Posted inଖେଳ

ମହେଶଙ୍କୁ ସେକିସୁଇ ଓପନ୍‌ ସ୍କ୍ବାଶ ଟାଇଟଲ

କ୍ରିନ୍ସ (ସୁଇଜରଲାଣ୍ଡ), ୨୬।୫(ପିଟି)-ଭାରତୀୟ ସ୍କ୍ବାଶ ଖେଳାଳି ମହେଶ ମନ୍‌ଗଁାକାର ଦ୍ୱିତୀୟ ଥର ପାଇଁ ପିଏସ୍‌ଏ ଚ୍ୟାଲେଞ୍ଜର ଟୁର୍‌ ଇଭେଣ୍ଟ ସେକିସୁଇ ଓପନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ମନ୍‌ଗଁାକାର ୧୧-୯, ୩-୧୧, ୧୧-୫, ୧୧-୫ ଗେମ୍‌ରେ ସ୍ପାନିଶ ଖେଳାଳି ବର୍ନାଟ ଜେଉମ୍‌ଙ୍କୁ ହରାଇ ଦେଇଛନ୍ତି। ଏହା ତାଙ୍କ କ୍ୟାରିୟରର ୮ମ ପିଏସ୍‌ଏ ଟାଇଟଲ। ୩ବର୍ଷ ପୂର୍ବେ ସେ ପ୍ରଥମ ଥର ପାଇଁ ଏଠାରେ ଚାମ୍ପିୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାଲିକଙ୍କୁ ଦେଖି ଲାଜେଇ ଯାଇଥିଲେ ଏହି ବିସ୍ଫୋରକ ଅଲରାଉଣ୍ଡର

ଦୁବାଇ,୨।୧୧: କୋଲକତା ନାଇଟ୍‌ ରାଇଡର୍ସ(କେକେଆର୍‌) ଦଳର ମାଲିକ ଶାହାରୁଖ ଖାନ ଆଜି ତାଙ୍କର ୫୫ତମ ଜନ୍ମଦିନ ପାଳନ କରୁଛନ୍ତି। ମାଲିକଙ୍କ ଜନ୍ମଦିନ ଅବସରରେ ଦଳ ଏକ...

ଭାରତ ବିପକ୍ଷ ଘରୋଇ ସିରିଜ ପରାଜୟ ନର୍ଣ୍ଣାୟକ ଥିଲା: ଲାଙ୍ଗର

ସିଡନୀ,୧୧।୪(ପି.ଟି.): ୧୦୧୮-୧୯ରେ ଭାରତଠାରୁ ଅଷ୍ଟ୍ରେଲିଆ ନିଜ ମାଟିରେ ଟେଷ୍ଟ ସିରିଜ ପରାଜୟ ବରଣ କରିଥିଲା। ଏହା ମୋ କୋଚିଂ କ୍ୟାରିୟରର ନିର୍ଣ୍ଣାୟକ ମୁହୂର୍ତ୍ତ ତଥା ସବୁଠାରୁ...

ସଚିନଙ୍କ ନାମରେ ରହିଛି ଅଜଣା ବିଶ୍ୱକପ୍‌ ରେକର୍ଡ

ନୂଆଦିଲ୍ଲୀ,୨୨।୭- ଆଇସିସି ବିଶ୍ୱକପ୍‌ରେ ସର୍ବାଧିକ ରନ୍‌ଠାରୁ ଆରମ୍ଭ କରି ସର୍ବାଧିକ ସଂଖ୍ୟକ ଶତକ ଲଗାଇବାର ରେକର୍ଡ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି। ଏହାଛଡ଼ା...

ଚେନ୍ନାଇ ପିଚ୍‌କୁ ନେଇ ଦୁଇ ପ୍ରାକ୍ତନ ଖେଳାଳି ମୁହାଁମୁହିଁ

ନୂଆଦିଲ୍ଲୀ, ୧୪।୨ : ଚେନ୍ନାଇଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରୁ ହିଁ ସ୍ପିନରଙ୍କୁ ସହାୟତା ମିଳୁଛି। ୫ ଦିନିଆ ଟେଷ୍ଟର ଦ୍ୱିତୀୟ ଦିନ ସୁଦ୍ଧା...

ଗୋଟିଏ ଓଭରରେ ଦୁଇ ଉଇକେଟ ହରାଇଲା ଭାରତ

କେପ୍‌ ଟାଉନ,୨୩।୧: ସମ୍ମାନ ବଞ୍ଚାଇବା ପାଇଁ ୨୮୮ ରନ୍‌ର ବିଜୟଲକ୍ଷ୍ୟର ପିଛା କରୁଥିବା ଟିମ୍‌ ଇଣ୍ଡିଆକୁ ଶିଖର ଧାଓ୍ବନ ଓ ବିରାଟ କୋହଲି ଭଲ ଆରମ୍ଭ...

ଧୋନୀଙ୍କ ୫ ବର୍ଷର ଝିଅକୁ ମିଳିଲା ବଳାତ୍କାର ଧମକ

ଭାରତରେ କ୍ରିକେଟ ଏକ ଲୋକପ୍ରିୟ ଖେଳ। ବର୍ତ୍ତମାନ ୟୁଏଇରେ ଆଇପିଏଲ୍‌ର ୧୩ତମ ସଂସ୍କରଣ ଖେଳ ଚାଲିଛି। ଚଳିତ ସିଜିନ୍‌ରେ ଚେନ୍ନାଇ ସୁପର କିଙ୍ଗସ୍‌ ନୈରାଶ୍ୟଜନକ ଖେଳ...

ହୋଲି ଅବସରରେ ଶୁଭେଚ୍ଛା ଜଣାଇଲେ କୋହଲି, ସଚିନ

ନୂଆଦିଲ୍ଲୀ,୧୦।୩- ଭାରତୀୟ କ୍ରିକେଟ ଜଗତ ମଙ୍ଗଳବାର ହୋଲି ଅବସରରେ ଫ୍ୟାନମାନଙ୍କୁ ଶୁଭେଚ୍ଛା ଜଣାଇଛି। ଭାରତୀୟ ଅଧିନାୟକ ବିରାଟ କୋହଲି ଟୁଇଟ୍‌ କରିଛନ୍ତି। ସୁରକ୍ଷିତ ଭାବେ ହୋଲି...

ଜାତୀୟ ଜୁନିୟର ମହିଳା ହକି କ୍ୟାମ୍ପ: ସମ୍ଭାବ୍ୟ ଖେଳାଳି ତାଲିକାରେ ଓଡ଼ିଶାର ୩

ନୂଆଦିଲ୍ଲୀ, ୬।୭(ପି.ଟି.)- ବେଙ୍ଗାଲୁରୁସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ସେଣ୍ଟରରେ ଭାରତୀୟ ଜୁନିୟର ମହିଳା ହକି ଖେଳାଳିଙ୍କୁ ନେଇ କ୍ୟାମ୍ପ ଚଳିତମାସ ୮ରୁ ଆରମ୍ଭ ହେବ।...

Advertisement
Archives

Model This Week