Posted inଜାତୀୟ

ମହିଳା ପୋଲିସଙ୍କୁ ମାଡ଼ ଘଟଣା: ଗିରଫ ହେଲେ ଟିଆର୍‌ଏସ୍‌ ବିଧାୟକଙ୍କ ଭାଇ

ହାଇଦ୍ରାବାଦ,୧।୭: ତେଲେଙ୍ଗାନା ପୋଲିସ ଓ ବନ ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆର୍‌ଏସ୍‌)ର ଜଣେ ନେତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। କୋମାରାମ ଭୀମ ଆସିଫାବାଦ ଜିଲାରେ ରବିବାର ବନ କର୍ମଚାରୀ ଓ ପୋଲିସ ଉପରକୁ ଟିଆର୍‌ଏସ୍‌ ନେତା ଓ କର୍ମୀମାନେ ଆକ୍ରମଣ କରିଥିଲେ। ଏମିତିକି ଟ୍ରାକ୍ଟର ଉପରେ ଥିବା ଜଣେ ମହିଳା ପୋଲିସ କର୍ମୀଙ୍କୁ ଅତି ଅମାନବୀୟ ଭାବେ ଲାଠିରେ ମାଡ ମାରିଥିଲେ। ଏହାର ଏକ ଭିଡିଓ ଭାଇରାଲ ହେବା ପରେ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ନିର୍ଦ୍ଦେଶ ଦେବା ସହ ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ କହିଥିଲେ। ଏହାପରେ ଜିଲା ପରିଷଦର ଉପାଧ୍ୟକ୍ଷ କେ.କୃଷ୍ଣ ରାଓଙ୍କୁ ଗିରଫ କରାଯାଇଛି। ହତ୍ୟା ଉଦ୍ୟମ, ଗାଡିର କ୍ଷତି ଘଟାଇଥିବା ଓ ସରକାରୀ କର୍ମଚାରୀଙ୍କୁ ଡ୍ୟୁଟି କରିବାକୁ ରୋକିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri