ମାସ୍କ, ସାମାଜିକ ଦୂରତ୍ୱ ନିୟମକୁ କଡାକଡି କଲେ ତହସିଲଦାର

ଗଞ୍ଜାମ, ୧୯।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି l ଏଥିପାଇଁ ସରକାର ଲକ୍‌ଡାଉନ ଅବଧିକୁ ମେ ୩୧ ଯାଏଁ ବୃଦ୍ଧି କରିଛନ୍ତି। ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାପାଳ ଜିଲାରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ ୧୪୪ ଧାରା ବଳବତ୍ତର ରଖିଛନ୍ତି l ଏଥିସହ ସହରରେ ମାକ୍ସ ଓ ସାମାଜିକ ଦୂରତ୍ୱ ନିୟମ କଡାକଡ଼ି କରାଯାଇଛି। ମଙ୍ଗଳବାର ଗଞ୍ଜାମ ତହସିଲଦାର ଅବନୀ କୁମାର ସାହୁ ଜନଗହଳି ସ୍ଥାନକୁ ନିଜେ ଯାଇ ଲୋକଙ୍କୁ ନିମୟ ମାନିବା ପାଇଁ କହିବା ସହ ତାଗିଦ କରିଥିଲେ। ଏହି ସମୟରେ ରାଜସ୍ବ ନିରିକ୍ଷୀକ ନୀଳାଞ୍ଚଳ ବେହେରା, ବିଷ୍ଣୁ ମୋହନ ପାତ୍ର, ଶଙ୍କରସଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କ ଜୀବନ ପ୍ରତି ବିପଦ ,ଡେଲ୍‌ଟା ଭାରିଆଣ୍ଟ୍‌ ଯୋଗୁ ଏକ୍ଟୋପିକ୍‌ ଗର୍ଭାବସ୍ଥା ଅଧିକ ସୃଷ୍ଟି ହେଉଛି…

ନୂଆଦିଲ୍ଲୀ, ୭।୨ : ବର୍ତ୍ତମାନ ପର୍ଯ୍ୟନ୍ତ ସମଗ୍ର ପୃଥିବୀରେ ୪୦୦ରୁ ଅଧିକ କରୋନା ଭାରିଆଣ୍ଟ୍‌ ଦୃଷ୍ଟିଗୋଚର ହୋଇ ସାରିଛି। ସେଥିମଧ୍ୟରୁ କେବଳ ଅଳ୍ପ କିଛି ଜନସ୍ବାସ୍ଥ୍ୟ...

ସାଇବର ଅପରାଧରେ ବେନାମୀ ସିମ୍‌

ଅନୁଗୋଳ ଅଫିସ, ୮ା୧୦ ଠକେଇ ପାଇଁ ଇଣ୍ଟରନେଟ୍‌କୁ ମାଧ୍ୟମ କରୁଛନ୍ତି ଠକ। କେତେବେଳେ ମୋବାଇଲ ଆପ୍‌ ତ ଆଉ କେତେବେଳେ ଗିଫ୍ଟ ଲୋଭ ଦେଖାଇ ଲୋକଙ୍କ...

ପୋଷ୍ଟାଲ ଗାଡ଼ିରେ ଶ୍ରମିକ

ବାରିପଦା ଅଫିସ, ୧ା୪: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ ହେବା ଯୋଗୁ ଅନେକ ସ୍ଥାନରେ ଶ୍ରମିକମାନେ ଫସି ରହି ଯାଇଛନ୍ତି। ଯିଏ ଯେଉଁଠି...

ଖଣି ସମସ୍ୟା ନେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ : ସୁରକ୍ଷା ସହ ସାଲିସ ହେବନି

ଅନୁଗୋଳ ଅଫିସ, ୧ା୮ – ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ସୃଷ୍ଟ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବୁଧବାର ଜିଲାପାଳ...

ଗୁଣି ଗାରେଡି ସନ୍ଦେହରେ ମହିଳାଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୩୦।୧୦(ଡି.ଏନ.ଏ.): ଆଜିର ଯୁଗରେ ମଣିଷ ଚନ୍ଦ୍ର ପୃଷ୍ଠରେ ପାଦ ଦେଇଥିବାବେଳେ ନବରଙ୍ଗପୁର ଭଳି ଆଦିବାସୀ ଅଧ୍ୟ୍ୟୁଷିତ ଜିଲାରେ ଗୁଣି ଗାରେଡି ସନ୍ଦେହରେ ଏକ ମହିଳାଙ୍କୁ ହତ୍ୟା...

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ସୋମବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ଭୟାନକ ରୂପ ନେଉଛି କଲେରା: କାଶୀପୁରରେ ୫ ଶିଶୁ ଆକ୍ରାନ୍ତ

ରାୟଗଡ଼ା ଅଫିସ/ଟିକିରି,୨୪ା୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କଲେରା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ଏବେ ଛୋଟ ପିଲା ମଧ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ୩ରୁ...

କଙ୍ଗନା କରୋନା ପଜିଟିଭ୍‌…

ମୁମ୍ବାଇ,୮।୫: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି...

Advertisement
Archives

Model This Week