ମାଓବାଦୀଙ୍କ ଶହୀଦ ସପ୍ତାହ : ସେମିଳିଗୁଡ଼ା ବ୍ଲକର ୩ ପଞ୍ଚାୟତରେ ମାଓପୋଷ୍ଟର

ସେମିଳିଗୁଡ଼ା,୨୮।୭(ଡି.ଏନ୍‌.ଏ.): ମାଓବାଦୀମାନେ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଶହୀଦ ସପ୍ତାହ ପାଳନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ କୋରାପୁଟ ଜିଲା ସେମିଳିଗୁଡା ବ୍ଲକରେ କାଣ୍ଟି, ଦୁଧାର ଓ ପାଖଜଲ ପଞ୍ଚାୟତରେ ମାଓପୋଷ୍ଟର ଲଗାଯାଇ ଥିବା ଦେଖିବାକୁ ମିଳିଛି।
ଏଥିରେ ଶହୀଦ ସପ୍ତାହ ପାଳନରେ ସହଯୋଗ କରନ୍ତୁ, ଗରିବ ଜନସାଧାରଣଙ୍କୁ ଭୁଆଁ ବୁଲାଉଥିବା ଗୁଣ୍ଡାରାଜ ନେତା ଓ କଣ୍ଟ୍ରାକ୍ଟର, ପାହାଡ଼ ପର୍ବତ ଖଣି ଖନନକୁ ତୀବ୍ର ବିରୋଧ କରନ୍ତୁ ଇତ୍ୟାଦି ଲେଖାଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣବଳାତ୍କାର ମାମଲାରେ ଦୋଷୀଙ୍କ ପାଇଁ ଲଢିବୁନି

ଜୟପୁର,୫ା୧ (ନି.ପ୍ର.): ସ୍ବାମୀ ଓ ପୁଅକୁ ବନ୍ଧୁକ ଦେଖାଇ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଘଟଣାର ୧୦ ଦିନ ପରେ ମଙ୍ଗଳବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ...

କାର୍‌ରୁ ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ

ଜୟପୁର,୯।୧(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ପୋଲିସ ସୁର୍ଲି ଗ୍ରାମ ନିକଟରେ ଏକ କାର୍‌ରୁ ୧ କୁଇଣ୍ଟାଲ ୬୯ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି । ପୋଲିସ...

ପୂଜାରିଗୁଡ଼ା ପଞ୍ଚାୟତ ସମିତି ଆସନରେ ଦ୍ୱିମୁଖୀ ଲଢ଼େଇ

ବୈପାରିଗୁଡା,୭ା୨ (ଡି.ଏନ୍‌.ଏ.): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବୈପାରିଗୁଡା ବ୍ଲକ ପୂଜାରିଗୁଡା ପଞ୍ଚାୟତ ସମିତି ସଭ୍ୟ ଆସନରେ ଦ୍ୱିମୁଖୀ ଲଢ଼େଇ ହେବା ନେଇ ଆକଳନ କରାଯାଉଛି।...

ଝରିଗାଁ ବ୍ଲକର ୩ ଜୋନ୍‌ ବିଜେଡି ଦଖଲରେ

ଝରିଗାଁ, ୧।୩(ସ୍ବ.ପ୍ର.) – ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ୩ ଜିଲା ପରିଷଦ ଜୋନ୍‌ ବିଜେଡି ଦଖଲ କରିଛି। ଜୋନ୍‌-୧ରେ...

ଜୟପୁରରେ ଶୁଭାରମ୍ଭ ହେଲା କୋଭିଡ୍‌ ହସ୍ପିଟାଲ

ଜୟପୁର,୧୩ା୪(ଡି.ଏନ୍‌.ଏ.): କୋରାପୁଟ ଜିଲାର ଏକମାତ୍ର କୋଭିଡ୍‌ ହସ୍ପିଟାଲ ଜୟପୁରସ୍ଥିତ ପୁରାତନ ଚିକିତ୍ସାଳୟଠାରେ ସୋମବାର ଶୁଭାରମ୍ଭ ହୋଇଛି। ଜିଲାପାଳ ମଧୁସୂଦନ ମିଶ୍ର ଏହାକୁ ଉଦ୍‌ଘାଟନ କରିଥିଲେ। ସରକାରଙ୍କ...

ଧାନ ଉଠୁନି, ଶୀତ କାକରରେ ଜଗିଛନ୍ତି ଚାଷୀ

କୁନ୍ଦୁରା,୨୨।୧(ଡି.ଏନ.ଏ.): କୋରାପୁଟ ଜିଲାରେ ଚଳିତ ଖରିଫ ଋତୁରେ ଅମଳ ପରେ ୨୫ ପ୍ରତିଶତ ଧାନ ଚାଷୀ ବିକ୍ରି କରିଥିବା ବେଳେ ୭୫ ପ୍ରତିଶତ ଧାନକୁ ଦୀର୍ଘ...

ମହିଳାଙ୍କୁ ଗଣବଳାତ୍କାର ଘଟଣାରେ ରାସ୍ତାକୁ ଓହ୍ଲାଇଲେ ବିରୋଧୀ

ଜୟପୁର, ୩୦ା୧୨ (ନି.ପ୍ର.): ସ୍ବାମୀ ଓ ପୁଅକୁ ବନ୍ଧୁକ ଦେଖାଇ ମହିଳାଙ୍କୁ ଗଣବଳାତ୍କାର ଘଟଣାର ୬ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ହାତ ଖାଲି...

ପୋଲ ତଳକୁ ଖସିଲା ଟ୍ରାକ୍ଟର, ୨ ମୃତ

ପଟ୍ଟାଙ୍ଗି,୨୫ା୮(ଡି.ଏନ୍‌.ଏ.): ପୋଲ ତଳକୁ ଟ୍ରାକ୍ଟର ଖସିପଡ଼ିବାରୁ ସେଥିରେ ଥିବା ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। କୋରାପୁଟ...

Advertisement
Archives

Model This Week