ମାଗଣାରେ ପନିପରିବା, ମାସ୍କ ବଣ୍ଟନ କଲା ମିଶନ ଶକ୍ତି

କେସିଙ୍ଗା,୨୧।୪: କଳାହାଣ୍ଡି ଜିଲା କେସିଙ୍ଗାରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା ଓ ମାସ୍କ ବଣ୍ଟନ। ଏନ୍‌.ଏ.ସି. ସ୍ଥିତ ସାନପଡା, ଗୌଡ଼ପଡା ଓ ମାଝିପଡାରେ ମିଶନ ଶକ୍ତି ଓ ମା’ ସନ୍ତେଷୀ ମହିଳା ଗ୍ରୁପର ମିଳିତ ଉଦ୍ୟମରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା ଓ ମାସ୍କ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ କେସିଙ୍ଗା ସି.ଡ଼ି.ପି.ଓ, ମହିଳା ସୁପରଭାଇଜର ଓ ମିଶନ ଶକ୍ତିର ବି.ପି.ସି. ପ୍ରମୁଖ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତେ ସାମାଜିକ ଦୂରତ୍ୱ ରକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କିଆ ପଞ୍ଚାୟତ:୧୭ଗାଁକୁ ଛୁଇଁନି କରୋନା

ବ୍ରହ୍ମପୁର ଅଫିସ,୩୧ା୮ କରୋନା ସମଗ୍ର ବିଶ୍ୱବାସୀଙ୍କୁ ଦୋହଲାଇ ଦେଇଛି।  ଦେଶ ଓ ରାଜ୍ୟ ମଧ୍ୟ ଏଥିରୁ ବାଦ ଯାଇନି। ବିଶେଷକରି ଗଞ୍ଜାମ ଜିଲାରେ କରୋନା  କାୟା...

ଲକ୍‌ ଡାଉନ୍‌ ଦେଲାନି କାମ: ଗୋଟିଏ ଦିନରେ ୧,୪୨୧ ମୁଣ୍ଡ ନେଲା କରୋନା

ମାଦ୍ରିଦ୍‌/ରୋମ,୨୬।୩: କରୋନା ସଂକ୍ରମଣ ପୃଥିବୀର ସମସ୍ତ ଦେଶରେ ଆତଙ୍କ ଜାରି ରଖିଛି। ସ୍ପେନ୍‌ ଏବଂ ଇଟାଲିରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହେବା ପରେ...

କେସିଙ୍ଗାରେ କଂଗ୍ରେସ ପକ୍ଷରୁ ରାସ୍ତାରୋକୋ

କେସିଙ୍ଗା, ୧୫।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ସୋମବାର କଂଗ୍ରେସ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ସକାଳ ୮ଟାରୁ ଦୁର୍ଗା ମଣ୍ଡପ ନିକଟ ଜାତୀୟ ରାଜପଥଠାରେ...

ବୀରମିତ୍ରପୁର ଥାନା ନାବାଳିକା ବଳାତ୍କାର, ଗର୍ଭପାତ ଘଟଣା: ପାଚେରି ଡେଇଁ ପୀଡ଼ିତା ନାବାଳିକା ଫେରାର

ସୁନ୍ଦରଗଡ଼,୨୪ା୧୦(ଡି.ଏନ.ଏ.)-ଗତ ଜୁନ୍‌ ମାସରେ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଘଟିଥିବା ନାବାଳିକା ବଳାତ୍କାର ଓ ଗର୍ଭପାତ ଘଟଣା ନୂଆ ମୋଡ଼ ନେଇଛି ା ଏହି ଘଟଣା...

ରାସ୍ତାପାର୍ଶ୍ୱରେ ପଡ଼ିଥିବା ପେଟିଭିତରୁ ନବଜାତକର ମୃତଦେହ ଉଦ୍ଧାର

ବସ୍ତା,୧୮ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବାଲିଆପାଳ ରାସ୍ତାର ପେଜଗଳl ପୋଲ ନିକଟ ରାସ୍ତାପାର୍ଶ୍ୱରେ ରବିବାର ସକାଳେ ଏକ ପେଟି ଭିତରେ ନବଜାତକର ମୃତଦେହ ପଡ଼ିଥିବା ଲୋକେ...

କଳାହାଣ୍ଡି ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୩୨୯ ଛାତ୍ରୀଛାତ୍ରଙ୍କୁ ୪ ଶିକ୍ଷକ

ଭବାନୀପାଟଣା,୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଗ୍ରାମାଞ୍ଚଳର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେଉଁଠି ବିଦ୍ୟାଳୟ ପାଇଁ ଶ୍ରେଣୀ ଗୃହ ଅଭାବ ତ କେଉଁଠି ଶିକ୍ଷକ ଅଭାବ। ପୁଣି...

ଶାଳ, ଶାଗୁଆନ କାଠ ଜବତ

ଛେଣ୍ଡିପଦା,୨୪।୪ (ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ବନାଞ୍ଚଳ ପୁଟଗାଡିଆ ଗ୍ରାମ ନିକଟସ୍ଥ ଏକ ଆମ୍ବତୋଟାରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଶାଳ ଗଣ୍ତି ଓ...

ଟିକାକରଣ ପ୍ରମାଣପତ୍ରରେ ପୁଣି ରହିବ ପ୍ରଧାନମନ୍ତ୍ରୀଙ୍କ ଫଟୋ…

ନୂଆଦିଲ୍ଲୀ, ୨୬।୩ : ଉତ୍ତରପ୍ରଦେଶ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ସମାପ୍ତ ହେବା ସହିତ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ପୁଣି...

Advertisement
Archives

Model This Week