Posted inଖେଳ

ମହିଳା ଟି୨୦: ଭାରତ ୫ ଉଇକେଟ୍‌ରେ ବିଜୟୀ

ସୁରତ, ୪।୧୦ (ପି.ଟି.)- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ୫ମ ଟି୨୦ ମ୍ୟାଚ୍‌କୁ ଭାରତ ୫ ଉଇକେଟ୍‌ରେ ଜିତିନେଇଛି। ଫଳରେ ୬ ମ୍ୟାଚ୍‌ବିଶିଷ୍ଟ ସିରିଜରେ ଘରୋଇ ଭାରତୀୟ ଦଳ ଏବେ ୩-୦ରେ ଅଗ୍ରଣୀ ଲାଭ କରିଛି। ପୂର୍ବରୁ ବର୍ଷା କାରଣରୁ ସିରିଜର୨ୟ ଓ ୩ୟ ମ୍ୟାଚ୍‌ ବାତିଲ ହୋଇଯାଇଥିଲା। ସିରିଜର ଅନ୍ତିମ ତଥା ୬ଷ୍ଠ ମ୍ୟାଚ୍‌ ଶୁକ୍ରବାର ଏଠାରେ ଖେଳାଯିବ।
ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟିକା ହରମନପ୍ରୀତ କୌର ଟସ୍‌ ଜିତି ଦକ୍ଷିଣ ଆଫ୍ରିକାକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲେ। ନିର୍ଦ୍ଧାରିତ ୨୦ ଓଭରରେ ଦକ୍ଷିଣ ଆଫ୍ରିକା ୮ ଉଇକେଟ୍‌ ହରାଇ ୯୮ ରନ କରିଥିଲା। ଭାରତ ପକ୍ଷରୁ ରାଧା ଯାଦବ ୩ ଓ ଦୀପ୍ତି ଶର୍ମା ୨ ଉଇକେଟ୍‌ ନେଇଥିଲେ। ଜବାବରେ ଭାରତ ଅଧିନାୟିକା କୌରଙ୍କ ଅପରାଜିତ ୩୪ ରନ ବଳରେ ୧୭.୧ ଓଭରରେ ୫ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଓପନର୍‌ ଶେଫାଳି ବର୍ମା ୧୪ ଓ ଦୀପ୍ତି ୧୬ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..

ଭୁବନେଶ୍ୱର,୨୦।୧୨(ସୁନିତ୍‌ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି...

ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ...

IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….

ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍‌ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍‌ସ୍ଥିତ ଇନଭେଷ୍ଟର୍ସ ମିଟ୍‌ସର ଉଦ୍‌ଯାପନୀ ଅବସରରେ...

ଆଜି ଏହି 3 ରାଶି ଉପରେ ରହିବ ଶନିଦେବଙ୍କ କୃପା, ଆସିବ ଖୁସିର ସମୟ

ନୂଆଦିଲ୍ଲୀ,୨୦ା୧୨: ଆଜି ଏକ ସ୍ପଷ୍ଟ ଭାବପ୍ରବଣ ଏବଂ ମାନସିକ ପରିବର୍ତ୍ତନର ସଙ୍କେତ ଦେଉଛି। ଶୁକ୍ର ଧନୁ ରାଶିରେ ପ୍ରବେଶ କରିବା ଏବଂ ଚନ୍ଦ୍ର ସେଠାରେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri