ଉଦଳା,୧୦ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ବନ ବିଭାଗ ଅଧୀନ ଶିମିଳିପାଳ ଅଭାୟରଣ୍ୟର ପର୍ଯ୍ୟଟନସ୍ଥଳୀ ଦେଇ ପ୍ରବାହିତ ଦେଓ ନଦୀ କୂଳରେ ସୋମବାର ଗୋଟିଏ ମାଈ ହାତୀର ମୃତଦେହ ଠାବ ହୋଇଛି। ବନ ବିଭାଗ କର୍ମଚାରୀ ଏବଂ ଶିମିଳିପାଳ ଏସଟିଆର୍ ଅଧିକାରୀମାନେ ପହଞ୍ଚି ହାତୀ ମୃତ୍ୟୁ ଘଟଣାର ତଦନ୍ତ ଜାରି ରଖିଛନ୍ତି। ଏନେଇ ଉଦଳା ରେଞ୍ଜ ଅଧିକାରୀ ଅଜୟ କୁମାର ଦାସଙ୍କୁ ପଚାରିବାରୁ ସେ ଏସମ୍ପର୍କରେ ଜାଣି ନାହାଁନ୍ତି ବୋଲି କହିଛନ୍ତି। ତେବେ ବନ ବିଭାଗ କର୍ମଚାରୀମାନେ ମୃତହାତୀକୁ ଜଗି ରହିଥିବା ଖବର ମିଳିଛି। ବନ୍ୟ ପ୍ରାଣୀ ବିଶେଷଜ୍ଞଙ୍କ ଦ୍ୱାରା ବ୍ୟବଚ୍ଛେଦ ପରେ ହାତୀ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ବନ ବିଭାଗର ଜଣେ କର୍ମଚାରୀ କହିଛନ୍ତି।
ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି
କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…
ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ
ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…
ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ
ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…
ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ
ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…
ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା
ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…
ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଯୁବକ ମୃତ, ଜଳି ଯାଇଥିଲା ପିଠି
ବୈଶିଙ୍ଗା,୨୦।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ ଅନ୍ତର୍ଗତ ମାନଗୋବିନ୍ଦପୁର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଚାଷୀଙ୍କ ବିଲରେ ମୃତ୍ୟୁ…
ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…
ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…
ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…
ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…
Archives

