Posted inଜାତୀୟ

ମହିଳା ତହସିଲଦାରଙ୍କ ଘରେ ଚଢ଼ାଉ

ହାଇଦ୍ରାବାଦ,୧୧।୭: ତେଲେଙ୍ଗାନା ରେଡ୍ଡି ଜିଲାର ଜଣେ ମହିଳା ତହସିଲଦାରଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଆଣ୍ଟି କରପଶନ୍‌ ବ୍ୟୁରୋ(ଏସିବି) ପକ୍ଷରୁ ଚଢ଼ାଉ କରାଯାଇଛି। ମହିଳା ତହସିଲଦାର ଲାବନ୍ୟାଙ୍କ ଘରେ ଏସିବିର ଟିମ୍‌ ଚଢ଼ାଉ କରି ୯୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରିଛି। ତାଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଏହି ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ବିପୁଳ ପରିମାଣର ସୁନା ଅଳଙ୍କାର ଜବତ କରିଛି ଟିମ୍‌। ଏଥିସହ ଲାବନ୍ୟାଙ୍କ ବିରୋଧରେ ଏସିବି ପକ୍ଷରୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

ସମୁଦ୍ରରୁ ମାଡ଼ି ଆସୁଛି ବଡ଼ ବାତ୍ୟା! ଏହିଦିନ କରିବ ଲ୍ୟାଣ୍ଡଫଲ୍‌…

ନୂଆଦିଲ୍ଲୀ,୧୦।୬: ଆସୁଛି ବଡ଼ ବାତ୍ୟା । ଯାହାକୁ ନେଇ ଛାନିଆ ହେଲେଣି ଉପକୂଳବାସୀ । ସାମୁଦ୍ରିକ ବାତ୍ୟା କ୍ରିଷ୍ଟିନାକୁ ନେଇ ଏବେ ସବୁଠି ଭୟର ମାହୋଲ ।…

୪ ଥାକିଆ ହେବ ପିପିଲି-କୋଣାର୍କ ରାସ୍ତା

ଗୋପ,୧୦ା୬(ଭାରତୀ ଭୂଷଣ ଉପାଧ୍ୟାୟ): ପର୍ଯ୍ୟଟନର ବିକାଶ ଲାଗି ଖୁବ୍‌ଶୀଘ୍ର ପିପିଲି-କୋଣାର୍କ ରାଜ୍ୟ ରାଜପଥକୁ ୪ ଥାକିଆ ରାସ୍ତା କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri