ମାଓବାଦୀ-ଗ୍ରାମବାସୀଙ୍କ ଲଢ଼େଇ: ପ୍ରତିଶୋଧ ପରାୟଣ ହୋଇ ମାଓବାଦୀ ଜାଳିଦେଲେ ୧୦ ଘର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଥିଲା। ମାଓବାଦୀ ଗ୍ରାମବାସୀଙ୍କ ମଧ୍ୟରେ ହୋଇଥିବା ଏହି ଲଢ଼େଇରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତରହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣା ସମ୍ପର୍କରେ ଖବରପାଇ ମାଓବାଦୀମାନେ ପତିଶୋଧ ପରାୟଣ ହୋଇ ରାତିରେ ଗ୍ରାମରେ ପଶି ୧୦ରୁ ଊର୍ଦ୍ଧ୍ୱ ଘର ପୋଡ଼ିଦେବା ସହ ୧୦ ଅଧିକ ବାଇକ୍‌ ପୋଡ଼ି ଦେଇଥିବା ସୂଚନାମିଳିଛି। ତେବେ ଭୟରେ ଗ୍ରାମ ଛାଡିବାକୁ ଗ୍ରାମବାସୀ ବାହାରିଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି।
ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳର ଜନ୍ତୁରାଇ ଗାଁକୁ ମାଓବାଦୀ ଆସି ଉନ୍ନୟନମୂଳକ କାର୍ଯ୍ୟକୁ ବିରୋଧ କରିବା ଲାଗି ଗ୍ରାମବାସୀଙ୍କୁ ଆଦେଶ ଦେଇଥିଲେ। ମାତ୍ର ଗ୍ରାମବାସୀ ଏହାର ବିରୋଧ କରିବା ଫଳରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ମାଓବାଦୀ ଗୁଳିଚାଳନା କରିବାରୁ ଗ୍ରାମବାସୀ ଟେକା ପଥର ପକାଇବା ସହ ପାରମ୍ପରିକ ଅସ୍ତ୍ରଶସ୍ତ୍ରରେ ପାଲଟା ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୩।୫(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ତାଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ରାଜ୍ୟ ସରକାର ସୁପାରିଶ ଉପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର...

ଶ୍ରୀକ୍ଷେତ୍ରରୁ ଅର୍ନ୍ତରାଷ୍ଟ୍ରୀୟ ଯୁବଯାତ୍ରାର ଶୁଭାରମ୍ଭ

ପୁରୀ ଅଫିସ, ୨୪ା୭: ଯୁବ ସାମାଜିକ ଅନୁଷ୍ଠାନ ସିନର୍ଜି ଟ୍ରଷ୍ଟ ଆନୁକୂଲ୍ୟରେ ପ୍ରଥମ ଅର୍ନ୍ତରାଷ୍ଟ୍ରୀୟ ଯୁବ ସଂଯୋଗ କାର୍ଯ୍ୟକ୍ରମ ତଥା ସପ୍ତମ ଯୁବଯାତ୍ରା ବୁଧବାର ଶ୍ରୀକ୍ଷେତ୍ରରୁ...

୬ଟି ଗାଁକୁ ନିର୍ମାଣ ହେବ ରାସ୍ତା

ଦଶମନ୍ତପୁର, ୬ା୮(ଡି.ଏନ.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ବ୍ଲକ । ବଣ, ପାହାଡ, ପର୍ବତଘେରରେ ରହିଥିବା ବ୍ଲକର ଅନେକଗୁଡିଏ ଦୁର୍ଗମ ଅଞ୍ଚଳକୁ...

୫ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆସନ୍ତା ୫ ତାରିଖରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ାଣ ଆରମ୍ଭ ହେବ।...

ଏଣିକି ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳକୁ ଆସିବେ ସବୁ କର୍ମଚାରୀ

ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଲକ୍‌ଡାନ୍‌ ନିୟମ ମଧ୍ୟ କୋହଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୂଆ...

ତଳିଆ ଅଞ୍ଚଳର ସ୍ଥିତି ସମୀକ୍ଷା କଲେ ବିଏମ୍‌ସି ମେୟର

ଭୁବନେଶ୍ବର,୧୧।୫(ବ୍ୟୁରୋ) : ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ବରରେ ମଙ୍ଗଳବାରରୁ ବର୍ଷା ଲାଗି...

ଦୁର୍ବଳ ହେଉଛି ଲଘୁଚାପ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହୋଇଥିବାବେଳେ ଏହା ଘୂର୍ଣ୍ଣିବଳୟରେ ପରିଣତ ହୋଇ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ...

ଜେଇ ଟଙ୍କା ନେଉଥିବା ଭିଡିଓ ଭାଇରାଲ

ବାଲେଶ୍ୱର ଅଫିସ,୧୨।୫: ବାଲେଶ୍ୱର ଜିଲାର ରେମୁଣା ବ୍ଲକ ଜେଇ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ଏକ ଭିଡ଼ିଓ ଭାଇରାଲ୍‌ ହେଉଛି। ଏହାକୁ ନେଇ ଉପରିସ୍ଥ ଅଧିକାରୀମାନେ...

Advertisement
Archives

Model This Week