ମାଗଣାରେ ପନିପରିବା, ମାସ୍କ ବଣ୍ଟନ କଲା ମିଶନ ଶକ୍ତି

କେସିଙ୍ଗା,୨୧।୪: କଳାହାଣ୍ଡି ଜିଲା କେସିଙ୍ଗାରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା ଓ ମାସ୍କ ବଣ୍ଟନ। ଏନ୍‌.ଏ.ସି. ସ୍ଥିତ ସାନପଡା, ଗୌଡ଼ପଡା ଓ ମାଝିପଡାରେ ମିଶନ ଶକ୍ତି ଓ ମା’ ସନ୍ତେଷୀ ମହିଳା ଗ୍ରୁପର ମିଳିତ ଉଦ୍ୟମରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା ଓ ମାସ୍କ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ କେସିଙ୍ଗା ସି.ଡ଼ି.ପି.ଓ, ମହିଳା ସୁପରଭାଇଜର ଓ ମିଶନ ଶକ୍ତିର ବି.ପି.ସି. ପ୍ରମୁଖ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତେ ସାମାଜିକ ଦୂରତ୍ୱ ରକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ

ଦାରିଙ୍ଗବାଡ଼ି,୯।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର...

ବଜ୍ରାଘାତ ନେଲା ଜଣଙ୍କ ଜୀବନ, ୩ ଗୁରୁତର

ଭୁବନ, ୧୫।୧୦(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଏନଏସି ଗୋଡ଼ି ପାଟଣା ଗ୍ରାମର ପଦନ ଦାସ (୫୨) ବଜ୍ରାଘାତରେ ମୃତବରଣ କରିଛନ୍ତି। ସେହିପରି ବଜ୍ରାଘାତରେ ଭୁଷଳ ପଞ୍ଚାୟତ...

ଭୁବନେଶ୍ୱରରୁ ଆଜି ୪୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୬

ଭୁବନେଶ୍ୱର,୨୧।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୬...

ଭାରତରେ ବିଏଫ୍‌.୭ ଭାରିଆଣ୍ଟର ୪ ମାମଲା ଚିହ୍ନଟ…

ନୂଆଦିଲ୍ଲୀ,୨୨।୧୨ : ସମଗ୍ର ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଚାଇନାରେ ବଢୁଥିବା କରୋନା ଓମିକ୍ରନର ସବ-ଭାରିଆଣ୍ଟ ବିଏଫ୍‌.୭ ଏବଂ ବିଏଫ୍‌.୧୨ ମାମଲା କାୟା...

ଗଞ୍ଜାମକୁ ପୁଣି ଡରାଉଛି କରୋନା

ଛତ୍ରପୁର,୧୪।୩: ମହାରାଷ୍ଟ୍ର ସମେତ ଦେଶର ୬ଟି ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ଦେଖିବାକୁ ମିଳିଛି। ମହାରାଷ୍ଟ୍ରର କେତେକ ସହରରେ ଏବେ ଲକ୍‌ଡାଉନ୍‌ ଚାଲିଛି। ଏପଟେ...

୪୫୦ ଲିଟର ନକଲି ମଦ ଜବତ, ୪ ଗିରଫ

ରାଉରକେଲା ଅଫିସ,୨୯।୧୨: ନକଲି ମଦ ଚାଲାଣ ବେଳେ ରାଉରକେଲା ଅବକାରୀ ପୋଲିସ ୪ଜଣଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବେଦବ୍ୟାସ ଅଞ୍ଚଳର ସଞ୍ଜୀପ...

ବାଘୁଆ ଜଳଭଣ୍ଡାରର ୪ ଗେଟ୍‌ ଖୋଲିଲା

ବୁଗୁଡ଼ା,୨୫ା୧୦(ଡି.ଏନ୍‌.ଏ.)- ବୁଗୁଡା ବ୍ଲକ ଅନ୍ତର୍ଗତ ମତାଝରି ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ଗୁରୁବାର ସକାଳୁ ୪ ଗେଟ ଖୋଲାଯାଇଛି। ଜଳପତ୍ତନ ବଢୁଥିବାରୁ ଜଳଭଣ୍ଡାରର...

ସୁବର୍ଣ୍ଣପୁର ଜିଲାରେ ପ୍ରଥମ କରୋନା ମୃତ୍ୟୁ: ଡାକ୍ତରଖାନାରେ ପଡିରହିଛି ମୃତଦେହ

ସୋନପୁର,୧୪।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ପ୍ରଥମ କରି କରୋନାରେ ଆକ୍ରାନ୍ତ ଜଣେ ବିବାହିତ ମହିଳା(୩୫)ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ମୃତ ମହିଳାଙ୍କ ଘର ଡୁଙ୍ଗୁରିପାଲି ବ୍ଲକର ଶୁଖା...

Advertisement
Archives

Model This Week