ମହିଳା ଓ ପୁରୁଷଙ୍କ ମଧ୍ୟରେ କିଏ ଅଧିକ ସୁସ୍ଥ ଓ ସୁଖୀ…

ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି ସାଧାରଣତଃ ମହିଳାଙ୍କ ତୁଳନାରେ ପୁରୁଷମାନେ ଅଧିକ ସୁସ୍ଥ ଓ ଖୁସିରେ ରହିଥାଆନ୍ତିା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏହି ଗବେଷଣାରେ ୨ ହଜାର ମହିଳା ଏବଂ ପୁରୁଷଙ୍କୁ ସାମିଲ୍‌ କରାଯାଇଥିଲା। ଜଣାପଡିଥିଲା ମହିଳାଙ୍କ ତୁଳନାରେ ପୁରୁଷମାନଙ୍କ ନିତିଦିନିଆ ଜୀବନ ଶୈଳୀରେ ଅଧିକ ଖୁସିରେ ରହୁଛନ୍ତି। ଅପରପକ୍ଷେ ୪୯ ପ୍ରତିଶତ ମହିଳା ଚିନ୍ତାଗସ୍ତ ରହୁଥିବାବେଳେ ବିଭିନ୍ନ କାରଣରୁ ଖୁସିରେ ରହିପାରୁ ନାହାଁନ୍ତି। ପୁରୁଷମାନେ ବିଭିନ୍ନ ସମସ୍ୟାରେ ପଡ଼ିଲେ ମଧ୍ୟ ମନକୁ ହାଲକା କରିବା ଲାଗି ସାଙ୍ଗସାଥୀଙ୍କ ମେଳରେ ସମୟ କାଟିଥାନ୍ତି। ମାତ୍ର ମହିଳାମାନେ ସହଜରେ ଏପରି କରି ପାରି ନ ଥାନ୍ତି। ଫଳରେ ୬୦ ପ୍ରତିଶତ ପୁରୁଷ ମାସକୁ ଥରେ ଚାପଗ୍ରସ୍ତ ରହୁଥିବାବେଳେ ୬୦ ପ୍ରତିଶତ ମହିଳା ସପ୍ତାହରେ ଅନେକ ସମୟ ଚିନ୍ତାଗ୍ରସ୍ତ ରୁହନ୍ତି ା ମହିଳାଙ୍କ ତୁଳନାରେ ପୁରୁଷମାନେ ୭୦ ପ୍ରତିଶତ କମ୍‌ ଉଦାସ ରୁହନ୍ତି। ମହିଳାମାନେ ଅଧିକ ସ୍ବାସ୍ଥ୍ୟପ୍ରତି ସଚେତନ ହେଲେ ମଧ୍ୟ ସେମାନଙ୍କଠାରେ ପୁରୁଷଙ୍କ ତୁଳନାରେ ଅଧିକ ଅସୁସ୍ଥତା ପରିଲକ୍ଷିତ ହୋଇଥାଏ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆ ଇସଲାମିକ୍‌ ବିଶ୍ୱବିଦ୍ୟାଳୟରେ ପଢ଼ାଯିବ ଭାଜପାର ଇତିହାସ

ଜାକର୍ତ୍ତା,୨୪।୨: ଇଣ୍ଡୋନେସିଆ ଇସଲାମିକ୍‌ ବିଶ୍ୱବିଦ୍ୟାଳୟରେ ଭାଜପାର ଇତିହାସ ସମ୍ପର୍କରେ ପାଠପଢ଼ାଯିବ। ଭାଜପା ସମ୍ପର୍କରେ ତଥ୍ୟ ପ୍ରଦାନ କରୁଥିବା ଏକ ପୁସ୍ତକକୁ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ ବୋଲି...

ଏକ ପ୍ଲେଟ କବାବ ମଗାଇଲେ ମହିଳା: କ୍ରେଡିଟ କାର୍ଡରୁ କଟିଗଲା୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ଜେରୁଜେଲମ,୯।୯: ଆମେରିକାର ଜଣେ ମହିଳା ପର୍ଯ୍ୟଟକ ଏକ ପ୍ଲେଟ କବାବ ପାଇଁ ୨ଲକ୍ଷ ୭ହଜାର ଟଙ୍କା ଦେଇଥିବା ଘଟଣା ସମ୍ନାକୁ ଆସିଛି। ଏହି ଘଟଣା ଘଟିଛି...

