ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ/ବାଲୁଗାଁ, ୧୫ା୬(ଡି.ଏନ୍‌.ଏ.): ବାଲୁଗାଁ ଥାନା ନାଭାଲ ଫାଣ୍ଡିର କୋଲକତା-ମାଡ୍ରାସ୍‌ ୧୬ ନଂ. ଜାତୀୟ ରାଜପଥର ସରନଈ ଓଭର ବ୍ରିଜ ତଳେ ଥିବା ଏକ ବଗିଚାରେ ଜଣେ ମହିଳାଙ୍କ ହାତଗୋଡ଼ା ବନ୍ଧା ଅର୍ଦ୍ଧଦଗ୍ଧ ମୃତଦେହ ଶନିବାର ପୂର୍ବାହ୍ନରେ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ଶୁକ୍ରବାର ରାତିରେ କେହି ମହିଳାଙ୍କୁ ହତ୍ୟା କରି ଟାୟାର ଜାଳି ପୋଡ଼ି ଦେଇଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ବାଲୁଗାଁ ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ତଦନ୍ତକୁ ତ୍ୱରାନ୍ବିତ ପାଇଁ ସନ୍ଧାନୀ କୁକୁର ସହ ସାଇଣ୍ଟିଫିକ ଟିମ୍‌ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

କଳ୍ପନାରୁ ବଡ଼ଗଡ଼ ରାସ୍ତା ହେବ ୪ ଲେନ୍‌

ଭୁବନେଶ୍ୱର/କଟକ ରୋଡ, ୨୨ା୮(ବ୍ୟୁରୋ/ଡି.ଏନ.ଏ.): କଳ୍ପନା ସିନେମା ହାଲ ଛକରୁ ବଡ଼ଗଡ଼ କେନାଲରୋଡକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାପାର୍ଶ୍ୱରୁ ବୁଧବାର ଜବରଦଖଲ ହଟିଛି। ରାସ୍ତାପାର୍ଶ୍ୱରେ ଥିବା ଜରି...

ରାଜଧାନୀ ପ୍ରତିଷ୍ଠା ଦିବସକୁ ଡକାଗଲା ନାହିଁ: ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଅପରାଜିତା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବୁଧବାର ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସ। ଦୁଇ ବର୍ଷ ଧରି କରୋନା କଟକଣାକୁ ନେଇ ଉତ୍ସବ ପାଳନ ହୋଇ ନ ଥିବାବେଳେ ଚଳିତ ବର୍ଷ...

ଅଣ୍ଡା, କୁକୁଡା ମାଂସ ଖାଇବା ନିରାପଦ: ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୩ା୬(ବ୍ୟୁରୋ)-ଚିକେନ ଓ ଅଣ୍ଡା ଖାଇବା ଦ୍ୱାରା କରୋନାଠୁ ଅଧିକ ଭୟଙ୍କର ରୋଗ ବ୍ୟାପିବା ନେଇ ଚାଲିଥିବା ଚର୍ଚ୍ଚା ଏକ ପ୍ରକାର ଗୁଜବ। ଏ ନେଇ ବୁଧବାର...

ମୃତବ୍ୟକ୍ତିଙ୍କ ନାମରେ ଭତ୍ତା ହଡ଼ପ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ରାଜ୍ୟର ବିଭିନ୍ନ ବିଭାଗ ଏବଂ ସରକାରୀ ଉଦ୍ୟୋଗଗୁଡ଼ିକରେ ଥିବା କେତେଜଣ ଅଧିକାରୀ ନିଜ କର୍ତ୍ତବ୍ୟରେ ଅବହେଳା କରିବା ସହ ସରକାରୀ ଅର୍ଥକୁ ହଡ଼ପ କରିବାକୁ...

ସ୍ବାଧୀନତା ସଂଗ୍ରାମୀଙ୍କ ସଂଘର୍ଷର କାହାଣୀ ‘ସ୍ବରାଜ’

ଭୁବନେଶ୍ୱର,୧୩ା୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷର ସ୍ବାଧୀନତା...

୪୬ ଚୋରା ଗାଡ଼ି ଜବତ: ୫ ଗିରଫ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀରେ ସକ୍ରିୟ ଥିବା ଦୁଇଟି ଗାଡ଼ି ଚୋରି ଗ୍ୟାଙ୍ଗ୍‌ ଧରିଛି କମିଶନରେଟ ପୋଲିସ। ନୟାପଲ୍ଲୀ ଥାନା ପୋଲିସ ଦୁଇ ପୃଥକ ମାମଲାରେ ୪୬ ବାଇକ୍‌...

୬ରେ ଲଘୁଚାପ

ଭୁବନେଶ୍ୱର, ୩।୪(ବ୍ୟୁରୋ): ଆସୁଛି ଏକ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଆସନ୍ତା ୬ ତାରିଖ ବେଳକୁ...

ଅତିରିକ୍ତ କମିଶନର ଦାୟିତ୍ୱ ନେଲେ ରେଖା ଲୋହାନୀ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଭୁବନେଶ୍ୱର-କଟକ କମିଶନରେଟ ପୋଲିସର ଅତିରିକ୍ତ କମିଶନର ଭାବେ ୧୯୯୭ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ରେଖା ଲୋହାନୀ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୋଲିସ ସେବା...

Advertisement
Archives

Model This Week