ମାଈ ହାତୀ ମୃତଦେହ ଉଦ୍ଧାର

ବନ୍ତଳା,୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ବାଘମୁଣ୍ଡା ରିଜର୍ଭ ଜଙ୍ଗଲରୁ ବୁଧବାର ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ସାତକୋଶିଆ ଡିଏଫଓ ରାମସ୍ବାମୀ ପି, ବାଘମୁଣ୍ଡା ବିଟର ଫରେଷ୍ଟର ଓ ବନକର୍ମଚାରୀ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ କରିଛନ୍ତି। ହାତୀର ବୟସ ୨୦ରୁ ୨୫ ବର୍ଷ ହେବ। ହାତୀକୁ ଦେଶୀ ବନ୍ଧୁକରେ ଛେର୍‌ରା ଗୁଳି କରାଯାଇଥିବା ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ : ଫୁଲବାଣୀ ଭବାନୀ କ୍ଲବ ଚାମ୍ପିୟନ

ଖଜୁରିପଡା,୧୦ା୧- ଖଜୁରିପଡା ବ୍ଲକ ଆର.ନୂଆଗାଁ ପଞ୍ଚାୟତ ଗରାକୁମ୍ପାରେ (ଇନସା) କ୍ଲବ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ବୁଧବାର ଉଦ୍‌ଯାପିତ ହୋଇଯାଇଛି। ପ୍ରଥମ ସେମି ଫାଇନାଲ...

ମା’କେ ଝୁରି ହେଉଛନ୍‌ ଶିବାନନ୍ଦ: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

ଲୋଇସିଂହା, ୨୮ା୧୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛେଲବାହାଲ ଗଁାର ପ୍ରେମାନନ୍ଦ ଦନ୍ତା(୪୫)କଁର ମାଏକିନା ଲବଙ୍ଗକଁର ମାସେ ତଲେ ମୁର୍‌ତୁ ହେଇଛେ। ଏନ୍‌ତାଥି ତାକର...

ଜଳିଗଲା ୪ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଯାଜପୁର ଅଫିସ,୧୩ା୬: ଯାଜପୁର ଜିଲା ପ୍ରୀତିପୁର ପଞ୍ଚାୟତର ଗୁଡ଼ିଆସାହିସ୍ଥିତ ବଳରାମ ସାହୁଙ୍କ ଘରେ ଅଗ୍ନିକାଣ୍ଡ ଘଟି ୪ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଘରର...

ଶିକ୍ଷାବିଭାଗର ମନମୁଖି କାର୍ଯ୍ୟକୁ ବିରୋଧ: ଗଡ଼ପଦା ସ୍କୁଲରେ ଝୁଲିଲା ତାଲା

ରୂପସା,୨୧।୨(ଡି.ଏନ୍‌ଏ): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଗଡ଼ପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ତାଲାବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଶିକ୍ଷାବିଭାଗର ମନମୁଖି...

ମମିତା ମେହେର ହତ୍ୟା ଘଟଣା: ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ

ଭବାନୀପାଟଣା,୨୨।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଏପରିସ୍ଥଳେ ଏହି...

ବ୍ରାହ୍ମଣୀ ଛାତିରେ ମାଫିଆ ରାଜ

ପରଜଙ୍ଗ, ୧୨।୨(ଡି.ଏନ.ଏ.) – ବ୍ରାହ୍ମଣୀ ଛାତିରେ ରାଜ୍‌ କରୁଛନ୍ତି ବାଲି ମାଫିଆ। ଏଥିପାଇଁ ନଦୀରେ ବନ୍ଧାଯାଇଛି ବାଲିବନ୍ଧ। ବଦଳାଯାଇଛି ଜଳସ୍ରୋତର ଦିଗ। ଦିନତମାମ ନଜର ଆଢୁଆଳରେ...

ସ୍କୁଲରୁ ଦଶମ ଶ୍ରେଣୀ ଛାତ୍ର ନିଖୋଜ

ପାପଡ଼ାହାଣ୍ଡି/ଡାବୁଗଁା/ନବରଙ୍ଗପୁର,୯ା୧୧(ଡି.ଏନ୍‌.ଏ./ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାନିଗଁା ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଶଙ୍କର ହରିଜନ ସ୍କୁଲରୁ ନିଖୋଜ ଅଛନ୍ତି। ଏ ନେଇ...

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ କିଏ ହେଲେ ବାଲେଶ୍ୱର ଜିଲାର ଟପ୍ପର

ବାଲେଶ୍ୱର ଅଫିସ,୧୯।୮: ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲାର ୬୫.୯୪ ପ୍ରତିଶତ ପାସହାର ରହିଛି। ତେବେ ସୋର ମହାବିଦ୍ୟାଳୟର ଛାତ୍ର...

Advertisement
Archives

Model This Week