ହଷ୍ଟେଲରୁ ଖାଦ୍ୟ ଚୋରି: ଛାତ୍ରଙ୍କୁ ୨୦ ହଜାର ଜରିମାନା

ଲକ୍ଷ୍ନୌ : ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ଘଟିଛି ଅଜବ ଘଟଣା। ଭୋକରେ ଥିବା ଜଣେ ଛାତ୍ର ହଷ୍ଟେଲରୁ ଖାଦ୍ୟ ଚୋରିକରି ଖାଇବାରୁ ତାଙ୍କୁ ୨୦ ହଜାର ଟଙ୍କା...

ଏହା କୌଣସି ରନ୍ନ ନୁହେଁ ବରଂ ମକା

ବିଶାଖାପାଟନମ,୯।୨: ହାଇଦ୍ରାବାଦର ଅଭିନବ ଗଙ୍ଗୁଲମଲ୍ଲା ଓ ରେଣୁ ରାଓଙ୍କ ମୁହଁରେ ହସ ଫୁଟାଇଛି ଦୀର୍ଘ ୭ ବର୍ଷର ପରିଶ୍ରମ। ଦୀର୍ଘ ଦିନର ପରିଶ୍ରମ ପରେ ତାଙ୍କ...

ପୁଣି ବିପଦ ମାଡ଼ି ଆସୁଛି: ଭାକ୍ସିନ୍‌ ନେବା ପରେ ବି ତୃତୀୟ ଲହର ଭୟ…

ଲଣ୍ଡନ,୨୯।୫: ପୁଣି ବିପଦ ମାଡ଼ି ଆସୁଛି। କରୋନାରେ ଦ୍ୱିତୀୟ ଲହର ଯୋଗୁ ପୃଥିବୀରେ ବହୁ ଦେଶରେ ସ୍ଥିତି ଅଣାୟତ୍ତ ହୋଇଛି। ଏବେ ବ୍ରିଟେନ୍‌ରେ କରୋନା ମହାମାରୀର...

ଟ୍ରମ୍ପଙ୍କୁ ଆଉ ଏକ ସୁପର୍‌ ଝଟ୍‌କା

ଓ୍ବାଶିଂଟନ୍‌,୬।୧୧: ଆମେରିକାରେ ମତଦାନର ଦୁଇ ଦିନ ପରେ ମଧ୍ୟ ରାଷ୍ଟ୍ରପତି ପଦବୀ ପାଇଁ ଚିତ୍ର ସ୍ପଷ୍ଟ ହୋଇନାହିଁ। ଭୋଟ ଗଣତି ମଧ୍ୟରେ ଡେମୋକ୍ରାଟ ପ୍ରାର୍ଥୀ ଜୋ...

ଚା’ ବିକି ମାସକୁ ୧୨ ଲକ୍ଷ ଆୟ କରୁଥିବା ବ୍ୟକ୍ତି

ଚା’ ବାଲାକୁ ନେଇ  ଅନେକ କଥା ଶୁଣିଛୁ। ତେବେ ଏମିତି ଆଉ ଏକ କଥା ଏବେ ସମ୍ମୁଖକୁ ଆସିଛି, ଯାହା ଶୁଣିବା ପରେ ସମସ୍ତେ ଆଶ୍ଚର୍ଯ୍ୟରେ...

ଶାସକ ଦଳରୁ ଓଲି ବିଦା

କାଠମାଣ୍ଡୁ, ୨୫ା୧: ନେପାଳ ରାଜନୀତି ସଙ୍କଟ ଦେଇ ଗତି କରୁଥିବାବେଳେ ଏବେ ପୁଣି ସୃଷ୍ଟି ହୋଇଛି ହଇଚଇ। କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲିଙ୍କୁ...

Advertisement
Archives

Model This Week