ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବ୍ରହ୍ମଗିରି,୩୧ା୧୨(ଡି.ଏନ୍‌.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ସୋମବାର ବ୍ରହ୍ମଗିରି ପ୍ରେସ କ୍ଲବ ପକ୍ଷରୁ ନିନ୍ଦା କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ତହସିଲଦାର କିଶୋର ଚନ୍ଦ୍ର ପଣ୍ଡାଙ୍କୁ ପ୍ରଦାନ କରାଯାଇଛି। ଗତ ଶନିବାର ଭୁବନେଶ୍ୱରସ୍ଥିତ ଏସପ୍ଲାନେଡ ସପିଂ ମଲରେ କାର୍ଯ୍ୟରତ ମହିଳା ଖବରଦାତାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ବ୍ରହ୍ମଗିରି ପ୍ରେସ କ୍ଲବ ପକ୍ଷରୁ ଅଭିଯୁକ୍ତମାନଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ, ସାମ୍ବାଦିକଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଆଇନ ପ୍ରଣୟନ ଆଦି ୪ଦଫା ଦାବି ନେଇ ତହସିଲଦାର ପଣ୍ଡାଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଦାବିପତ୍ର ପ୍ରଦାନ ବେଳେ ସତ୍ୟନାରାୟଣ ମିଶ୍ର, ରବିନାରାୟଣ ପୂଜାରୀ, ଅମୂଲ୍ୟ ସୁନ୍ଦରା, ଋତୁ ରଞ୍ଜନ ମିଶ୍ର, ତନୁଜ ସାହୁ, ଶଙ୍କର୍ଷଣ ସାହୁ, କାଳୁଚରଣ ସାହୁ, ଦେବାଶିଷ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?