୍ତା ଇ-ବସ୍‌। ହେଲେ ଏବେ ସେହି ଆଶା ମଉଳି ଯାଇଛି। ଚାଇନାରେ...

ବସ୍‌ ଟିକସ ଛାଡ଼ ନେଇ ବିଚାର ଚାଲିଛି: ମନ୍ତ୍ରୀ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନରୁ ଦୀର୍ଘ ୧୬ ମାସ ହେବ ଗାଡିମଟର ଚଳାଚଳ ବନ୍ଦ ହୋଇ ରହିଛି। ଫଳରେ ବସ୍‌ ମାଲିକମାନେ ସର୍ବାଧିକ କ୍ଷତି ସହିଛନ୍ତି।...

ବିଶ୍ୱ ପରିବେଶ ଦିବସ ଅବସରରେ ସୁଦର୍ଶନଙ୍କ ବାଲୁକା କଳା: ଗଛ ଲଗାଇ ବାୟୁ ପ୍ରଦୂଷଣ ରୋକିବାକୁ ବାର୍ତ୍ତା

ପୁରୀ ଅଫିସ,୫।୬(ବ୍ୟୁରୋ): ଆଜି ବିଶ୍ୱ ପରିବେଶ ଦିବସ। ଜଙ୍ଗଲ ଧ୍ୱଂସ କାରଣରୁ ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ଏବେ ମୁଣ୍ଡବିନ୍ଧାର ବିଷୟ ପାଲଟିଲାଣି। ଯଦି ଏହିପରି...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ନକଲି ସିମେଣ୍ଟ କାରଖାନା ଠାବ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜଧାନୀ ଉପକଣ୍ଠ ପାତ୍ରପଡ଼ାରେ ପୋଲିସ ଆଖିରେ ଧୂଳି ଦେଇ ଦୀର୍ଘ ବର୍ଷ ଧରି ଚାଲୁଥିଲା ନକଲି ସିମେଣ୍ଟ କାରଖାନା। ଏହି କାରଖାନାରେ ନକଲି ସିମେଣ୍ଟ...

ଓଡ଼ିଶା ସୀମା ସମସ୍ୟା ତଥ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନାହିଁ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଓଡ଼ିଶାର ସୀମା ସମସ୍ୟା ସମ୍ପର୍କିତ ତଥ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ନାହିଁ। ଏହା ଏକ ନିନ୍ଦନୀୟ ପ୍ରସଙ୍ଗ ବୋଲି ଉତ୍କଳ ସମ୍ମିଳନୀ କହିଛି। ସମ୍ମିଳନୀର...

ରାଜ୍ୟ ସଭା ଏମ୍‌ପି ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ମହାମାରୀ କରୋନା ରାଜ୍ୟରେ କାୟା ବିସ୍ତାର କରିଚାଲିଛି। ରାଜ୍ୟରେ ପ୍ରତିଦିନ ୪ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସୁଛି। ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ...

Advertisement


Archives

Model This Week