ମହିଳା କର୍ମଚାରୀଙ୍କୁ ଅସଦାଚରଣ : ଜିଆର୍‌ଏସ୍‌ ଗିରଫ

ବାସୁଦେବପୁର,୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟ ପରିସରରେ ଜିଆର୍‌ଏସ୍‌ ଅସଦାଚରଣ କରି ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।
ସୂଚନାଯୋଗ୍ୟ, ମହିଳା କର୍ମଚାରୀ ଜଣଙ୍କ କମ୍ପ୍ୟୁଟର କାର୍ଯ୍ୟରେ ନିୟୋଜିତ ଥିବାବେଳେ ତାଙ୍କ ପାଖରେ ବସିଥିବା ଜିଆର୍‌ଏସ୍‌ ମଧୁସୂଦନ ସାହୁ ତାଙ୍କୁ ଅସଦାଚରଣ କରିଥିଲେ। ଏ ସମ୍ପର୍କରେ ମହିଳା କର୍ମଚାରୀ ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଜିଆର୍‌ଏସ୍‌ଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପୁନରୁଦ୍ଧାର ଦାବିରେ ରାଜପଥ ଅବରୋଧ

ବୋଲଗଡ଼,୨୩-୧୦(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଫାସୀଓଦା ପଞ୍ଚାୟତ କୋଟପଲ୍ଲା ଗ୍ରାମ ରାସ୍ତା ପୁନରୁଦ୍ଧାର ଦାବିରେ ସୋମବାର ଭୀମପଡାଠାରେ ଗ୍ରାମବାସୀ ୫୭ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଭୀମପଡାଠାରୁ...

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ...

ମଦ ବୋଝେଇ ଗାଡ଼ି ଜବତ : ୪ ଗିରଫ

ଭଦ୍ରକ ଅଫିସ,୧୨।୮: ଭଦ୍ରକ ଜିଲା ଭ୍ରାମ୍ୟମାଣ ଅବକାରୀ ଟିମ୍‌ ରବିବାର ରାତି ଓ ସୋମବାର ସକାଳେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ...

ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

  ବିନିକା,୧୦।୯(ଡି.ଏନ୍‌.ଏ.): ଆମର ରାଏଜେ ବାରବାସେ ୧୩ ପରବ୍‌ ପାଲନ୍‌ ହେଉଛେ। ସେ ଭିତ୍‌ରୁ ଖୁଦୁରୁକୁଣୀ ଓଷା ଅଲଗ୍‌ ଆଏ। ଇ ଓଷା ଫିବଛର ଭୁଦୋମାସର...

ହୃଦ୍‌ଘାତରେ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୫ା୯-ସ୍ତ୍ରୀ ହତ୍ୟା ମାମଲାରେ ଅଭିଯୁକ୍ତ ଥାଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ଜଣେ କଏଦୀଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ନକୁଳ ସାହୁ...

ମାଓବାଦୀ କ୍ୟାମ୍ପ ଠାବ, ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ

ଭବାନୀପାଟଣା,୩।୨(ସ୍ବ.ପ୍ର.): କଳାହାଣ୍ଡି ପୋଲିସ ଏକ ମାଓବାଦୀ କ୍ୟାମ୍ପ ଠାବ କରିବାରେ ସଫଳ ହେଇଛି । ସିକେରକୁପାସ୍ଥିତ ୬୪ ବାଟାଲିୟନ ଓ କଳାହାଣ୍ଡି ଏସ୍‌ପିଙ୍କ ମିଳିତ ଚଢ଼ାଉ...

ଆସିକାରେ ଚାଞ୍ଚଲ୍ୟ: ସଂକ୍ରାନ୍ତିରେ ପୂଜା ସାରି ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ହତ୍ୟା

ଆସିକା,୧୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ରବିବାର ସକାଳେ ଶିବମନ୍ଦିର ନିକଟରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ...

୧୨ ଆନ୍ତଃ ଜିଲା ଡକାୟତ ଗିରଫ

ଛତ୍ରପୁର/ଆସିକା/ବୁଗୁଡା,୩୦/୮(ଡି.ଏନ.ଏ.)- ବୁଗୁଡା ଓ ଆସିକା ଥାନା ପୋଲିସ ବୁଧବାର ରାତିରେ ୧୨ ଆନ୍ତଃଜିଲା ଡକାୟତଙ୍କୁ ଧରିବାରେ ସକ୍ଷମ ହୋଇଛି। ଏମାନେ ଗଞ୍ଜାମ, ବ୍ରହ୍ମପୁର, ଖୋର୍ଦ୍ଧା ଓ...

Advertisement
Archives

Model This Week