ମାଉଜର ଦେଖାଇ ଡାକ୍ତରଙ୍କ ଘରୁ ସୁନାଗହଣା, ୩ ଲକ୍ଷ ଟଙ୍କା, କାର ଲୁଟ୍‌

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଲକ୍ଷ୍ମୀଧରପୁର ଗ୍ରାମରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଦୁର୍ବୃତ୍ତମାନେ ମାଉଜର ଦେଖାଇ ସୁନାଗହଣା, ନଗଦ ୩ ଲକ୍ଷ ଟଙ୍କା ସହ ଗୋଟିଏ ମାରୁତି କାରକୁ ମଧ୍ୟ ଲୁଟି ନେଇଛନ୍ତି । ଗୁରୁବାର ବିଳମ୍ବିତ ରାତିରେ ଡାକ୍ତର ଜୟପ୍ରକାଶ ପାଣିଙ୍କ ଘରେ ୪ରୁ ଊଦ୍ଧର୍‌ବ ଡକାୟତ ପଶି ଆତଙ୍କରାଜ ଚଳାଇଥିଲେ । ଟାଙ୍ଗୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ଏଥିସହ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ନିଆଯିବ ବୋଲି ଟାଙ୍ଗୀ ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌-୧୯ ମୁକାବିଲା: ଖାଦ୍ୟ ଯୋଗାଣ ନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)-କୋଭିଡ୍‌-୧୯ର ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ରାଜ୍ୟକୁ ଲକ୍‌ଡାଉନ ରଖିଛନ୍ତି। ଏହି ସମୟରେ ଗ୍ରାମପଞ୍ଚାୟତ ଗୁଡିକରେ ଦିଆଯାଉଥିବା ରନ୍ଧା ଓ ଶୁଖିଲା ଖାଦ୍ୟ...

ସ୍ମାର୍ଟ ସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ...

ମଙ୍ଗଳବାରଠୁ ଆଉ ୨ ରୁଟ୍‌ରେ ଗଡ଼ିବ ମୋ’ ବସ୍‌

ଭୁବନେଶ୍ୱର,୮ା୬(ବ୍ୟୁରୋ)-ଜନସାଧାରଣଙ୍କ ସୁବିଧାକୁ ପ୍ରାଥମିକତା ଦେଇ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ଆଉ ୨ଟି ରୁଟ୍‌ରେ ମୋ’ବସ୍‌ ଚଳାଚଳ କରାଯିବ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ...

ଶ୍ରବଣ ଶକ୍ତି ଫେରିପାଇଲେ ୨ ଝିଅ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାରା ଜୀବନ ପାଇଁ ବଧିର ହୋଇଯିବା ଆଶଙ୍କାରେ ଥିବା କୋରାପୁଟର ଦୁଇଜଣ କୁନି ଝିଅ ନିଜର ଶ୍ରବଣ ଶକ୍ତି ଫେରିପାଇଛନ୍ତି। ରାଜ୍ୟ ସରକାରଙ୍କ ସହାୟତାରେ...

ପ୍ରବାସୀ ଜାଣିପାରିବେ ନିଜ ଅଞ୍ଚଳର କ୍ୱାରାଣ୍ଟାଇନ ସେଣ୍ଟର ସମ୍ପର୍କିତ ତଥ୍ୟ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନାର ସଠିକ୍‌ ତଥ୍ୟ ଓ ପରିଚାଳନା ପାଇଁ ଓଡିଶା ସ୍ପେଶ ଆପ୍ଲିକେସନସ୍‌ ସେଣ୍ଟର ତରଫରୁ ଏକ ଭୌଗୋଳିକ ତଥ୍ୟ ବ୍ୟବସ୍ଥା ଜିଆଇଏସ୍‌ ପ୍ରସ୍ତୁତ କରିଛି।...

ଓଡ଼ିଶାକୁ ୧୦,୦୧୨ କୋଟିର ଅନୁଦାନ

ଭୁବନେଶ୍ୱର,୪।୨(ବ୍ୟୁରୋ): କେନ୍ଦ୍ର ବଜେଟ ୨୦୨୩-୨୪ରେ ଓଡ଼ିଶାକୁ ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ ଆବଣ୍ଟିତ ହୋଇଛି। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଘୋଷଣା...

ଆପାର୍ଟମେଣ୍ଟରୁ ଖସି ଛାତ୍ରୀ ମୃତ୍ୟୁ ଘଟଣା: ମୃତ୍ୟୁ ପୂର୍ବରୁ କୃତ୍ତିକାଙ୍କ ଦେହରେ ଥିଲା ବିଷ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବଡଗଡ ଥାନା ଅନ୍ତର୍ଗତ ବିଜେବିନଗରସ୍ଥିତ ଏକ ଆପାର୍ଟମେଣ୍ଟର ଚତୁର୍ଥ ମହଲାରୁ ଖସି ଅଷ୍ଟମଶ୍ରେଣୀ ଛାତ୍ରୀ କୃତ୍ତିକା ମିଶ୍ରଙ୍କ ରବିବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ମୃତ୍ୟୁ...

ଗହୀରମଥାରେ ୩୦୦ ଡଲ୍‌ଫିନଙ୍କ ଜଳକ୍ରୀଡ଼ା

ରାଜନଗର,୧୨।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଜଳରାଶିରେ ୩୦୦ ଡଲ୍‌ଫିନ  ଜଳକ୍ରୀଡ଼ା କରୁଥିବା ଦେଖିବାକୁ ମିଳିଛି। ଏକଦା ଡଲ୍‌ଫିନଙ୍କ ଜଳକ୍ରୀଡ଼ା ସ୍ଥାନ ଭାବେ ଓଡ଼ିଶାର...

Advertisement
Archives

Model This Week