ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୮ା୧୧(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ରବିବାର ସନ୍ଧ୍ୟାରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଯାଜପୁର ଜିଲା ଅଞ୍ଚଳର ଉଷାରାଣୀ ଦାସ(୩୦)। ପୋଲିସ ସୂଚନା ଅନୁଯାୟୀ, ଉଷାରାଣୀ ଗତ କିଛିଦିନ ଧରି ଏହି ଥାନା ଅଧୀନ ବିଜେବି ନଗର ଅଞ୍ଚଳରେ ଭଡ଼ା ଘରେ ରହୁଥିଲେ। ସନ୍ଧ୍ୟା ପ୍ରାୟ ୭ଟାରେ କୌଣସି କାରଣକୁ ନେଇ ଉଷାରାଣୀ ଫ୍ୟାନରେ ଝୁଲୁଥିବା ନେଇ ଥାନାକୁ ସୂଚନା ମିଳିଥିଲା। ଖବରପାଇ ପୋଲିସ ପହଞ୍ଚତ୍ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ଅନୁସନ୍ଧାନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri