Posted inଜାତୀୟ

ମାଓବାଦୀ ହିଂସା ୪୩% କମିଛି

ନୂଆଦିଲ୍ଲୀ,୨୫ା୭(ପି.ଟି.): ଗତ ୫ ବର୍ଷରେ ମାଓବାଦୀ ହିଂସା ୪୩% କମିଛି। ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜ. କିଷନ୍‌ ରେଡ୍ଡୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସରକାରୀ ନୀତି ଓ ଦୃଢ଼ କାର୍ଯ୍ୟାନୁଷ୍ଠାନ ଯୋଗୁ ବାମପନ୍ଥୀ ଉଗ୍ରବାଦ କମିଥିବା ସେ ପ୍ରକାଶ କରିଛନ୍ତି। ୨୦୧୮ରେ ୬୦ ଜିଲାରେ ବାମପନ୍ଥୀ ଉଗ୍ରବାଦୀଙ୍କ ହିଂସାକାଣ୍ଡ ଦେଖିବାକୁ ମିଳିଥିଲା। ୨୦୧୪ରୁ ୨୦୧୯ ମଧ୍ୟରେ ଏହା ଯଥେଷ୍ଟ କମିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦେବେ ନାହିଁ ମନମୋହନ ସିଂ

ନୂଆଦିଲ୍ଲୀ,୧୩।୩: ନିକଟରେ ଶେଷ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନରେ କଂଗ୍ରସର ପରାଜୟ ପରେ ପ୍ରଥମ ଥର ପାଇଁ ବସିବାକୁ ଯାଉଛି କଂଗ୍ରେସ ଓ୍ବାର୍କିଂ କମିଟି।...

କେନ୍ଦ୍ର ସରକାର ମମତାଙ୍କ ମଧ୍ୟରେ ବଢୁଛି ଦୂରତା

ନୂଆଦିଲ୍ଲୀ,୧୪ ।୧୨: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ସୋମବାର ରାଜ୍ୟର ପ୍ରମୁଖ ସଚିବ ଓ...

ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା...

ଅହୋମ ମୈଦାନ ୟୁନେସ୍କୋ ବିଶ୍ୱ ଐତିହ୍ୟରେ ସାମିଲ କରିବାକୁ ପ୍ରସ୍ତାବ ପଠାଇବେ କେନ୍ଦ୍ର ସରକାର…

ଗୁଆହାଟୀ,୨୧।୧ : କେନ୍ଦ୍ର ସରକାର ଅହୋମ ସାମ୍ରାଜ୍ୟର ଚରାଇଦେବ ମୈଦାନକୁ ବିଶ୍ୱ ଐତିହ୍ୟ ସ୍ଥଳ ଭାବରେ ମନୋନୀତ କରିବାକୁ ୟୁନେସ୍କୋକୁ ଏକ ପ୍ରସ୍ତାବ ପଠାଇବାକୁ କେନ୍ଦ୍ର...

ସତରେ କ’ଣ ପରିବା ବିକୁଥିଲେ ଆଇଏଏସ୍‌: ଦେଲେ ସଫେଇ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଆଇଏଏସ ଅଧିକାରୀ ଅଖିଳେଶ ମିଶ୍ର ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଭାଇରାଲ ହେବାରେ ଲାଗିଛି।...

ଅପରେଶନ ବେଳେ ହତବାକ୍‌ ହେଲେ ଡାକ୍ତର: ପେଟରୁ ବାହାରିଲା ଛୁଞ୍ଚି, ବେଲ୍ଟ ସମେତ ୩୩ ସାମଗ୍ରୀ

ଛତ୍ରପୁର,୧୭।୭: ମଧ୍ୟପ୍ରଦେଶରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କ ପେଟରୁ ଡାକ୍ତର ୩୩ ପ୍ରକାରର ଜିନିଷ ବାହାର କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଛତ୍ରପୁର...

ଆର୍‌ଜେଡି ଛାଡ଼ିଲେ ଫାତ୍‌ମି

ପାଟନା,୧୮ା୪(ପି.ଟି.): ବରିଷ୍ଠ ଆରଜେଡି ନେତା ମହମ୍ମଦ ଅଲି ଅଶ୍ରଫ୍‌ ଫାତ୍‌ମି ବୁଧବାର ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତେଜସ୍ବୀ ଯାଦବଙ୍କ ବ୍ୟବହାରକୁ ନେଇ...

୪୦ ଘଣ୍ଟା ଜଳିବ ମାଟିର ଏହି ଦୀପ: ଫୋନ୍‌କରି ଅର୍ଡର କରୁଛନ୍ତି ଲୋକେ

ଛତିଶଗଡ଼ର କୋଣ୍ଡାଗାଓଁରେ ରୁହନ୍ତି ଅଶୋକ ଚକ୍ରଧାରୀ । ବୃତ୍ତିରେ ସେ ଜଣେ କାରିଗର। ମାଟିରେ ସେ ଭିନ୍ନ ଭିନ୍ନ ଜିନିଷମାନ ତିଆରି କରି ବିକ୍ରି କରିଥାନ୍ତି।...

Advertisement
Archives

Model This Week