ମହିଳା ଗୋଷ୍ଠୀ ଖୋଲିଲେ ଖୁଚୁରା ବିକ୍ରୟ କେନ୍ଦ୍ର

ଖଇରା, ୩୧ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଖାଉଟିମାନଙ୍କୁ ସୁଲଭ ମୂଲ୍ୟରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ମହିଳା ଗୋଷ୍ଠୀ ଅଣ୍ଟା ଭିଡିଛି। ଖଇରାର ସଞ୍ଚୟିକା ପଞ୍ଚାୟତସ୍ତରୀୟ ମହିଳା ମହାସଂଘ ଅଧୀନ ଭାଗବତ ଗୋସେଇଁ ମହିଳା ମଣ୍ଡଳର ସଦସ୍ୟାମାନେ ସୋମବାର ଖଇରା ବଜାରରେ ଏକ ଅସ୍ଥାୟୀ ଖୁଚୁରା ବିକ୍ରୟ କେନ୍ଦ୍ର ଖୋଲି ଜନସାଧାରଣଙ୍କୁ ସୁଲଭ ମୂଲ୍ୟରେ ଖାଉଟି ସାମଗ୍ରୀ ଯୋଗାଇଛନ୍ତି ା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏହାକୁ ଉଦ୍‌ଘାଟନ କରିଥିଲେ। ଏଥିରେ ଓରମାସର ମୁଖ୍ୟ ନିର୍ବାହୀ ଅଧିକାରୀ ଜିତେନ୍ଦ୍ର କୁମାର ବିଶ୍ୱାଳ, ଓଡିଶା ଜୀବିକା ମିଶନର ବ୍ଲକ ସଂଯୋଜିକା ଶୋଭନା ଦାସ, ଖଇରା ସରପଞ୍ଚ ସୁଦର୍ଶନ ସେଠୀ, ସଂଘର ଏମବିକେ ନିରୁପମା ନାୟକ, ମହାସଂଘର ସଭାପତି ରଶ୍ମିତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ା ସଦସ୍ୟାମାନେ ଆଳୁ ପିଆଜ ଓ ଅଦା ଆଦି ସୁଲଭ ମୂଲ୍ୟରେ ବିକ୍ରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା

ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ...

୮୦ ପଇସାରେ ମିଳୁଛି ତ୍ରିରଙ୍ଗା

କଟକ ଅଫିସ, ୪।୮: ସ୍ବାଧୀନତା ଦିବସ ପାଳନ ପାଇଁ ସହରରେ ବିଭିନ୍ନ ଦୋକାନରେ ବିକ୍ରି ହେଉଛି ନାନାରକମର ସାମଗ୍ରୀ। ମୁଣ୍ଡରେ ମାରିବା ବ୍ୟାଣ୍ଡ ଠାରୁ ଆରମ୍ଭ...

ନିୟମ ପାଳନ କରନ୍ତୁ , ନ ହେଲେ ଆସିପାରେ ତୃତୀୟ ଲହର

ଭୁବନେଶ୍ୱର,୨।୭: ରାଜ୍ୟରେ କରୋନା ଟ୍ରେଣ୍ଡ ୩ ହଜାର ଥିବା ବେଳେ ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ସଂକ୍ରମଣ ଆହୁରି କମିବ । ଶୁକ୍ରବାର ଏନେଇ...

ଆକ୍ରାନ୍ତଙ୍କଠାରୁ ସୁସ୍ଥ ଅଧିକ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜଧାନୀରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଭୁବନେଶ୍ୱରରୁ ଗତ ୨୪ଘଣ୍ଟାରେ ୬୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୮୦...

ପରିବା ବେପାରୀଙ୍କୁ କରୋନା ଭୟ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କଟକ ଓ ଭୁବନେଶ୍ୱରେ ପନିପରିବା ଦର ହୁ ହୁ ହୋଇ ବଢୁଛି। ୪୦ଟଙ୍କା ତଳକୁୁ କାୈଣସି ପନିପରିବା ମିଳୁ ନାହିଁ। ଆଳୁ ପିଆଜଠାରୁ...

ବାହାରିଲା ମଲା କୁକୁର

ବାହାନଗା, ୨୨।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ନାୟିକବନ୍ଧ ଛକ ନିକଟରେ ଥିବା ପୋଲତଳେ ବସ୍ତା ଭିତରେ କଟାମୁଣ୍ଡ ଥିବା...

ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୯/୪(ବ୍ୟୁରୋ): ଶୁକ୍ରବାରଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଦିନିକିଆ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ...

ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର

ଭଦ୍ରକ ଅଫିସ, ୯ା୫: ଭଦ୍ରକ ଜିଲା ତିହିଡ଼ି ଥାନା ଦୋଳସାହି ଅଞ୍ଚଳରେ ଜଣେ ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାର ୪...

Advertisement
Archives

Model This Week