Posted inଖେଳ

ମହିଳା ଟିମ୍‌ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟ: ଋତୁପର୍ଣ୍ଣା-କୃତ୍ତିକା ପରାସ୍ତ

ଭୁବନେଶ୍ୱର, ୨୪।୨(କ୍ରୀଡ଼ା ପ୍ରତିନିଧି)-ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ମହିଳା ବ୍ୟାଡ୍‌ମିଣ୍ଟନ ଟିମ୍‌ ଇଭେଣ୍ଟରେ କିଟ୍‌ର ଆରମ୍ଭ ଭଲ ହୋଇନାହିଁ। କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ଜଣାଶୁଣା ବ୍ୟାଡ୍‌ମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ କୃତ୍ତିକା ଭଟ୍ଟାଚାର୍ଯ୍ୟ ଯୋଡ଼ି ମହିଳା ଡବଲ୍ସରେ ପରାସ୍ତ ହୋଇଛନ୍ତି। କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ମହିଳା ଡବଲ୍ସରେ ଋତୁପର୍ଣ୍ଣା-କୃତ୍ତିକା ଯୋଡ଼ି ପଞ୍ଜାବ ବିଶ୍ୱବିଦ୍ୟାଳୟର ଆକାଂଶି ବାଲିୟାନ ଓ ଦାମନ ରାଜ କୁମାର ଯୋଡ଼ିଙ୍କଠାରୁ ୧୨-୨୧, ୧୫-୨୧ ପଏଣ୍ଟରେ ହାରି ଯାଇଛନ୍ତି। ସିଙ୍ଗଲ୍ସରେ ମଧ୍ୟ ଇଶିକା ପଟ୍ଟନାୟକ ପଞ୍ଜାବ ବିଶ୍ୱବିଦ୍ୟାଳୟର ନିକିତାଙ୍କଠାରୁ ୬-୨୧, ୬-୨୧ ପଏଣ୍ଟରେ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌, ନାଡାଲଙ୍କ ସହ ସିଡେଡଙ୍କ ଖେଳାଳିଙ୍କ ବିଜୟ ଅଭିଯାନ

ମେଲବୋର୍ନ,୨୧।୨(ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ ମଙ୍ଗଳବାର ଦ୍ୱିତୀୟ ଦିବସରେ ପହଞ୍ଚିଛି। ବିଶ୍ୱର ୧ ନମ୍ବର ପୁରୁଷ ଖେଳାଳି ସ୍ପେନର ରାଫାଲ...

ଏହି କ୍ରିକେଟର୍‌ ସ୍ତ୍ରୀଙ୍କ ନାଁରେ ନକଲି ଫେସ୍‌ବୁକ୍‌ ଆକାଉଣ୍ଟ

ବିସିସିଆଇ ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସ୍ତ୍ରୀ ଡୋନା ଗାଙ୍ଗୁଲିଙ୍କ ନାମରେ ଏକ ନକଲି ‘ଫେସବୁକ ପେଜ’ ଥିବା ନେଇ ପୋଲିସ ନିକଟରେ...

ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ ଜନ୍ମଦାତା ଜନଶନଙ୍କ ମୃତ୍ୟୁ

ଷ୍ଟକ୍‌ହାମ, ୫।୬(ଏପି): ୟୁରୋପିଆନ ଫୁଟ୍‌ବଲର ପୂର୍ବତନ ସଭାପତି ଲିନ୍ନାର୍ଟ ଜନଶନଙ୍କ ୮୯ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୧୭ ବର୍ଷର କାର୍ଯ୍ୟକାଳରେ ଚାମ୍ପିୟନ୍ସ ଲିଗ୍‌...

ବକ୍ସର ମନୀଷଙ୍କୁ ଅଲିମ୍ପିକ ଟିକେଟ୍‌

ଅମ୍ମନ (ଜୋର୍ଡାନ), ୧୧।୩ (ପି.ଟି.)- ବିଶ୍ୱ ବ୍ରୋଞ୍ଜ ପଦକ ବିଜେତା ମନୀଷ କୌଶିକ (୬୩ କିଗ୍ରା) ୯ମ ଭାରତୀୟ ବକ୍ସର ଭାବେ ଆଗାମୀ ଟୋକିଓ ଅଲିମ୍ପିକ୍ସକୁ...

୨୭ ରନ ଦୂରରେ ରୋହିତ୍‌

ମାଞ୍ଚେଷ୍ଟର, ୯।୭- ଚଳିତ ବିଶ୍ୱକପ୍‌ରେ ଦମ୍‌ଦାର ଫର୍ମରେ ଥିବା ଭାରତୀୟ ତାରକା ଓପନର୍‌ ରୋହିତ୍‌ ଶର୍ମା ପୁଣି ଏକ ବିଶ୍ୱକପ୍‌ କିର୍ତ୍ତୀମାନଠାରୁ ୨୭ ରନ ଦୂରରେ...

ବାରବାଟୀରେ ଟି୨୦ ମ୍ୟାଚ୍‌

କଟକ,୨୦।୯: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃୟାରୀ ୧୫ ତାରିଖରେ ଟିମ୍‌ ଇଣ୍ଡିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଏହା ସ୍ପଷ୍ଟ କରିଛନ୍ତି ଓଡ଼ିଶା କ୍ରିକେଟ...

ୟୁଏସ୍‌ ଓପନରେ ସେରେନା ପିନ୍ଧିଲେ ୪୦୦ ହୀରା ଖଚିତ ଜୋତା

ନୂଆଦିଲ୍ଲୀ,୩୧।୮: ଆମେରିକୀୟ ଟେନିସ ତାରକା ସେରାନା ଓ୍ବିଲିୟମ୍ସ ନିକଟରେ ତାଙ୍କର ଅବସର ଘୋଷଣା କରିଛନ୍ତି। ହେଲେ ସେ ଏବେ ୟୁଏସ୍‌ ଓପନ ଖେଳୁଛନ୍ତି। ସେ ନିଜ...

ଇଣ୍ଡିଆନ ସୁପରଲିଗ୍‌: ଓଡ଼ିଶା ଏଫ୍‌ସି ବନାମ ଚେନ୍ନାଇନ୍‌ ସୁଯୋଗ ହାତଛଡ଼ା, ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୧୧।୧- ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ରେ ରବିବାର ଅନୁଷ୍ଠିତ ଓଡ଼ିଶା ଏଫ୍‌ସି-ଚେନ୍ନାଇନ୍‌ ମ୍ୟାଚ ଗୋଲ ଶୂନ୍ୟ ଡ୍ର ରହିଛି। ଉଭୟ ଦଳ ଏକାଧିକ ସୁଯୋଗ ହାତଛଡ଼ା...

Advertisement
Archives

Model This Week