ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି, ୪ା୯(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିରୁ ୩ କିମି ଦୂର ଲାଣ୍ଡା ନିକଟ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣ ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)। ମୃତଦେହର ପାଦ ତଳେ ଲାଗିଥିବା ଓ ଅନ୍ୟ ପାରିପାର୍ଶ୍ୱିକ ପରିସ୍ଥିତିକୁ ଦେଖି ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ପୋଲିସ ନଂ.୧୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଚଳାଇଛି। ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ତଦନ୍ତ କରୁଥିବା ପୋଲିସ ଏସ୍‌ଆଇ କୌଶଲ୍ୟା ବେହେରା କହିଛନ୍ତି।
ସୂଚନା ମୁତାବକ, ମାନିନୀ ୧୦ ବର୍ଷ ପୂର୍ବେ ରାଇକିଆ ଅଞ୍ଚଳରେ ବିବାହ କରିଥିଲେ। କୌଣସି କାରଣରୁ ପ୍ରାୟ ୩ ବର୍ଷ ହେବ ଶାଶୁଘରୁ ଚାଲିଆସି ବାପା, ମା’ଙ୍କ ପାଖରେ ସିରିକି ଗ୍ରାମରେ ରହୁଥିଲେ। ତାଙ୍କର ୮ ବର୍ଷର ପୁଅ ଓ ୬ ବର୍ଷର ଝିଅ ଅଛନ୍ତି। ସୋମବାର ଅପରାହ୍ନ ୨ଟାବେଳେ ଘରୁ ବାହାରି ଆଉ ଫେରି ନ ଥିଲେ। ମା’ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ପତ୍ତା ପାଇ ନ ଥିଲେ। ମଙ୍ଗଳବାର ଝିଅର ମୃତଦେହ ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରେ ଗଛରେ ଝୁଲୁଥିବା ଗ୍ରାମବାସୀଙ୍କଠାରୁ ଖବର ପାଇଥିଲେ। ମା’ ରମନ୍ତୀ ପ୍ରଧାନଙ୍କ ଏତଲା ପ୍ରକାରେ ଜି.ଉଦୟଗିରି ପୋଲିସ ମାମଲା ରୁଜୁକରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri