Advertisement

ମହିଳା ଭକ୍ତଙ୍କୁ ଜେଟିପିଙ୍କ ଦୁର୍ବ୍ୟବହାର

ପୁରୀ ଅଫିସ, ୮ା୧୧:ଶ୍ରୀମନ୍ଦିରରେ ସୋମବାର ଜଣେ ହବିଷିଆଳିଙ୍କୁ ପୋଲିସ କର୍ମଚାରୀ ମାଡ ମାରିବା ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ଜଣେ ବୃଦ୍ଧାଙ୍କୁ ଶ୍ରୀମନ୍ଦିର ପୋଲିସ (ଜେଟିପି) ଦୁର୍ବ୍ୟବହାର କରିବା ସହ ଧକ୍କା ମାରିଥିବା ଅଭିଯୋଗ ହୋଇଛି। ଏନେଇ ବୃଦ୍ଧାଙ୍କ ଝିଅ ସମ୍ପୃକ୍ତ ଜେଟିପିଙ୍କ ନାମରେ ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ସୋମବାର ଗଞ୍ଜାମର ଲକ୍ଷ୍ମୀଶ୍ରୀୟା ପାଣିଗ୍ରାହୀ ତାଙ୍କ ମା’ଙ୍କ ସହ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଯାଇଥିଲେ। ଏହି ସମୟରେ ବାହାରକାଠ ନିକଟରେ ତାଙ୍କ ମା’ଙ୍କୁ ଜଣେ ଜେଟିପି ତୁମ କାର୍ଯ୍ୟ ପାଇଁ ବିଧବା ହୋଇଯାଇଛି ବୋଲି କହି ଗାଳି ଦେବା ଓ ଦୁର୍ବ୍ୟବହାର କରିବା ସହ ଧକ୍କା ମାରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥ ଓଗାଳିଛି ଆର୍‌ଇଟି ସର୍ଭେ

ଯାଜପୁର ଅଫିସ,୧୨।୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ଆରଇଟି(ରିକନାନ୍ସ ଇଞ୍ଜିନିୟରିଂ-କମ୍‌-ଟ୍ରାଫିକ) ସର୍ଭେ ରିପୋର୍ଟରେ ସ୍ଥଗିତ ରଖାଯାଇଛି।...

ବୁଦ୍ଧଖୋଲ ମହୋତ୍ସବ ଉଦ୍‌ଘାଟିତ: ନାଚଗୀତରେ ଝୁମିଲେ ଦର୍ଶକ

ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ...

ରହିତାଦେଶ ଉଠାଇବାକୁ ସାନି ମାମଲା

କଟକ ଅଫିସ,୧୩।୮: ବାରିପଦା ଅର୍ବାନ୍‌ କୋ-ଅପରେଟିଭ୍‌ ବ୍ୟାଙ୍କ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ବଢ଼ିବାରେ ଲାଗିଛି। ଉଚ୍ଚତମ ନ୍ୟାୟାଳୟରେ ଏହି ମାମଲା ବିଚାରାଧୀନ ଥିବାବେଳେ ମଙ୍ଗଳବାର...

ଛାତ୍ରାବାସରେ ଥିବା ପୁଅଙ୍କୁ ଭେଟିବାକୁ ଯାଇ ବାପାଙ୍କ ଜୀବନଗଲା

କୋରୁକୋଣ୍ଡା ୨୯।୧(ଡି.ଏନ୍‌.ଏ): ମାଲକାନଗିରି-ବାଲିମେଳା ମୁଖ୍ୟ ରାସ୍ତାର ଶୂଳିଆ ମନ୍ଦିର ନିକଟରେ ଥିବା ଶାରଦାଗୁଡା ଛକରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବାଇକ୍‌ ଧକ୍କାରେ ଜଣେ...

ମନ୍ଦିରରୁ ମାଇକ୍‌ ଖୋଲିବା ହେଲା କାଳ: ବିଦ୍ୟୁତ୍‌ ତାର ନେଲା ଜୀବନ

ଯାଜପୁର ଅଫିସ୍‌,୧୩।୧୧: ଯାଜପୁର ଜିଲା କୋରାଇ ଥାନା ଶାଳକଣା ଗ୍ରମାରେ ଏକ ଅଭାବନୀୟ ଘଟଣା ଘଟିଛି। ମନ୍ଦିରରୁ ମାକଇକ୍‌ ସେଟ୍‌ ଖୋଳୁଥିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ...

ଏକାଠି ହୋଇ କାର୍ଯ୍ୟକଲେ ତୃଣମୂଳସ୍ତରରେ ଏଡ୍‌ସ ଦୂରୀକରଣ ସମ୍ଭବ: ଜିଲାପାଳ

ରାୟଗଡ଼ା ଅଫିସ,୧।୧୨: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ତତ୍ୱାବଧାନରେ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ସକାଳେ ରାୟଗଡ଼ା...

ହୋଇନି ୩ ହଜାର ଗାଈ, ମଇଁଷିଙ୍କ ଟ୍ୟାଗିଂ

ବ୍ରହ୍ମପୁର ଅଫିସ,୧୯ା୯-ବ୍ରହ୍ମପୁର ସହରରେ ବୁଲା ଗୋରୁ, ମଇଁଷି ବିଶେଷ ଭାବେ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛନ୍ତି। ସେମାନଙ୍କୁ ରାସ୍ତାରୁ ଉଠାଇବା ଦିଗରେ ବ୍ରହ୍ମପୁର ମହାନଗର ନିଗମ...

ଦୁର୍ଦ୍ଦିନରେ କଳିଙ୍ଗନଗର ଶିଳ୍ପାଞ୍ଚଳ: ବିକ୍ରି ଅପେକ୍ଷାରେ ନୀଳାଚଳ, ରୋହିତ

ଯାଜପୁର ଅଫିିସ, ୪ା୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଷ୍ଟିଲ ହବ୍‌ ଭାବେ ପରିଣତ କରିବାକୁ ରାଜ୍ୟ ସରକାର ସ୍ବପ୍ନ ଦେଖୁଛନ୍ତି। ଏହାବାଦ ମଧ୍ୟମ ଧରଣର ଶିଳ୍ପ...

Advertisement
Archives

Model This Week