Posted inଜାତୀୟ

ମାଓବାଦୀ ଅପରେଶନରେ ସୁବିଧା ପାଇଁ ଯବାନଙ୍କୁ ଦିଆଯିବ ଗୋଣ୍ଡି ଭାଷା ଶିକ୍ଷା

ରାୟପୁର,୧୭।୬: ଏଣିକି ମାଓବାଦୀ ଅପରେଶନ୍‌ରେ ନିୟୋଜିତ ଥିବା ଯବାନଙ୍କୁ ଗୋଣ୍ଡି ଭାଷା ଶିକ୍ଷା ଦିଆଯିବ। ମାଓବାଦୀମାନେ ଏହି ଜନଜାତି ଭାଷାରେ କଥାବାର୍ତ୍ତା ହେଉଥିବାରୁ ସେମାନଙ୍କ ଗତବିଧି ସମ୍ପର୍କରେ ସୂଚନା ମିଳିବା ଯବାନଙ୍କ ଲାଗି କଷ୍ଟକର ହେଉଛି। ତେଣୁ ବସ୍ତର ଅଞ୍ଚଳରେ ନିୟୋଜିତ ଥିବା ସୁରକ୍ଷାକର୍ମୀଙ୍କୁ ଗୋଣ୍ଡି ଭାଷା ଶିକ୍ଷା ଦିଆଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। ବର୍ଷା ଋତୁରେ ସର୍ଚ୍ଚ ଅପରେଶନକୁ ଜୋର୍‌ଦାର କରାଯିବ ବୋଲି କୁହାଯାଉଛି। ସେଥିପାଇଁ ଗୋଣ୍ଡି ଭାଷାର ୩୦ ହଜାର ଶବ୍ଦ ଏବଂ ବାକ୍ୟ ଥିବା ଏକ ଶବ୍ଦକୋଷ ତିଆରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟବ୍ୟସ୍ତତା ଯୋଗୁଁ କାର୍ଯ୍ୟାଳୟରେ ଆଇଏଏସ୍‌ ଅଫିସର ବିବାହ କଲେ ଆଇପିଏସ୍‌ଙ୍କୁ

କୋଲକାତା,୧୭।୨: ବିବାହକୁ ସ୍ମୃତି କରିବା ପାଇଁ ଯୁବକ ଯୁବତୀ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଏହାକୁ ଗ୍ରାଣ୍ଡଓ୍ବେରେ ସେଲିବ୍ରେଟ କରିବା ପାଇଁ ବହୁ ଦିନରୁ ଆୟୋଜନ...

ଏୟାର ଇଣ୍ଡିଆ ୱାନରେ ପ୍ରଥମଥର ଯାତ୍ରା କଲେ ରାଷ୍ଟ୍ରପତି କୋବିନ୍ଦ

ନୂଆଦିଲ୍ଲୀ,୨୪ ।୧୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶର ପ୍ରଥମ ମହିଳା ସବିତା କୋବିନ୍ଦଙ୍କ ସହ ଏୟାର ଇଣ୍ଡିଆ ୱାନ ବି-୭୭୭ରେ ପ୍ରଥମଥର ଚେନ୍ନାଇ ଯାତ୍ରା କରିଛନ୍ତି...

ବିମାନ ଯାତ୍ରା ସମୟରେ ପରଷାଯିବ ଖାଦ୍ୟ

ନୂଆଦିଲ୍ଲୀ,୨୮।୮: କରୋନା କାଳରେ ଘରୋଇ ତଥା ଅନ୍ତର୍ଜାତୀୟ ବିମାନ ଉଡାଣକୁ ନେଇ ଜାରି ହୋଇଥିବା ଏସ୍‌ଓପିରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ କିଛିଟା ପରିବର୍ତ୍ତନ...

ରାସ୍ତାରେ ଯାଉଥିବା ସମୟରେ ହଠାତ୍‌ ଜଳିଉଠିଲା ବିଏମ୍‌ଡବ୍ଲ୍ୟୁ, ଆଉ ତା’ ପରେ…

ଲକ୍ଷ୍ନୌ,୧୩ା୯: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ଯାଉଥିବା ସମୟରେ ହଠାତ୍‌ ଜଳିଉଠିଲା ବିଏମ୍‌ଡବ୍ଲ୍ୟୁ। ଆଉ ଏଥିରେ ବସିଥିବା ଦମ୍ପତି ଅଳ୍ପକେ...

ଥରିଲା ଦିଲ୍ଲୀ-ଏନ୍‌ସିଆର୍‌

ନୂଆଦିଲ୍ଲୀ,୨୦।୧୨: ଦିଲ୍ଲୀ-ଏନ୍‌ସିଆର୍‌ ସମେତ ଉତ୍ତର ଭାରତରେ ଶୁକ୍ରବାର ଅପରାହ୍ନରେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଏହାପରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ଚାଲି...

ନୌସେନାରେ ସାମିଲ ହେଲା କଓ୍ବରାତ୍ତିି

ବିଶାଖାପଟ୍ଟନମ୍‌, ୨୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଉତ୍ତେଜନା ବଢୁଥିବାବେଳେ ଭାରତ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛି। ଏହି ମର୍ମରେ ବୁଡ଼ା ଜାହାଜ କଓ୍ବରାତ୍ତିିକୁ...

ଅସ୍ଥାନାଙ୍କୁ ସିବିଆଇର କ୍ଲିନ୍‌ଚିଟ୍‌

ନୂଆଦିଲ୍ଲୀ,୮।୩: ଲାଞ୍ଚ ଗ୍ରହଣ ମାମଲାରେ ସିବିଆଇର ପୂର୍ବତନ ସ୍ବତନ୍ତ୍ର ନିର୍ଦ୍ଦେଶକ ରାକେଶ ଅସ୍ଥାନା ଏବଂ ଡିଏସ୍‌ପି ଦେବେନ୍ଦ୍ର କୁମାରଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା କ୍ଲିନ୍‌ଚିଟ୍‌ ଦେଇଛି।...

ଏଏପି ବିଧାୟକଙ୍କ ନାଁରେ ଏତଲା

ଲକ୍ଷ୍ନୌ,୨୪।୧୨: ଆମ ଆଦ୍‌ମି ପାର୍ଟି (ଏଏପି) ବିଧାୟଙ୍କ ଅମାନତୁଲ୍ଲା ଖାଁ ପୁଣି ଥରେ ବିବାଦ ଘେରକୁ ଚାଲିଆସିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଲୋକଙ୍କୁ ଉସୁକାଇବା...


Coronavirus Update

Archives

Model This Week

Why Dharitri