ମାଗଣା ପରିବା ବାଣ୍ଟିଲେ ଚାଷୀ

ଖପ୍ରାଖୋଲ, ୩୦ା୩(ଡି.ଏନ.ଏ.): ସାରା ଦେଶରେ ଲକ୍‌ ଡାଉନ ଥିବାବେଳେ ଦୋକାନ ବଜାର ବନ୍ଦ ରହିଛି । ଏହି ଅବସରରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଓଡିଆପାଲି ପଞ୍ଚାୟତ ଅନ୍ତର୍ଗତ ଭାଲୁଡୁଙ୍ଗୁରି ଗାଁର ଚାଷୀ ଲକ୍‌ଡାଉନ ସ୍ଥିତିରେ ୨୪ଘଣ୍ଟା ସେବା ଯୋଗାଉଥିବା ପୋଲିସ୍‌, ସିଆରପିଏଫ୍‌ ଓ ଡାକ୍ତରଖାନାକୁ ମାଗଣାରେ ଉତ୍ପାