ମାଗଣାରେ ମାସ୍କ ବାଣ୍ଟିଲା ଦିଗପହଣ୍ଡି ଏନ୍‌ଏସି ପ୍ରଶାସନ

ଦିଗପହଣ୍ଡି,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପ୍ରଶାସନ ପକ୍ଷରୁ ଗୁରୁବାର ସହରର ରାସ୍ତାପାର୍ଶ୍ୱରେ ପନିପରିବା ବ୍ୟବସାୟ କରୁଥିବା ବ୍ୟବସାୟୀ ବିଶେଷକରି ମହିଳାମାନଙ୍କୁ ମାଗଣାରେ ମାସ୍କ ବଣ୍ଟନ କରାଯାଇଛି। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ନେତୃତ୍ୱରେ ଏନ୍‌ଏ୍‌ସି କର୍ମଚାରୀମାନେ ସହର ସାରା ବୁଲି ମାଗଣାରେ ମାସ୍କ ବଣ୍ଟନ କରିବା ସହ ଲୋକଙ୍କୁ ସଚେତନ କରିଥିଲେ। ପନିପରିବା ଓ ତେଜରାତି ବ୍ୟବସାୟୀମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ନିର୍ବାହୀ ଅଧିକାରୀ କହିଛନ୍ତି। ଜରୁରୀ କାମ ଥିଲେ ମଧ୍ୟ ମାସ୍କ ନ ପିନ୍ଧି ଘରୁ ବାହାରୁଥିବା ଲୋକଙ୍କଠାରୁ ଏଣିକି ଜରିମାନା ଆଦାୟ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri