ମହୁଲ ବୋଝେଇ ମିନିଟ୍ରକ୍‌ ଧରାପଡ଼ିଲା

ପଦ୍ମପୁର,୧୨।୫(ଡି.ଏନ.ଏ): ବରଗଡ଼ ଜିଲା ବୁଡ଼େନ ଥାନା ପୋଲିସ ହାତରେ ମଙ୍ଗଳବାର ମହୁଲ ଚୋରାଚାଲାଣ ଧରାପଡ଼ିଛି। ପୋଲିସ ଏକ ମହୁଲ ବୋଝେଇ ମିନିଟ୍ରକ୍‌ (ନଂ.ଓଡ଼ି୧୭ଏସ୍‌/୩୬୭୧)କୁ ଜବତ କରିଛି । ଜବତ ମହୁଲର ଆନୁମାନିକ ମୂଲ୍ୟ ଅଢ଼େଇ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଏ ନେଇ ପୋଲିସ ଏକ ମାମଲା (ନଂ.୬୯/୨୦) ରୁଜୁ କରିବା ସହିତ ଗାଡ଼ି ଡ୍ରାଇଭରଙ୍କୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri