ମହିଳାଙ୍କ ଫଟୋ ଭାଇରଲକରି ବ୍ଲାକ୍‌ମେଲ୍‌: ଯୁବକ ଗିରଫ

ଓଡ଼ଗାଁ, ୫।୪(ସ୍ବ.ପ୍ର.): ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରଲକରି ବ୍ଲାକ୍‌ମେଲ କରିବା ଅଭିଯୋଗରେ ନୟାଗଡ଼ା ଜିଲା ଆଦର୍ଶ ଥାନା ପୋଲିସ ଅଭିଯୁକ୍ତ ଯୁବକଙ୍କୁ ରବିବାର ଗିରଫକରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସୋମବାର ତାଙ୍କୁ ଜେଲକୁ ପଠାଯାଇଛି। ଅଭିଯୁକ୍ତ ହେଲେ ଉକ୍ତ ଥାନା ଅନ୍ତର୍ଗତ ମସାବରୀ ଗ୍ରାମର ଯୁଗଳ ବେହେରା(୨୮)।
ପ୍ରକାଶ ଯେ, ଯୁଗଳ ଜଣେ ବିବାହିତାଙ୍କ କେତେକ ଫଟୋ ହ୍ବାଟ୍‌ସାପ୍‌ ଓ ଫେସ୍‌ବୁକ୍‌ରେ ଶେୟାରକରି ଭାଇରଲ କରିଥିଲେ। ପରେ ତାଙ୍କୁ ବ୍ଲାକମେଲ୍‌ କରି ଏକ ସୁନା ଚେନ୍‌ ତାଙ୍କଠାରୁ ନେଇଯାଇଥିଲେ। ଏ ସମ୍ପର୍କରେ ମହିଳାଙ୍କ ସ୍ବାମୀ ଥାନାରେ ଅଭିଯୋଗ କରିବାପରେ ପୋଲିସ ମାମଲା ରୁଜୁକରି ଯୁଗଳଙ୍କୁ ଗିରଫ କରିଥିଲା। ଯୁବଳ ସମସ୍ତ ଅଭିଯୋଗ ସ୍ବୀକାର କରିଥିବା ବେଳେ ପୋଲିସ ତାଙ୍କଠାରୁ ମହିଳାଙ୍କ ସୁନା ଚେନ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଟମଣ୍ଡପ ଫାଟକୁ ନେଇ ବିବାଦ

ପୁରୀ ଅଫିସ,୨୪।୩: ଶ୍ରୀମନ୍ଦିର ନାଟମଣ୍ଡପରେ ବଡ଼ ଧରଣର ଫାଟ ଦେଖିବାକୁ ମିଳିବା ପରେ ଏହି ଫାଟ ନୂଆ କିମ୍ବା ପୁରୁଣା ତାହାକୁ ନେଇ ବିବାଦ ତେଜୁଛି।...

ଓଡ଼ିଶା ସୀମାନ୍ତ ଗାଁରେ ଆନ୍ଧ୍ରର ସମୀକ୍ଷା

ପଟ୍ଟାଙ୍ଗୀ, ୨୧।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତ ସୀମାନ୍ତ ନେରିଡ଼ିବାଲସା ଓ ତାଡ଼ିବାଲସାରେ ଆନ୍ଧ୍ରର ପାର୍ବତୀପୁରମ୍‌ ମାନ୍ୟମ୍‌ ଜିଲାପାଳ ନିଶାନ୍ତ କୁମାର ବିଭିନ୍ନ...

ସ୍କୁଲରେ ରହିଲା ନାହିଁ ସମାଜିକ ଦୂରତା – ମାଗଣା ବହି ପାଇଁ ପ୍ରବଳ ଭିଡ଼

ସମ୍ବଲପୁର,୨୭ା୪ (ବ୍ୟୁରୋ)-ରବିବାର ସମ୍ବଲପୁର ମହାନଗର ନିଗମ ଅଧୀନ ବୀର ସୁରେନ୍ଦ୍ର ସାଏ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ...

ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା।...

ଭୋଗରାଇ ନାବାଳିକା ଜଗତ୍‌ସିଂହପୁରରୁ ଉଦ୍ଧାର

ଭୋଗରାଇ, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଗୁନାଇବସାଣ ଗ୍ରାମର ବିଜୟ କୁମାର ଦେ ନାମକ ଯୁବକ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିବା ତାଙ୍କ ବାପା...

ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକଙ୍କ ବନାଞ୍ଚଳ ପରିଦର୍ଶନ

ବୁଗୁଡ଼ା,୫ା୬(ଡି.ଏନ.ଏ.)- ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆରସିସିଏଫ) ପ୍ରଶାନ୍ତ କୁମାର ମିଶ୍ର ଶୁକ୍ରବାର ବୁଗୁଡ଼ା ବନାଞ୍ଚଳ ପରିଦର୍ଶନ କରିଛନ୍ତି। ବାଲିପଦର ଏବଂ ଠଣାପଲ୍ଲୀ ବନରକ୍ଷୀଙ୍କ...

ବିଜୟଧାରା ବଦଳାଇପାରେ ଶ୍ରମିକ ଅଶାନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, ୧୨ା୨(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ଖଣି ତଥା ଶିଳ୍ପ ଶ୍ରମିକମାନେ ଗଣତାନ୍ତ୍ରିକ ଅଧିକାର ପ୍ରତି ସର୍ବାଧିକ ସଚେତନ। ଏଠାରେ ୨୦୧୯ରେ...

ତାଳଚେର ବିଧାୟକଙ୍କ କ୍ୟାମ୍ପ ଅଫିସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିଗଲା ଗାଡ଼ି, ପୋଲିସର ତଦନ୍ତ ଆରମ୍ଭ

ତାଳଚେର, ୮।୧୨(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁର ସ୍ଥିତ କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ...

Advertisement
Archives

Model This Week