ମହିଳାଙ୍କ ଜମାଖାତାରୁ ୩୯ ହଜାର ଗାଏବ

ଦିଗପହଣ୍ଡି,୨୭ା୭(ଡି.ଏନ.ଏ.)-ଦିଗପହଣ୍ଡି ଏନ୍‌ଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗରରେ ରହୁଥିବା ଜଣେ ସାମରିକ ବାହିନୀ କର୍ମଚାରୀଙ୍କ ସ୍ତ୍ରୀ ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଗତ ୧୯ ତାରିଖରେ ତାଙ୍କ ସ୍ବାମୀ ଗୁଗଲି ପେ ଆପ୍‌ ଯୋଗେ ସ୍ତ୍ରୀଙ୍କ ମୋବାଇଲ ନମ୍ବରରେ ୧୬୯ ଟଙ୍କା ରିଚାର୍ଜ କରିଥିଲେ। ରିଚାର୍ଜ ସଫଳ ନ ହେବାରୁ କଷ୍ଟମର କେୟାରକୁ ଫୋନ କରିଥିଲେ। ଫୋନ ଉଠାଇଥିବା ବ୍ୟକ୍ତିଜଣକ କୌଶଳକ୍ରମେ ତାଙ୍କ ବ୍ୟାଙ୍କ ଆକାଉଣ୍ଟ ନମ୍ବର ଓ ପାସୱାର୍ଡ ଏଟିଏମ କାର୍ଡ ନମ୍ବର ସଂଗ୍ରହ କରି ନେଇଥିଲେ। ପରେ ୩ଟି ପର୍ଯ୍ୟାୟରେ ତାଙ୍କ ବ୍ୟାଙ୍କ ଖାତାରୁ ସମୁଦାୟ ୩୯ ହଜାର ଟଙ୍କା ଅନଲାଇନ ବ୍ୟାଙ୍କିଂ ମାଧ୍ୟମରେ ଉଠାଣ କରାଯାଇଛି। ସାମରିକ ବାହିନୀ କର୍ମଚାରୀଙ୍କ ସ୍ତ୍ରୀ ଦିଗପହଣ୍ଡି ଥାନାରେ ଶୁକ୍ରବାର ଏତଲା ଦେଇଥିଲେ। ନଂ. ୧୩୧/୧୯ରେ ମାମଲା ରୁଜୁ କରି ଆଇଆଇସି ଗୌରାଙ୍ଗ ଚରଣ ସାହୁ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri