ପ୍ୟାରିସ,୨୩ା୬(ଏଏଫ୍ପି): ମହିଳା ଫିଫା ବିଶ୍ୱକପ୍ ଆୟୋଜକ ଫ୍ରାନ୍ସ ଓ ଇଂଲଣ୍ଡ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ମ୍ୟାଚ୍ର ଅତିରିକ୍ତ ମିନିଟ୍ରେ ଆମାଣ୍ଡିନେ ହେନ୍ରୀଙ୍କ ଗୋଲ ଯୋଗୁ ଫ୍ରାନ୍ସ ୨-୧ ଗୋଲରେ ବ୍ରାଜିଲକୁ ହରାଇ ବିଶ୍ୱକପ୍ରୁ ବିଦା କରିଛି। ଆୟୋଜକ ଦଳ ପାଇଁ ଭାଲେରି ଗଭିନ (୫୨ ତମ ମିନିଟ୍) ଗୋଲ କରିଥିବାବେଳେ ଥାଇସା(୬୩ତମ)ଙ୍କ ଗୋଲ ବଳରେ ବ୍ରାଜିଲ ମ୍ୟାଚ୍କୁ ଫେରିଥିଲା। ମ୍ୟାଚ୍ ବରାବର ରହିବା ପରେ ଏକ୍ସେଟ୍ରା ଟାଇମ୍ର ସହାୟତା ନିଆଯାଇଥିଲା। ଏଥିରେ ଅଧିନାୟିକା ହେନ୍ରୀ (୧୦୬ତମ) ଗୋଲ ଦେଇ ବ୍ରାଜିଲକୁ ବିଜୟୀ କରାଇଥିଲେ। ଅନ୍ୟ ଏକ ପ୍ରିକ୍ୱାର୍ଟର ଫାଇନାଲ ମ୍ୟାଚ୍ରେ ଇଂଲଣ୍ଡ ୩-୦ ଗୋଲରେ କାମେରୁନକୁ ହରାଇ ଦେଇଛି। ବିଜୟୀ ଦଳ ଲାଗି ଅଧିନାୟିକା ଷ୍ଟେଫ ହଗଟନ (୧୪ତମ), ଇଲେନ ହ୍ବାଇଟ୍ (୪୫+୪) ଓ ଆଲେକ୍ସ ଗ୍ରୀନଉଡ୍ (୫୮ତମ) ସ୍କୋର କରିଥିଲେ। ଏହି ମ୍ୟାଚ୍ରେ ଅମ୍ପାୟରଙ୍କ ନିଷ୍ପତ୍ତି ଉପରେ କାମେରୁନ ଖେଳାଳିମାନେ ଅସ୍ବାଭାବିକ ପ୍ରତିକ୍ରିୟା ଦେଇଥିଲେ। ଏକଦା ଖେଳାଳିମାନେ ରେଫରିଙ୍କୁ ପଡ଼ିଆରୁ ଚାଲିଯିବାକୁ ଧମକାଇଥିଲେ।
ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍ ଜଗତରେ ପଡ଼ିଗଲା ଚହଳ
ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...
ନେମାରଙ୍କ ଅସ୍ତ୍ରୋପଚାର ସଫଳ
ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...
୬ ବଲ୍ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍; ପ୍ରଥମ ଥର…
ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍ରେ ଏହି କାରନାମା କରିବା ବହୁତ...
ଆଶେସ୍ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...
ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ
ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...
ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?
ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...
୬ ବଲ୍ରେ ୫ ଉଇକେଟ୍ ନେଇ କ୍ରିକେଟ୍ ଜଗତରେ ହଇଚଇ କଲେ ଏହି କ୍ରିକେଟର୍: ପ୍ରଥମଥର ଘଟିଲା…
ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...
ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…
ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍ତି। ତାଙ୍କୁ...
Archives


