ମହିଳାଙ୍କ ପାଇଁ ଆଦର୍ଶ ଥିଲେ ସୁଷମା: ଇଭାଙ୍କା ଟମ୍ପ୍‌

ଓ୍ବାଶିଂଟନ୍‌, ୮।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ନିଧନରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। କେବଳ ଭାରତରେ ନୁହେଁ, ସାରା ବିଶ୍ୱ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପଙ୍କ ଝିଅ ଇଭାଙ୍କା ମଧ୍ୟ ସୁଷମାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଭାରତ ଜଣେ ସ୍ନେହୀ ଏବଂ ସମର୍ପିତ ରାଜନେତାଙ୍କ ହରାଇଲା ବୋଲି ନିଜ ଶୋକବାର୍ତ୍ତାରେ ଇଭାଙ୍କା କହିଛନ୍ତି। ସାରା ବିଶ୍ୱରେ ମହିଳାଙ୍କ ପାଇଁ ସେୁଷମା ଆଦର୍ଶ ଥିଲେ ବୋଲି ସେ କହିଛନ୍ତି। ସେହିପରି ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମ୍ପିଓ ମଧ୍ୟ ସୁଷମାଙ୍କ ନିଧନରେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପୁଣି ଝଟ୍‌କା: ଲଦାଖ ପ୍ରସଙ୍ଗରେ ଭାରତ ସମର୍ଥନରେ ବାହାରିଲା ଏହି ଦେଶ

ଟୋକିଓ,୩।୭: ଲଦାଖ ଗଲୱାନ ଉପତ୍ୟକାରେ ସଂଘର୍ଷ ପରେ ଭାରତ ଓ ଚାଇନା ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଏହି ବିବାଦକୁ ନେଇ ଶୁକ୍ରବାର ଜାପାନ...

ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ ଯୋଗୁ ଚାକିରି ହରାଉଛନ୍ତି ଶହେ: ସୃଷ୍ଟି ହେଉଛି ମାତ୍ର ୧୦ ନିଯୁକ୍ତି ସୁଯୋଗ

ଓ୍ବାଶିଂଟନ,୩।୧୦: ପ୍ରତିଟି କ୍ଷେତ୍ରରେ ଏବେ ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ର ପ୍ରଭାବ ଦେଖିବାକୁ ମିଳୁଛି। ଏହା ଯୋଗୁ ସ୍ବାସ୍ଥ୍ୟ ସେବା, ଆର୍ଥିକ କ୍ଷେତ୍ର, ଅନ୍‌ଲାଇନ୍‌ ଶପିଂ ସମେତ ବହୁ...

ମାନସିକ ରୋଗଗ୍ରସ୍ତ ଯୁବକଙ୍କ ଲାଗି ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କଲା ପାକିସ୍ତାନ କୋର୍ଟ

ଇସଲାମାବାଦ୍‌, ୧୭।୬: ପାକିସ୍ତାନର ରାଓ୍ବଲପିଣ୍ଡିର ଏକ କୋର୍ଟ ଜଣେ ମାନସିକ ରୋଗଗ୍ରସ୍ତ ଯୁବକଙ୍କ ଲାଗି ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କରିଛି। ଯୁବକଙ୍କୁ ଫାଶିଦଣ୍ଡ ଦିଆଯିବ ବୋଲି...

ଆମେରିକୀୟ ସୈନ୍ୟଙ୍କୁ ପୁଣି ଟାର୍ଗେଟ କଲା ଇରାନ: ଏୟାରବେସ୍‌ ଉପରେ ୮ ରକେଟ ମାଡ଼

ବାଗଦାଦ,୧୩ା୧: ପାରମ୍ପରିକ ଶତ୍ରୁ ଇରାନ ଓ ଆମେରିକା ମଧ୍ୟରେ ଚରମ ଉତ୍ତେଜନା ଲାଗି ରହିଥିବାବେଳେ ରବିବାର ରାତିରେ ବଡ଼ ଖବର ଆସିଛି। ଇରାକରେ ଆମେରିକା ସେନାକୁ...

ଅଗଷ୍ଟ ୧୫ରେ ପାକିସ୍ତାନରେ ବି ଗୁଞ୍ଜି ଉଠିଲା ସମବେତ ‘ଜୟ ହିନ୍ଦ୍‌’ ସ୍ବର

ଇସଲାମାବାଦ୍‌, ୧୫।୮: ଅଗଷ୍ଟ ୧୫ରେ ଭାରତର ସ୍ବାଧୀନତା ଦିବସ ପାଳିତ ଅବସରରେ ପାକିସ୍ତାନରେ ମଧ୍ୟ ଗୁଞ୍ଜି ଉଠିଛି ସମବେତ ଜୟ ହିନ୍ଦ୍‌ ସ୍ବର। ପାକିସ୍ତାନର ବାଲୁଚିସ୍ତାନ...

ଜୀବନ ଅନୁସନ୍ଧାନ କରିବ ମାର୍ସ ରୋଭର

ଓ୍ବାଶିଂଟନ୍‌,୧୫ା୬(ଆଇଏଏନ୍‌ଏସ୍‌): ଆମେରିକାର ମହାକାଶ ଗବେଷଣା କେନ୍ଦ୍ର ନାସା ଲୋହିତ ଗ୍ରହ ମଙ୍ଗଳକୁ ୨୦୨୦ରେ ରୋଭର ମହାକାଶଯାନ ପ୍ରେରଣ କରିବ। ମଙ୍ଗଳରେ ପ୍ରାଚୀନ କାଳରେ ଜୀବନ ତିଷ୍ଠିଥିଲା...

ମୋଦିଙ୍କ ପାଇଁ ହ୍ୟୁଷ୍ଟନରେ ସ୍ବତନ୍ତ୍ର ‘ନମୋ ଥାଳି’

ଓ୍ବାଶିଂଟନ,୨୨।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହ୍ୟୁଷ୍ଟନରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବେ। ମୋଦିଙ୍କ ରହଣୀ ସମୟରେ ମୂଳ ଭାରତୀୟ...

ଇସ୍ରାଏଲ୍‌ରେ ୧୨ ମାସରେ ୩ ଥର ନିର୍ବାଚନ

ଜେରୁଜେଲମ୍‌,୩ା୩(ଏଏଫ୍‌ପି): ଇସ୍ରାଏଲ୍‌ରେ ୧୨ ମାସ ମଧ୍ୟରେ ତୃତୀୟ ଥର ପାଇଁ ସାଧାରଣ ନିର୍ବାଚନ ହେଉଛି। ଦେଶରୁ ରାଜନୈତିକ ସଂକଟ ଦୂର କରିବା ଲାଗି ପ୍ରଧାନମନ୍ତ୍ରୀ ବେଞ୍ଜାମିନ...

Coronavirus Update


Archives

Model This Week

Why Dharitri