ମହିଳାଙ୍କ ପାଇଁ ମହୌଷଧି କସୁରୀ ମେଥି

ମହିଳାଙ୍କ ନିକଟରେ ରକ୍ତହୀନତା ବା ଏନିମିଆ ଓ ଗର୍ଭଧାରଣ ସମୟରେ ହରମୋନରେ ଅସନ୍ତୁଳନ ଭଳି ଅନେକ ସମସ୍ୟା ଦେଖାଦେଇଥାଏ। ହେଲେ କସୁରୀ ମେଥି ମହିଳାଙ୍କ ଶରୀରରେ ଦେଖାଯାଉଥିବା ଛୋଟମୋଟ ସମସ୍ୟାକୁ କିପରି ଠିକ୍‌ କରିପାରିବ ସେ ସମ୍ପର୍କରେ ଜାଣି ରଖିବା।
-ସନ୍ତାନ ପ୍ରସବ ପରେ କସୁରୀ ମେଥି ଶରୀର ପାଇଁ ବେଶ ଲାଭଦାୟକ। ବିଶେଷ କରି ସ୍ତନ୍ୟପାନ କରାଉଥିବା ମହିଳାମାନେ ଏହାକୁ ନିୟମିତ ଖାଇଲେ ଭଲ।
– ମହିଳାଙ୍କ ଶରୀରରେ ରକ୍ତହୀନତା ଦେଖାଦେଲେ କସୁରୀ ମେଥି ଭଲ କାମ ଦେଇଥାଏ। କାରଣ ଏଥିରେ ଯଥେଷ୍ଟ ପରିମାଣରେ ଆଇରନ୍‌ ରହିଛି। ଏହା ହେମୋଗ୍ଲୋବିନର ପରିମାଣକୁ ବୃଦ୍ଧି କରିବା ସହ ଶରୀରରେ ରକ୍ତହୀନତା ଦୂର କରିଥାଏ।
-ପେଟରେ ଇନ୍‌ଫେକ୍ସନ୍‌ ଥିଲେ ନିୟମିତ କସୁରୀ ମେଥି ଖାଇବା ଭଲ। ହୃଦ୍‌ରୋଗ ଓ ଗ୍ୟାଷ୍ଟ୍ରିକ ସମସ୍ୟା ଥିଲେ ନିୟମିତ କସୁରୀ ମେଥି ଖାଇଲେ ଏଥିରୁ ମୁକ୍ତି ମିଳିଥାଏ।
-ଉଷୁମ ପାଣି ସହ କସୁରୀ ମେଥି ଓ ଲେମ୍ବୁ ମିଶାଇ ଖାଇଲେ ପେଟ ଇନ୍‌ଫେକ୍ସନ୍‌ ଭଲ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ।…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

ଯାଉଥିଲେ ବିଧାୟକ, ହଠାତ୍‌ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌…

ଖୁସିରେ ଗଦଗଦ ହୋଇ ମୋଦିଙ୍କୁ ଏମିତି ମେସେଜ୍‌ କରିଦେଲେ ଟ୍ରମ୍ପ: ଚାହିଁ ରହିଗଲା ସାରା ବିଶ୍ୱ

ନୂଆଦିଲ୍ଲୀ,୧୧।୬:ଲଗାତର ଅଧିକ ଦିନ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ଜବାହରଲାଲ ନେହେରୁଙ୍କ କାର୍ଯ୍ୟକାଳ ରେକର୍ଡକୁ ବୁଧବାର ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିକ୍ରମ କରିଛନ୍ତି। ୨୦୧୪ ମେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri