Posted inରାଜ୍ୟ

ମାଗଣାରେ ପାଞ୍ଚଟଙ୍କିଆ ଖାଦ୍ୟ ନ ଦେବାରୁ ମାଡ଼ମାରି ଢାଳିଦେଲେ ଯୁବକ, ଥାନାରେ ଅଭିଯୋଗ

ରଣପୁର, ୨୭।୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ସରକାରୀ ଡାକ୍ତରଖାନା ପରିସରରେ ରହିଛି ପାଞ୍ଚଟଙ୍କିଆ ଆହାର କେନ୍ଦ୍ର। ସୋମବାର ଉକ୍ତ କେନ୍ଦ୍ରର କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଗଣାରେ ଖାଦ୍ୟ ନ ଦେବାରୁ ସେହି ଯୁବକ ଜଣକ ଗଣ୍ଡଗୋଳ କରି ସମସ୍ତ ଖାଦ୍ୟ ତଳେ ପକାଇ ଦେଇଛନ୍ତିଲ। ସେ ହେଲେ ରଣପୁର ଗୋଡିପାଟଣା ସାହିର ସପନା ସେଠୀ।
ସୂଚନାଯୋଗ୍ୟ, ସପନା ଆହାର କେନ୍ଦ୍ରକୁ ଯାଇ କର୍ମଚାରୀ ତ୍ରିନାଥ ସାହୁଙ୍କୁ ଖାଇବାକୁ ମାଗିଥିଲେ। ଏ ବାବଦକୁ ତ୍ରିନାଥ ତାଙ୍କୁ ୫ ଟଙ୍କା ମାଗିବାରୁ ସେ ଟଙ୍କା ଦେବାକୁ ମନା କରିଥିଲେ। ଏହାକୁ ନେଇ ଉୟୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ସପନା ରାଗିଯାଇ ତ୍ରିନାଥଙ୍କୁ ମାଡ଼ ମାରିବା ସହିତ ଆହାର କେନ୍ଦ୍ରରେ ୨୭୦ ଜଣଙ୍କ ପାଇଁ ଥିବା ଖାଦ୍ୟକୁ ଫୋପାଡିଦେଇ ଚାଲିଯାଇଥିଲେ। ଏ ନେଇ ତ୍ରିନାଥଙ୍କ ସହ ଆହାର କେନ୍ଦ୍ରର ସମସ୍ତ କର୍ମଚାରୀ ରଣପୁର ଥାନାକୁ ଯାଇ ସପନାଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ ମଧ୍ୟ ସପନାଙ୍କୁ ଏଯାବତ୍‌ ଗିରଫ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ପରିବାରର ଆତ୍ମାହୁତି ଚେତାବନୀ

କୁଜଙ୍ଗ, ୯।୭ (ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକର ଚଟୁଆ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ପରିସର ଜମିକୁ ନେଇ ବିବାଦ ଦେଖାଦେଇଛି। ନିକଟସ୍ଥ ବଳରାମପୁର ଗ୍ରାମର ୨୦ଟି...

ଆଜି ରାଜ୍ୟରୁ ଆଉ ୨୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୮୯କୁ...

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌, କାର୍ଯ୍ୟାନୁଷ୍ଠାନ ଦାବି

ବରଗଡ଼ ଅଫିସ୍‌/ରେଢ଼ାଖୋଲ,୧୨।୭-ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ...

କୁମ୍ଭୀର ମାରି ମାଂସ ଖାଇବା ଘଟଣା: ବନବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ

ମାଲକାନଗିରି,୨ା୭(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଛତିଶଗଡ ସୀମାନ୍ତ ପଡିଆ ବ୍ଲକ ଅନ୍ତର୍ଗତ କାଲଦାପାଲି ଅଞ୍ଚଳରେ ଏକ କୁମ୍ଭୀରକୁ ସାବେରୀ ନଦୀରୁ ଧରି କେତେକ ଲୋକ ତାକୁ ଗଛରେ ବାନ୍ଧି...

ଦଳୀୟ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ସାଙ୍ଗକୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ପରିସ୍ଥିତିରେ ଲୋକମାନଙ୍କ ସହ ରହିବାକୁ ଦଳୀୟ ବିଧାୟକମାନଙ୍କୁ ରବିବାର ପରାମର୍ଶ ଦେଇଛନ୍ତି...

୨୨ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଆସନ୍ତା ୨୨ ତାରିଖରୁ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲାକୁ...

ସ୍ଥଳଭାଗ ଛୁଇଁଲା ଅବପାତ, ପ୍ରବଳ ବର୍ଷା ଜାରି

ଭୁବନେଶ୍ବର,୧୩।୯: ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଅବପାତ(ଡିପ୍‌ ଡିପ୍ରେସନ) ସୋମବାର ସ୍ଥଳଭାଗ ଛୁଇଁଛି। ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଗାମୀ ୪୮ ଘଣ୍ଟାରେ ଏହା...

ଟ୍ରକ୍‌କୁ ପଛପଟୁ ପିଟିଲା ବସ୍‌: ଜଣେ ମୃତ, ୫ ଆହତ

ନୟାଗଡ଼ ଅଫିସ,୨୯।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଇଟାମାଟି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ରାସ୍ତାକଡରେ...

Advertisement
Archives

Model This Week