Advertisement

ମାଓବାଦୀଙ୍କ ନାଁ ନେଇ ଗୁଳିକାଣ୍ଡ

ପାଟଣାଗଡ, ୩୦।୧୨(ଡି.ଏନ.ଏ.):ପାଟଣାଗଡ ଉପଖଣ୍ଡସ୍ଥ ଗଙ୍ଗାସାଗର ଗ୍ରାମ ଶେଷ ମୁଣ୍ଡରେ ଥିବା ନବୀନ ମେହେରଙ୍କ ବାସଭବନରେ ରବିବାର ବିଳମ୍ବିତ ରାତି ୨ଟା ସମୟରେ ଜଣେ ଅଜଣା ବ୍ୟକ୍ତି ମାଓବାଦୀଙ୍କ ନାଁ ନେଇ ନବୀନଙ୍କୁ ଗୁଳି କରିଥିବା ଜଣାପଡିଛିି। ସୂଚନା ଅନୁସାରେ ନବୀନ ମେହେର ଘରେ ଶୋଇଥିବା ସମୟରେ ଜଣେ ଅଜଣା ବ୍ୟକ୍ତି କବାଟ ଖୋଲି ଘର ଭିତରକୁ ପ୍ରବେଶ କରିଥିଲେ। ତତ୍‌କ୍ଷଣାତ ନବୀନ କବାଟ ଖୋଲିବା ଶଦ୍ଦ ଶୁଣି ଖଟରୁ ଉଠି ତାଙ୍କୁ ତମେ କିଏ ବୋଲି ପଚାରିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଅଜଣା ବ୍ୟକ୍ତି ନିଜକୁ ମାଓବାଦୀ ପରିଚୟ ଦେଇ ନବୀନଙ୍କୁ ଖଟରୁ ଉଠିବାକୁ ମନା କରିଥିଲେ ଏବଂ ନବୀନ ଉଠିବା କ୍ଷଣି ତାଙ୍କ ହାତରେ ପିସ୍ତଲ ସାହାଯ୍ୟରେ ଗୁଳି କରିଥିଲେ। ଗୁଳିଟି ବାମ ହାତର କହୁଣୀ ଉପରେ ଗୁଳି ବାଜିଥିଲା। ଗୁଳି କରି ବ୍ୟକ୍ତି ଜଣକ ଫେରାର ହୋଇଯାଇଥିଲେ। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବାବେଳେ ଆହତ ନବୀନ ବର୍ତ୍ତମାନ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜରେ ଚିକିସତ୍ିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ଚିନ୍ତା

ଯାଜପୁର ଅଫିସ,୧୮ା୮: ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ, ବୁଢ଼ା, ଖରସ୍ରୋତା, ବିରୂପା, କାଣୀ ଆଦି ନଦୀର ବନ୍ୟାଜଳ ତଟାଞ୍ଚଳବାସୀଙ୍କ ପାଇଁ କାଳ ହୋଇଛି।...

କୋଏମ୍ବାଟୁର-ଆସନ୍‌ସୋଲ ଚାଲିବ ସ୍ପେଶାଲ ଟ୍ରେନ୍‌ :ଭଦ୍ରକ ଓ ଭୁବନେଶ୍ୱର ଦେଇ ଚଳାଚଳ କରିବ

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ତାମିଲନାଡ଼ୁର କୋଏମ୍ବାଟୁରରୁ ପଶ୍ଚିମବଙ୍ଗର ଆସନସୋଲ ମଧ୍ୟରେ ଭୁବନେଶ୍ୱର ଓ ଭଦ୍ରକ ଦେଇ ଚଳାଚଳ କରିବ ସ୍ପେଶାଲ ଟ୍ରେନ୍‌। କୋଏମ୍ବାଟୁରରୁ ଡିସେମ୍ବର ୨୮ ଏବଂ...

କରୋନା ପ୍ରତିହତ ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି

ଛତ୍ରପୁର,୭ା୪(ଡିଏନଏ )-ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ପୋଲିସ ବାରାକ, ରିଜର୍ଭ ଅଫିସ ପରିଦର୍ଶନ କରିଛନ୍ତି। କରୋନା ପ୍ରତିହତ ପାଇଁ କି ପଦକ୍ଷେପ...

ବିପଦ ସଙ୍କେତ ଡେଇଁଲା ବଂଶଧାରା: ବନ୍ୟା ଆଶଙ୍କା

ପାରଳାଖେମୁଣ୍ଡି,୧୪।୮: ବଂଶଧାରା ନଦୀର ଜଳସ୍ତର ବୃଦ୍ଧି ପାଇ ମଧ୍ୟାହ୍ନ ସୁଦ୍ଧା ବିପଦସଙ୍କେତ ଅତିକ୍ରମ କରିଛି। ବିପଦସଙ୍କେତ ୫୪.୬୦ମିଟର ରହିଥିବା ବେଳେ ପୂର୍ବାହ୍ନ ଜଳସ୍ତର ୫୪.୭୫ ମିଟରରେ...

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଓଆଇସି ମମତାଙ୍କୁ କ୍ରାଇମବ୍ରଞ୍ଚର ଜେରା

ପାରଳାଖେମୁଣ୍ଡି,୨୦।୮(ଡି.ଏନ୍‌.ଏ.): ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଶୁକ୍ରବାର କ୍ରାଇମବ୍ରାଞ୍ଚ ଟିମ୍‌ ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କୁ ଜେରା କରିଛି। ସେ ସୌମ୍ୟଙ୍କ ଆମ୍ବୁଲାନ୍ସ ଅଟକାଇଥିବା...

‘ଅମ୍ଫନ’ରେ ବେହାଲ କରିବ ନର୍ଦ୍ଦମା ପାଣି

କଟକ ଅଫିସ,୧୭ା୫-ବାତ୍ୟା ‘ଅମ୍ପନ୍‌’ ପ୍ରଭାବରେ ରାଜ୍ୟର ଯେଉଁ ସବୁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି, ସେଥିରେ କଟକ ମଧ୍ୟ ସାମିଲ ରହିଛି। ଏହାକୁ ନଜରରେ...

ସଂକ୍ରମଣ ରୋକିବାକୁ ଏନ୍‌ଟିପିସିର ସତର୍କତା

ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍‌ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ...

ଶ୍ରୀମନ୍ଦିର ସେବାୟତଙ୍କୁ ସ୍ବାସ୍ଥ୍ୟବୀମା

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ସହ ସମ୍ପୃକ୍ତ ସେବାୟତଙ୍କୁ ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନ୍ୟୁ ଇଣ୍ଡିଆ...

Advertisement
Archives

Model This Week