ମାଇଗ୍ରେଶନ କମିଶନ ଗଠନ କରିବେ ୟୁପି ସରକାର

ଲକ୍ଷ୍ନୌ,୨୬ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ କାମଧନ୍ଦା ହରାଇ ୨୩ ଲକ୍ଷ ପ୍ରବାସୀ ଶ୍ରମିକ ଉତ୍ତରପ୍ରଦେଶ ଫେରିଲେଣି। ଏବେ ସେମାନଙ୍କୁ ନିଯୁକ୍ତି ଓ ସାମାଜିକ ସୁରକ୍ଷା ଯୋଗାଇବା ପାଇଁ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ମାଇଗ୍ରେଶନ କମିଶନ ଗଠନ ଲାଗି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ଉକ୍ତ କମିଶନ ପ୍ରବାସୀ ଶ୍ରମିକମାନଙ୍କୁ ବୀମା ସମେତ ସାମାଜିକ ସୁରକ୍ଷା ଯୋଗାଇଦେବ। ଲକ୍‌ଡାଉନ ସମ୍ପୂର୍ଣ୍ଣ ଉଠିବା ପରେ ଅନ୍ୟ ରାଜ୍ୟ ପ୍ରବାସୀ ଶ୍ରମିକଙ୍କୁ ଫେରାଇନେବାକୁ ଚାହିଁଲେ ଏଥିପାଇଁ ୟୁପି ସରକାରଙ୍କ ଅନୁମତି ନେବାକୁ ପଡ଼ିବ। ଶ୍ରମିକମାନଙ୍କୁ ସରକାର କେବଳ ଯାଞ୍ଚ କରିବେ ନାହିଁ, ସେମାନଙ୍କ ଦକ୍ଷତା ବଢ଼ାଇବା ସହ ଦେଶର ଯେକୌଣସି ସ୍ଥାନକୁ ଯିବା ପାଇଁ ସହାୟତା କରିବେ ବୋଲି ଯୋଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ରେ ମିଳିଲାନି ସିଗାରେଟ୍‌: ସ୍ପେନ୍‌ରୁ ଇଟାଲୀ ଚାଲି ପଳେଇଲେ ଯୁବକ, ଗଣିଲେ ଜରିମାନା

ପ୍ୟାରିସ୍‌,୮ା୪: ସାରା ବିଶ୍ୱରେ ବର୍ତ୍ତମାନ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଏଥିପାଇଁ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଲୋକେ ଘରୁ...

ଅମୃତପାଲ ସିଂଙ୍କ ଚାଚା-ଡ୍ରାଇଭର କଲେ ସରେଣ୍ଡର, ମର୍ସିଡିଜ କାରରେ ବସି ପହଞ୍ଚିଲେ ପୋଲିସ ନିକଟରେ

ଚଣ୍ଡିଗଡ଼,୨୦ ।୩: ଖଲିସ୍ତାନ ସମର୍ଥକ ଅମୃତପାଲ ସିଂଙ୍କୁ ପୋଲିସ ଖୋଜୁଥିବା ବେଳେ ଏହାକୁ ନେଇ ପଞ୍ଜାବ ପୋଲିସର ସର୍ଚ୍ଚ ଅପରେଶନ ଜୋରସୋରରେ ଚାଲିଛି । ଇତିମଧ୍ୟରେ...

କଳା ରଙ୍ଗର ଲୋକେ କରୋନା ସଂକ୍ରମିତ ହେବା ଆଶଙ୍କା ଅଧିକ: ବ୍ରିଟେନ୍‌ ରିପୋର୍ଟ

ଲଣ୍ଡନ/ନୂଆଦିଲ୍ଲୀ,୭।୫: ସାରା ପୃଥିବୀରେ କରୋନା ମହାମାରୀ ଆତଙ୍କ ରଚିଛି। ତେବେ କରୋନା ସଂକ୍ରମଣ କଳା ରଙ୍ଗର ଲୋକଙ୍କୁ ହେବାର ଅଧିକ ଆଶଙ୍କା ରହିଥିବା ବ୍ରିଟେନ୍‌ର ଏକ...

ଅଖିଳେଶଙ୍କ ବିପକ୍ଷରେ ପ୍ରାର୍ଥୀ ଦେଲା ଭାଜପା

ଲକ୍ଷ୍ନୌ,୩୧।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସୋମବାର ସମାଜବାଦୀ ପାର୍ଟି ସଭାପତି ତଥା ମୈନପୁରୀ ଜିଲାର କରହଲ...

ମାଗଣାରେ କରାଯିବ କରୋନା ଟେଷ୍ଟ: ପୂର୍ବ ରୋଗୀ ଫେରିପାଇବେ ଅର୍ଥ

ପ୍ୟାରିସ,୨୭।୭: କରୋନା ଭାଇରସର ସଂକ୍ରମଣ ବିକଶିତ ଦେଶର ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ବି ବହୁ ପ୍ରଭାବ ପକାଇଛି। ଫ୍ରାନ୍ସରେ କରୋନା ସଂକ୍ରମଣ ଏକ ପ୍ରକାର ଦେଶର...

ମନ୍ଦିରରେ ପାଣି ପିଇବାରୁ ମୁସଲମାନ ନାବାଳକଙ୍କୁ ନିସ୍ତୁକ ମାଡ଼

ଗାଜିଆବାଦ୍‌,୧୪।୩ : ଉତ୍ତର ପ୍ରଦେଶର ଗାଜିଆବାଦର ଏକ ହୃଦୟ ବିଦାରକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଜଣେ ନାବାଳକଙ୍କୁ ମନ ଦେଇକି ଜଣେ...

ମାଙ୍ଗାଲୁରୁ ବିମାନ ବନ୍ଦରରେ ଆଇଇଡି ବ୍ୟାଗ୍‌: ଲୋକେ ଆତଙ୍କିତ

ମାଙ୍ଗାଲୁରୁ,୨୦।୧: ସାଧାରଣତନ୍ତ୍ର ଦିବସରେ ଦେଶରେ ଆତଙ୍କବାଦୀମାନେ ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର ମାଙ୍ଗାଲୁରୁ...

ଓମିକ୍ରନ୍‌କୁ ନେଇ ହାଇକୋର୍ଟଙ୍କ ଚିନ୍ତା: ନିର୍ବାଚନ ଘୁଞ୍ଚାଇବାକୁ ସରକାର, ନିର୍ବାଚନ କମିଶନଙ୍କୁ ଅପିଲ

ଆହ୍ଲାବାଦ,୨୪ ।୧୨: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଏପଟେ ରାଜନୈତିକ ଦଳମାନେ ବିଭିନ୍ନ ରାଲି ଓ ଜନସଭା ଆୟୋଜନ କରି ଭୋଟରଙ୍କୁ...

Advertisement
Archives

Model This Week