ମାଓବାଦୀ-ଗ୍ରାମବାସୀ ଲଢ଼େଇ: ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ସହାୟତା ଘୋଷଣା

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ଖଣ୍ଡଯୁଦ୍ଧ ହୋଇଥିଲା। ଏଥିରେ ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ଯୋଡ଼ାଆମ୍ବରେ ୧୨ଟି ଘର ଜାଳି ଦେଇଥିଲେ। କିନ୍ତୁ ସୋମବାର ଜିଲାପାଳ ମନିଶ୍‌ ଅଗ୍ରଓ୍ବାଲ ଉକ୍ତ ଅଞ୍ଚଳରେ ପହଞ୍ଚି ତଦନ୍ତ କରିଛନ୍ତି। ଘରପୋଡ଼ି କ୍ଷତିଗ୍ରସ୍ତ ପରିବାରକୁ ୩୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଯୋଗାଇ ଦିଆଯିବ ବୋଲି ଜିଲାପାଳ ଘୋଷଣା କରିଛନ୍ତି। ଏହା ସହ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ମାଡ଼ ଘଟଣା ,ସହକାରୀ ଶିକ୍ଷକ ନିଲମ୍ବିତ

ଦିଗପହଣ୍ଡି,୩ା୨(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ପ୍ରତିବାଦରେ ସିଡିପିଓଙ୍କ ଅଫିସ୍‌ ଘେରାଉ

ତାଳଚେର, ୧୩ା୬(ନି.ପ୍ର.) – ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କରି ପ୍ରତିବାଦରେ ବୁଧବାର ତାଳଚେର ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ...

ଅସହାୟଙ୍କ ଦୁଃଖ ବୁଝିଲେ ଜିଲାପାଳ

ଅନୁଗୋଳ ଅଫିସ, ୧୪।୪ କରୋନା କଟକଣା ପାଇଁ ସୋମବାର ଓଡ଼ିଆ ନବବର୍ଷ ସାଙ୍ଗକୁ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଫିକା ପଡ଼ିଯାଇଛି। ଓଡ଼ିଆ ଘରର...

ଗାଁ ଭିତରକୁ ପଶିଲା ଭାଲୁ: କବାଟ ଦେଇ ରଖିଲେ ଲୋକେ

ପାଟଣା,୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଉଦୟପୁର ବିଟ୍‌ରେ ମଙ୍ଗଳବାର ସକାଳୁ ଏକ ଭାଲୁ ଜଙ୍ଗଲରୁ ଗାଁ ଭିତରକୁ ପଶି ଆସି ଆତଙ୍କ...

ଭାଜପା ନେତାଙ୍କ ଝୁଲନ୍ତା ମୃତଦେହ ଜବତ

ଜଟଣୀ,୩୦।୩(ଡି.ଏନ୍‌.ଏ.): ଜଟଣୀ ପୌରାଞ୍ଚଳ ୧୪ ନମ୍ବର ୱାର୍ଡରେ ରହୁଥିବା ଜଣେ ଭାଜପା ନେତାଙ୍କ ଝୁଲନ୍ତା ମୃତଦେହକୁ ମଙ୍ଗଳବାର ତାଙ୍କୁ ଘରୁ ଜଟଣୀ ଥାନା ପୋଲିସ ଜବତ...

ଜଙ୍ଗଲ କାଟି ପୋଡ଼ି ଦେଲେ

କେନ୍ଦୁଝର,୧୦।୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଓ ତେଲକୋଇ ରେଞ୍ଜ ସୀମାନ୍ତରେ ଥିବା ଜଙ୍ଗଲ ବିଭିନ୍ନ କାରଣରୁ ପଦା ହେବାକୁ ବସିଛି। ସେହିପରି...

ତିନି ସମବାୟ ସଂସ୍ଥା ଉପସଭାପତି ହେବେ ମହିଳା

ବ୍ରହ୍ମପୁର ଅଫିସ,୧୮ା୧୧: ବ୍ରହ୍ମପୁରର ୩ ସମବାୟ ସଂସ୍ଥା ବିସିସି ବ୍ୟାଙ୍କ, ଗଞ୍ଜାମ ଜିଲା ସମବାୟ ସଂଘ ଓ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତି (ବିଆରଏମ୍‌ସିଏସ୍‌)ସଭାପତି ନିର୍ବାଚନ...

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୨ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ...

Advertisement
Archives

Model This Week