Posted inଖେଳ

ମହିଳା ଫିଫା ବିଶ୍ୱକପ୍‌:ପ୍ରିକ୍ୱାର୍ଟରରେ ଇଂଲଣ୍ଡ, ଇଟାଲି

ଲେ ହାରେର(ଫ୍ରାନ୍ସ),୧୫।୬(ଏଏଫ୍‌ପି): ଇଂଲଣ୍ଡ ଓ ଇଟାଲି ଏଠାରେ ଚାଲିଥିବା ମହିଳା ଫିଫା ବିଶ୍ୱକପ୍‌ର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଇଂଲଣ୍ଡ ୧-୦ ଗୋଲରେ ଆର୍ଜେଣ୍ଟିନାକୁ ହରାଇଥିବାବେଳେ ଇଟାଲି ୫-୦ ବ୍ୟବଧାନରେ ଜାମାଇକାକୁ ପରାସ୍ତ କରିଛି। ଇଂଲଣ୍ଡ ପାଇଁ ଯୋଡି ଟେଲର ଏକମାତ୍ର ସ୍କୋର କରିଥିଲେ। ସେହିଭଳି ଇଟାଲି ପାଇଁ କ୍ରିଷ୍ଟିନା ଗିରେଲି ହ୍ୟାଟ୍ରିକ ଗୋଲ ଦେଇଥିଲେ। ଏହି ଦୁଇ ଦଳ ବ୍ୟତୀତ ଜର୍ମାନୀ ଓ ଫ୍ରାନ୍ସ ମଧ୍ୟ ରାଉଣ୍ଡ ୧୬କୁ ଉନ୍ନୀତ ହୋଇଛନ୍ତି। ଅନ୍ୟପକ୍ଷରେ ଜାପାନକୁ ନକ୍‌ଆଉଟ୍‌ ରାଉଣ୍ଡରେ ପ୍ରବେଶ କରିବା ପାଇଁ ଏକ ପଏଣ୍ଟ ଦରକାର। ଏଣୁ ଜାପାନକୁ ପ୍ୟାରିସଠାରେ ଖେଳାଯିବାକୁ ଥିବା ସ୍କଟଲାଣ୍ଡ ବିପକ୍ଷ ମୁକାବିଲାକୁ ଅତିକମ୍‌ରେ ଅମୀମାଂସିତ ରଖିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର: ମ୍ୟାଚ୍‌ ଡ୍ର ରଖିଲେ ଦୁଇ କୋରିଆ

ସିଓଲ,୧୫।୧୦(ଏଏଫ୍‌ପି)- ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଉତ୍ତର ଓ ଦକ୍ଷିଣ କୋରିଆ ମଧ୍ୟରେ ମଙ୍ଗଳବାର ଖେଳାଯାଇଥିବା ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ...

ଦେଶ ପାଇଁ ପଦକ ନିଲାମ କରୁଛନ୍ତି ଏହି ଆଥଲେଟ୍‌

କିଭ୍‌,୧ା୧୨: ୟୁକ୍ରେନର ଜଣାଶୁଣା ଅଲିମ୍ପିଆନ୍‌ ୟୁରି ଚେବାନ ଦେଶ ପାଇଁ ପଦକ ନିଲାମ କରୁଛନ୍ତି। ସେ ତାଙ୍କ ୨ଟି ସ୍ବର୍ଣ୍ଣ ଓ ଗୋଟିଏ ବ୍ରୋଞ୍ଜ ପଦକକୁ...

ୟୁଏସ୍‌ ଓପନ୍‌ ଟେନିସ୍‌: ଥିମ୍‌-ଜେଭେରେଭ ଫାଇନାଲ ଫାଇଟ୍‌

ନ୍ୟୁୟର୍କ, ୧୩।୯(ଏପି): ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ୟୁଏସ୍‌ ଓପନ୍‌ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ମହିଳା ସିଙ୍ଗଲ୍ସ ପରେ ଏବେ ପୁରୁଷ ସିଙ୍ଗଲ୍ସ...

୨୦୨୦ ଟୋକିଓ ଅଲିମ୍ପିକ୍ସ : ଏଫଆଇଏଚ୍‌ ମେଡିକାଲ ଅଫିସର ପ୍ୟାନେଲରେ ଓଡ଼ିଶାର ବିଭୂ

ଭୁବନେଶ୍ୱର, ୧୨।୯(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ କ୍ରୀଡ଼ାର ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣ ଜାପାନର ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।...

ବାଦ୍‌ ପଡ଼ିଲେ ଚହର, ଏହି ବୋଲରଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୮।୧୦: ଭାରତୀୟ ଦ୍ରୁତ ବୋଲର୍‌ ଦୀପକ ଚହର ଦକ୍ଷିଣ ଆଫ୍ରିକା ବିପକ୍ଷରେ ଜାରି ରହିଥିବା ଦିନିକିଆ ସିରିଜର ବାକି ଦୁଇ ମ୍ୟାଚ୍‌ରୁ ବାଦ ପଡ଼ିଛନ୍ତି। ଇନ୍ଦୋରରେ...

କଳିଙ୍ଗରେ ୨ ଜାତୀୟ ହକି ଟୁର୍ନାମେଣ୍ଟ

ଭୁବନେଶ୍ୱର,୮।୩: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆଗକୁ ଦୁଇଟି ଜାତୀୟ ହକି ଚାମ୍ପିୟନଶିପ୍‌ ଆୟୋଜନ ହେବ। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ନାଭାଲ ଟାଟା...

ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦: ଆଜିଠାରୁ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି

କଟକ ଅଫିସ,୧।୬: ଜୁନ ୧୨ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଖେଳାଯିବ। ବାରବାଟୀ ଟି-୨୦ ପାଇଁ ବୁଧବାରଠାରୁ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି ହେବ।...

ଟେଷ୍ଟ କ୍ୟାରିୟରରେ ଅଧିନାୟକ ଭାବେ ବିରାଟଙ୍କ ସହ ପ୍ରଥମ ଥର ଘଟିଲା ଏପରି: ଶେଷ ହେଲା..

ଆଡିଲେଡ,୨୦।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଜିତି ସ୍ବଦେଶ ଫେରିବାକୁ ଆଶା ରଖିଥିଲେ ଅଧିନାୟକ ବିରାଟ କୋହଲି। ହେଲେ ତାହା ହୋଇପାରିଲା ନାହିଁ। ବିରାଟଙ୍କ...

Advertisement
Archives

Model This Week