ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ଅଳ୍ପକେ ବର୍ତ୍ତିଲେ ଯବାନ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମୁନିଗୁଡା ଥାନା ଅନ୍ତର୍ଗତ ନିୟମଗିରି ପାହାଡ଼ ଉପରେ ଥିବା ଢାମୁଣିପଙ୍ଗା ଗ୍ରାମ ନିକଟରେ ରବିବାର ରାତିରେ ମାଓବାଦୀମାନେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ କରିଥିଲେ। ଏଥିରୁ ଅଳ୍ପକେ ସମସ୍ତ ଯବାନ ବର୍ତ୍ତି ଯାଇଛନ୍ତି। ମାଓବାଦୀଙ୍କ ଗତିବିଧିର ଖବର ପାଇ ରବିବାର ଯବାନ, ଏସ୍‌ଓଜି, ଡିପିଏଫ୍‌ଙ୍କର ଏକ ମିଳିତ କମ୍ବିଂ ଅପରେଶନ ଚାଲିଥିଲା। ମାଓବାଦୀମାନେ ଯବାନଙ୍କୁ ଆକ୍ରମଣ କରିବା ପାଇଁ ଏହି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଥିଲେ। ଏଥିରେ କାହାରି କିଛି କ୍ଷତି ହୋଇନାହଁ। ୨ଟି ଲ୍ୟାଣ୍ଡମାଇନ ଏବଂ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି ବୋଲି ରାୟଗଡା ଏସ୍‌ପି ଶ୍ରବଣା ବିବେକ୍‌ ଏମ୍‌ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପୃଥ୍ବୀ-୨ର ରାତ୍ରିକାଳୀନ ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼୍‌ରୁ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର...

ମାଲ୍‌ବାହୀ ଟ୍ରେନ୍‌ର ୭ ବଗି ଲାଇନ୍‌ଚ୍ୟୁତ

ତିହିଡି,୩୦।୯(ଡି.ଏନ୍‌.ଏ.) : ଭଦ୍ରକ -ଧାମରା ରେଳପଥରେ ରବିବାର ବିଳମ୍ବିତ ରାତିରେ ଏକ ମାଲ୍‌ବାହୀ ଟ୍ରେନ୍‌ର କୋଇଲା ବୋଝେଇ ୭ ବଗି ଲାଇନ୍‌ଚ୍ୟୁତ ହୋଇଛି। ଧାମରା ବନ୍ଦର...

ହୋଲିରେ ପୋଲିସର ଚଢାଉ: ୪ ଲକ୍ଷ ଟଙ୍କାର ମଦ ଜବତ, ୫ ଗିରଫ

ଆନନ୍ଦପୁର, ୧୦।୩(ସ୍ବ.ପ୍ର.)-ହୋଲିରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ କରାଯାଇ ଚୋରା ମଦ ବ୍ୟବସାୟୀଙ୍କ ଘରେ ଏବଂ ମଦ ବିକ୍ରି ସ୍ଥାନରେ...

ଟାଙ୍କିଲିପଦର ଗ୍ରାମ ମୁଖ୍ୟ ରାସ୍ତାରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ପରିଚୟ ଖୋଜୁଛି ପୋଲିସ

ଚନ୍ଦ୍ରଗିରି,୧୮।୫(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ପୋଲିସ ଫାଣ୍ଡି ଅଧୀନ ଟାଙ୍କିଲିପଦର ଗ୍ରାମ ମୁଖ୍ୟ ରାସ୍ତାରୁ ଶୁକ୍ରବାର ମଧ୍ୟରାତ୍ରରେ ଜଣେ ଅଜଣା ମହିଳାଙ୍କ ମୃତଦେହ...

ବେଆଇନ କ୍ଲିନିକ ଉପରେ ଚଢ଼ାଉ

ଦିଗପହଣ୍ଡି,୨୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳ ମାନଙ୍କରେ ବେନିୟମ ଭାବେ ବହୁ ସଂଖ୍ୟାରେ ପାଥୋଲୋଜି କ୍ଲିନିକ ଖୋଲାଯାଇଛି। ଅଭିଯୋଗ ପାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ...

ପରାଜୟକୁ ସହଜରେ ଗ୍ରହଣ କରିପାରୁନି ଭାଜପା

ଭଞ୍ଜନଗର,୨୬।୫(ଡି.ଏନ.ଏ.)-ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ଭାଜପା ଜିତିବ ବୋଲି ଦଳର ଅଧିକାଂଶ ନେତା ଓ କର୍ମୀ ନିଶ୍ଚିତ ଥିଲେ। ଏନେଇ ଦଳୀୟ ନେତା ଓ କର୍ମୀମାନେ ମତଦାନ ପରଠୁ...

କ୍ୱାରାଣ୍ଟାଇନ ବ୍ୟବସ୍ଥାରେ ଅବହେଳା: ପ୍ରତିବାଦରେ ଡାକ୍ତରଙ୍କ ସହ ଏମ୍‌କେସିଜି ଛାତ୍ରୀଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁର ଉପକଣ୍ଠ ଶୀତଳାପଲିରେ ଥିବା ଟାଟା କୋଭିଡ-୧୯ ହସ୍ପିଟାଲରେ କାମସାରି ଫେରୁଥିବା ଡାକ୍ତରଙ୍କୁ କ୍ୱାରାଣ୍ଟାଇନରେ ରଖିବାନେଇ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା...

ଭୋଟର ତାଲିକାରୁ ୩୪ ବାଦ୍‌

ଜଗତ୍‌ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍‌...

Advertisement


Archives

Model This Week