ମହେଶ୍ୱର ହତ୍ୟା ମାମଲା : ୧୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲାରେ ଘଟିଥିବା ବହୁଚର୍ଚ୍ଚିତ ମହେଶ୍ୱର ସାସମଲ ହତ୍ୟା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ୍‌ ସଞ୍ଜୟ କୁମାର ସାହୁ ୧୮ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ ୨୦୦୭ ମସିହାରେ ସଦର ଥାନା ଅନ୍ତର୍ଗତ ଫୁଲଟା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଏଥିରେ ମହେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଏହି ହତ୍ୟା ଘଟଣାରେ ଉକ୍ତ ଗ୍ରାମର ୧୯ ଜଣଙ୍କୁ ଗିରଫ କରିଥିଲା। ଏହି ମାମଲାର ବିଚାର ଚାଲିଥିବାବେଳେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଥିଲା। ତେବେ ବୁଧବାର ମାମଲାର ବିଚାର କରାଯାଇ ୧୨ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିବାରୁ ଜଜ୍‌ ସଞ୍ଜୟ ସାହୁ ୧୮ ଜଣ ଅଭିଯୁକ୍ତଙ୍କୁ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଦଳାରେ ଡ୍ରାଇଭର ସଂଘର ବନ୍ଦ ପାଳନ, ଗଡ଼ିଲାନି ଯାତ୍ରୀବାହୀ ବସ୍‌

ବେଗୁନିଆପଡ଼ା,୧୫।୩(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ସହ ଆଲୋଚନା ବିଫଳ ପରେ ଓ ଡ୍ରାଇଭର ମହାସଂଘର ନିଷ୍ପତ୍ତି କ୍ରମେ ୧୦ଦଫା ଦାବି ନେଇ ବୁଧବାରଠାରୁ ଅନିର୍ଦ୍ଧିଷ୍ଟ କାଳପାଇଁ ଷ୍ଟିଅରିଂ...

ବଜ୍ରପାତରେ ଛାତ ଫାଟିଲା

ବୁଗୁଡ଼ା,୧୭ା୬(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ଅନ୍ତର୍ଗତ କୁଆନଳା ଗ୍ରାମରେ ଶନିବାର ମଧ୍ୟରାତିରେ ବଜ୍ରପାତ ହେବାରୁ ରଞ୍ଜନ ବେହେରାଙ୍କ ଘରର ଛାତ, କାନ୍ଥ ଫାଟିବା ସହ ବିଦ୍ୟୁତ୍‌ ତାର...

ବଡ଼ ବଜାର ପୋଷ୍ଟ ଅଫିସ କମ୍ପ୍ୟୁଟର ଅଚଳ: ସେବା ଠପ୍‌

ଗଞ୍ଜାମ,୧୨।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ ବଜାରରେ ଥିବା ପୋଷ୍ଟ ଅଫିସ କମ୍ପ୍ୟୁଟର ୨୦ ଦିନରୁ ଊର୍ଦ୍ଧ୍ୱ ହେବ ଅଚଳ ରହିଛି। ଫଳରେ ପୋଷ୍ଟ ସମ୍ବନ୍ଧୀୟ ସେବା...

ବଟି ମାଗିବାକୁ କେନ୍ଦ୍ରକରି ଥାନାରେ ଏତଲା

ଗଞ୍ଜାମ,୧ା୨(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମରେ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମ୍ୟ ଜଳ ଯୋଗାଣ ପକ୍ଷରୁ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଚାଲିଛି। କିନ୍ତୁ...

ମ୍ୟାଲେରିଆ ନିରାକରଣ ନେଇ ବୈଠକ

ଛତ୍ରପୁର,୧ା୬(ଡି.ଏନ.ଏ.) -ଗଞ୍ଜାମ ଜିଲାରେ ମ୍ୟାଲେରିଆ ପ୍ରତିରୋଧକ ଅଭିଯାନ ତଥା ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ ପାଇଁ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ କ୍ରିୟାନୁଷ୍ଠାନ କମିଟି...

କରୋନା କଟକଣା ମଧ୍ୟରେ ପୂଜା ପାଉଛନ୍ତି ମା’

ବୁଗୁଡ଼ା,୨୪ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ବୁଗୁଡ଼ା ସହରର ମଦନମୋହନ ଛକରେ ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ପୂଜା ଆରମ୍ଭ ହୋଇଯାଇଛି। ମଦନମୋହନ ଛକଠାରେ...

ଅମାନିଆ ହେଉଛନ୍ତି ଫୁଡ୍‌ ଡେଲିଭରି ବୟ

ବ୍ରହ୍ମପୁର ଅଫିସ୍‌,୨୫ା୪: କରୋନା ମହାମାରୀର ଦ୍ୱିତୀୟ ଲହରକୁ ରୋକିବାକୁ ନେଇ ସହରାଞ୍ଚଳରେ ହୋଇଥିବା ସପ୍ତାହାନ୍ତ ଶଟ୍‌ଡାଉନ ରବିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ଦିନରେ ମହାନଗରରେ...

ରାସ୍ତାରେ ବସି ଆଇନଜୀବୀଙ୍କ ସତ୍ୟାଗ୍ରହ ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୨ – ଗଞ୍ଜାମ ଜିଲାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯାଉ ବୋଲି ୧୨ ବର୍ଷ ହେଲା ଦାବି ହେଉଛି। ଦିଗରେ କୌଣସି ପଦକ୍ଷେପ...

Advertisement
Archives

Model This Week