ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଡେରାବିଶ,୧୭।୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଲକ ବସୁପୁର ପଞ୍ଚାୟତ ଜହ୍ନିମୂଳ ଗ୍ରାମରେ ଥିବା ଏକ ଗଛରୁ ଝୁଲୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ମଙ୍ଗଳବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଉକ୍ତ ଗ୍ରାମର ଈଶ୍ୱର ଦାସଙ୍କ ସ୍ତ୍ରୀ ମଞ୍ଜୁଲତା(୫୫)। ତେବେ ତାଙ୍କ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ହେଁ ପାରିବାରିକ କଳହ ଯୋଗୁ ଏପରି ଘଟିଥିବା ଗ୍ରାମରେ ଚର୍ଚ୍ଚା ହେଉଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ବର୍ଷାରେ ଧୋଇଗଲା ମିନି ଷ୍ଟାଡିୟମ ମାଟି: ସ୍ଥାୟିତ୍ୱକୁ ନେଇ ଆଶଙ୍କା

ଲାଠୋର,୨୨ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଞ୍ଚାୟତ ସଦର ଗ୍ରାମରେ ଏକ ମିନି ଷ୍ଟାଡିୟମ ନିର୍ମାଣ ହୋଇ ନିକଟରେ ଉଦ୍‌ଘାଟିତ ହୋଇଛି l ତେବେ ଏହି…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’

ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri