Posted inଖେଳ

ମହିଳା ଏସିଆନ୍‌ କପ୍‌ ଆୟୋଜନ ପାଇଁ ଭାରତ ଆଗ୍ରହୀ

ନୂଆଦିଲ୍ଲୀ, ୧ା୬ (ପି.ଟି.)-୨୦୨୨ରେ ଏଏଫ୍‌ସି ମହିଳା ଏସିଆନ୍‌ କପ୍‌ ଆୟୋଜନ ଲାଗି ତିନୋଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରେ ଭାରତ ଅନ୍ୟତମ। ଅନ୍ୟ ଦୁଇଟି ଦେଶ ହେଲେ ଚାଇନିଜ ତାଇପେ ଏବଂ ଉଜ୍‌ବେକିସ୍ତାନ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଏବଂ ଚାଇନିଜ ତାଇପେ ଫୁଟ୍‌ବଲ ଆସୋସିଏଶନ (ସିଟିଏଫ୍‌ଏ) ଯଥାକ୍ରମେ ୧୯୭୯ ଏବଂ ୨୦୦୧ରେ ଏହି ଟୁର୍ନାମେଣ୍ଟରେ ଆୟୋଜନ କରିଥିଲେ। ଉଜ୍‌ବେକିସ୍ତାନ ଫୁଟ୍‌ବଲ ଆସୋସିଏଶନ (ୟୁଏଫଏ) ଗତ ମେ ୩୧ ତାରିଖରେ ଏଥିଲାଗି ବିଡ୍‌ ଦାଖଲ କରିଛି। ଟୁର୍ନାମେଣ୍ଟ ପାଇଁ ଏହି ତିନୋଟି ଦେଶକୁ ସେମାନଙ୍କ ପ୍ରସ୍ତାବିତ ଭେନ୍ୟୁ ତାଲିକା ପ୍ରଦାନ କରିବା ଲାଗି କୁହାଯାଇଛି। ୨୦୨୦ର ଦ୍ୱିତୀୟ କ୍ୱାର୍ଟରରେ ଆୟୋଜକ ଦେଶର ନାମ ଘୋଷଣା କରାଯିବ। ଏହି ଟୁର୍ନାମେଣ୍ଟରେ ଭାରତ ଦୁଇଥର ରନର୍ସ ଅପ୍‌ (୧୯୮୦ ଓ ୧୯୮୩) ଏବଂ ଥରେ ତୃତୀୟ ୧୯୮୧ରେ ହୋଇଥିଲା। ପ୍ରତିଯୋଗିତାରେ ଭାରତ ଶେଷଥର ପାଇଁ ୨୦୦୩ରେ ଅଂଶଗ୍ରହଣ କରିଥିଲା। ଏଏଫ୍‌ସି ମହିଳା ଏସିଆନ କପ୍‌ରେ ଏସିଆର ୮ଟି ଶ୍ରେଷ୍ଠ ମହିଳା


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri