ମହିଳା ଆଇନଜୀବୀଙ୍କଠାରୁ ସୁନା ଚେନ୍‌ ଲୁଟ୍‌

କେନ୍ଦୁଝର,୧୩ା୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସହରରେ ବୁଧବାର ଜଣେ ମହିଳା ଆଇନଜୀବୀଙ୍କ ଠାରୁ ସୁନା ଚେନ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଘଟଣାରୁ ପ୍ରକାଶ ଯେ, ଅପରାହ୍ନରେ ସମ୍ପୃକ୍ତ ମହିଳା ଜଣଙ୍କ କୋର୍ଟରୁ ନିଜ ଘରକୁ ସ୍କୁଟିରେ ଫେରୁଥିଲେ। ଜେଲ ରୋଡ ରାସ୍ତାରେ ଏକ ପଲସର ବାଇକରେ ମାସ୍କ ପିନ୍ଧିଥିବା ୨ ଯୁବକ ଆସି ତାଙ୍କ ଚେନ ଲୁଟ କରି ଫେରାର ହୋଇଯାଇଥିଲେ। ଅଭିଯୋଗ ପାଇ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜକୁ ଅଧାର କରି ତଦନ୍ତ ଆରମ୍ଭ କରିଛି। ଲୁଟେରାଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଥିବା ଥାନା ଇନ୍‌ଚାର୍ଜ ସବଇନ୍ସପେକ୍ଟର ଅମିତ ଭୂୟାଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri