ମାଓପ୍ରବଣ ଅଞ୍ଚଳରେ ଯୋଗ ଅଭ୍ୟାସ କଲେ ବିଏସ୍‌ଏଫ୍‌ ଯବାନ

ମାଲକାନଗିରି,୧୬।୬: ଓଡ଼ିଶାର ମାଲକାନଗିରି ଜିଲାରେ ଥିବା ମାଓପ୍ରବଣ ଅଞ୍ଚଳରେ ବର୍ଡର ସୁକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଯବାନମାନେ ରବିବାର ଯୋଗ ଅଭ୍ୟାସ କରିଥିବା ଦେଖାଯାଇଛି। ଆସନ୍ତ ୨୧ ତାରିଖରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଏମାନେ ନିଜକୁ ସୁସ୍ଥ ରଖିବାକୁ ଯୋଗ ଅଭ୍ୟାସ କରିଛନ୍ତି। ଏଠାରେ ସେମାନେ ବିଭିନ୍ନ ଆସନ ଅଭ୍ୟାସ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଇଣ୍ଡୋ-ତିବତାନ ବର୍ଡର ପୋଲିସ (ଆଇଟିବିପି) ଲଦାଖର ୧୮ ହଜାର ଫୁଟ ଉପରେ ଯୋଗ ଅଭ୍ୟାସ କରିଛନ୍ତି। ସେଠାରେ ସେମାନେ ସୂର୍ଯ୍ୟ ନମସ୍କାର ସହ ଅନ୍ୟ ଯୋଗ ମଧ୍ୟ ଅଭ୍ୟାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା କାର୍‌: ୨ ଗୁରୁତର

ରାୟଗଡ଼ା ଅଫିସ,୧।୧: ରାୟଗଡ଼ା ସହରର ସିରିଗୁଡ଼ା ନିକଟରେ ଥିବା ଜୟଗୁରୁ ମନ୍ଦିର ସମ୍ମୁଖରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ (ଓଡି୧୮ଡି ୭୭୪୭) କୋରାପୁଟ...

ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ, ଥାନାରେ ଅଟକ

ଟିକିରି,୧୭ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୋରାଗୁଡ଼ା ଥାନା ଡି କରଳ ଆଦିବାସୀ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଦିବାସୀ ସାହିର ଏକ...

ମାଓବାଦୀ ନାଁରେ ବଟି ମାଗୁଥିଲେ

ରାୟଗଡ଼ା ଅଫିସ,୩ା୧: ମାଓବାଦୀଙ୍କ ନାଁରେ ଜଣେ ମିଲ୍‌ ମାଲିକଙ୍କୁ ଧମକାଇ ବଟି ମାଗିବା ଅଭିଯୋଗରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ପୋଲିସ ଜଣେ ଯୁବକଙ୍କୁ ସୋମବାର ଗିରଫ...

ବୟସର ଶେଷ ପାହାଚରେ ଆନ୍ତରିକତା ଶିଖାଇଦେଲା ଶ୍ମଶାନ

କୋରାପୁଟ,୨୯।୪(ସ୍ବ.ପ୍ର.): ଶ୍ମଶାନ କଥା କହିଲେ ସାଧାରଣତଃ ଆମ ଭିତରେ କେବଳ ଭୟଟିଏ ଉକୁଟେ। କିନ୍ତୁ ସେଇ ଶ୍ମଶାନ ପରିଣତ ବୟସରେ ପାଦ ଦେଇଥିବା ୨ ଜଣ...

ବେକାରୀ ଯୁବତୀ, ଯୁବକଙ୍କୁ ଆହ୍ବାନ ଦେଲେ ମାଓବାଦୀ

ରାୟଗଡ଼ା ଅଫିସ,୨୯ା୧୧: ରାୟଗଡ଼ା ଜିଲା ନିୟମଗିରି ପାଦଦେଶ ତଥା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ବ୍ୟାନର ଓ ପୋଷ୍ଟର ଲଗାଇଛନ୍ତି। ଡିସେମ୍ବର...

ଉପଖଣ୍ଡ ମାନ୍ୟତାରୁ ବଞ୍ଚିତ ବିଷମକଟକ

ବିଷମ କଟକ,୧୪ା୩(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ବିଷମକଟକ ବ୍ଲକ ୨୧ଟି ପଞ୍ଚାୟତକୁ ନେଇ ଗଠିତ। ଜନସଂଖ୍ୟା ୯୨,୦୦୦ ହଜାରରୁ ଉଦ୍ଧର୍‌ବ। ବ୍ଲକରେ ୩୧୫ରୁ ଉଦ୍ଧର୍‌ବ ରାଜସ୍ବ ଗାଁ ରହିଛି।...

ନିଆଁରେ ପୋଡ଼ି ୨ ମୃତ, ୩ ଗୁରୁତର

ରାୟଗଡ଼ା ଅଫିସ,୧୮ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜଣ ପୋଡ଼ିହୋଇ...

ବାଇପାସ ରାସ୍ତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆଦିବାସୀ କଲ୍ୟାଣ ମନ୍ତ୍ରୀ

ମୁନିଗଡ଼ା,୧୮।୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ସହରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଟ୍ରାଫିକ ସମସ୍ୟା ଦୂର ଏବଂ ବାଇପାସ ରାସ୍ତା ନିର୍ମାଣ ପାଇଁ...

Advertisement
Archives

Model This Week