ଗଞ୍ଜାମ,୨୦ା୪(ଡି.ଏନ୍.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ସୋମବାର ଜଣେ ମହିଳା ଲୁଗାରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଅପରାହ୍ନରେ ମୃତଦେହ ମଶାଣିକୁ ନେଇ ଦାହ କରିବାକୁ ପ୍ରସ୍ତୁତ ହେଉଥିବାବେଳେ ଗଞ୍ଜାମ ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବାବେଳେ ଆତ୍ମହତ୍ୟାର କାରଣ ଜଣାପଡିନାହିଁ ଓ ଅଧିକ ତଦନ୍ତ ଚାଲିଛି ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’
ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…
ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…
ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…
ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼
ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…
ନିୟମିତ ବ୍ରେକ୍ଫାଷ୍ଟ ନ କଲେ…
ବ୍ରେକ୍ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…
ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…
ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…
ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର
ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…
ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି
ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…
ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…
କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…
Archives

