ମହିଳାଙ୍କ ଫଟୋ ଭାଇରଲକରି ବ୍ଲାକ୍‌ମେଲ୍‌: ଯୁବକ ଗିରଫ

ଓଡ଼ଗାଁ, ୫।୪(ସ୍ବ.ପ୍ର.): ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରଲକରି ବ୍ଲାକ୍‌ମେଲ କରିବା ଅଭିଯୋଗରେ ନୟାଗଡ଼ା ଜିଲା ଆଦର୍ଶ ଥାନା ପୋଲିସ ଅଭିଯୁକ୍ତ ଯୁବକଙ୍କୁ ରବିବାର ଗିରଫକରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସୋମବାର ତାଙ୍କୁ ଜେଲକୁ ପଠାଯାଇଛି। ଅଭିଯୁକ୍ତ ହେଲେ ଉକ୍ତ ଥାନା ଅନ୍ତର୍ଗତ ମସାବରୀ ଗ୍ରାମର ଯୁଗଳ ବେହେରା(୨୮)।
ପ୍ରକାଶ ଯେ, ଯୁଗଳ ଜଣେ ବିବାହିତାଙ୍କ କେତେକ ଫଟୋ ହ୍ବାଟ୍‌ସାପ୍‌ ଓ ଫେସ୍‌ବୁକ୍‌ରେ ଶେୟାରକରି ଭାଇରଲ କରିଥିଲେ। ପରେ ତାଙ୍କୁ ବ୍ଲାକମେଲ୍‌ କରି ଏକ ସୁନା ଚେନ୍‌ ତାଙ୍କଠାରୁ ନେଇଯାଇଥିଲେ। ଏ ସମ୍ପର୍କରେ ମହିଳାଙ୍କ ସ୍ବାମୀ ଥାନାରେ ଅଭିଯୋଗ କରିବାପରେ ପୋଲିସ ମାମଲା ରୁଜୁକରି ଯୁଗଳଙ୍କୁ ଗିରଫ କରିଥିଲା। ଯୁବଳ ସମସ୍ତ ଅଭିଯୋଗ ସ୍ବୀକାର କରିଥିବା ବେଳେ ପୋଲିସ ତାଙ୍କଠାରୁ ମହିଳାଙ୍କ ସୁନା ଚେନ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂତ, ଚକୁଳିିଆ ପଣ୍ଡା ବେଶରେ ସଚେତନତା

ଖୋର୍ଦ୍ଧା ଅଫିସ,୧୬ା୪: ବଜାରରେ ବୁଲୁଥିବା ଅମାନିଆ ବାଇକ ଚାଳକଙ୍କୁ ସଚେତନ କରିବା ଲାଗି ଆଗେଇ ଆସିଛନ୍ତି ସାମାଜିକ କର୍ମୀ ତଥା ଖବରଦାତା ଧନେଶ୍ୱର ବିଧାର। ସମ୍ପୂର୍ଣ୍ଣ...

୧୦୮୦ ଶିଶୁଙ୍କୁ ଦିଆଗଲା ‘ସ୍ବର୍ଣ୍ଣପ୍ରାଶନ’

ବ୍ରହ୍ମପୁର ଅଫିସ,୧୭ା୧୨- ବ୍ରହ୍ମପୁର ଉପକଣ୍ଠ ଆଙ୍କୁଶପୁରସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା(କେଏଟିଏସ୍‌) ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଶିଶୁମାନଙ୍କ ପାଇଁ ଟିକାକରଣ ଶିବିର ମଙ୍ଗଳବାର ଅନୁଷ୍ଠିତ...

ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହ ମହିଳା ଫେରାର

ଧର୍ମଶାଳା,୨୭ା୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅଞ୍ଚଳର ଜଣେ ମହିଳା ନିଜ ୫ ବର୍ଷର ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହିତ ଫେରାର ହୋଇଯାଇଛନ୍ତି। ଏ ନେଇ ଗୁରୁବାର ମହିଳାଙ୍କ...

ଯୁବତୀଙ୍କ ପାଇଁ କ୍ୱାରାଣ୍ଟାଇନରେ ପୂରା ପରିବାର

ସମ୍ବଲପୁର,୫।୭(ବ୍ୟୁରୋ)-ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ଏଲ୍‌ଆଇସି କଲୋନୀର ଜଣେ ଯୁବତୀଙ୍କ ପାଇଁ ତାଙ୍କ ପୂରା ପରିବାରକୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିଛି। ସମ୍ପୃକ୍ତ ଯୁବତୀ...

ନାଡ଼ି କାଟି ଦେବାରୁ ପ୍ରସୂତିଙ୍କ ମୃତ୍ୟୁ

ଯାଜପୁର ଟାଉନ,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ଅସ୍ତ୍ରୋପଚରାବେଳେ ନାଡ଼ି କଟିଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଅସ୍ତ୍ରୋପଚାର ଲାଗି ଡାକ୍ତର ୫ ହଜାର ଟଙ୍କା...

ଶାହାଙ୍କ ଗସ୍ତକୁ ସୁନ୍ଦରଗଡ଼ରେ ବିରୋଧ: କୁଶପୁତ୍ତଳିକା ଦାହ କଲେ କଂଗ୍ରେସ କର୍ମୀ

ସୁନ୍ଦରଗଡ଼,୨୮।୨(ଡି.ଏନ୍‌.ଏ.): ସ୍ଥାନୀୟ ଡିଆର୍‌ଡିଏ ଛକଠାରେ ଶୁକ୍ରବାର ମଧ୍ୟାହ୍ନରେ ପୂର୍ବତନ ଜିଲାସଭାପତି ବେଣୁ ମାଧବ ତ୍ରିପାଠୀଙ୍କ ନେତୃତ୍ୱରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କ ସ୍ବେଚ୍ଛାଚାରୀ ଓ ହିଂସା...

ଗୁଣ୍ଡୁରି କରିଛି ଆତ୍ମନିର୍ଭରଶୀଳ

କଣିହାଁ,୧୨ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଶିକ୍ଷିତ ହୋଇଥିବାରୁ ଚାକିରି କରିବାକୁ ଚାହିଁଥିଲେ। କିନ୍ତୁ ସେଥିରେ ମନ ମାନି ନ ଥିଲା। ତେଣୁ ଚାକିରି ଛାଡ଼ି ଆତ୍ମନିର୍ଭରଶୀଳ ହେବାକୁ...

ବନ କର୍ମଚାରୀଙ୍କ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

କପ୍ତିପଦା,୨୩ା୧୦(ଡ଼ି.ଏନ.ଏ): ଶିକାରୀ ଭାବି ବନ ବିଭାଗ କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମୟୂରଭଞ୍ଜ ଜିଲା କପ୍ତିପଦା...

Advertisement


Archives

Model This Week

Why Dharitri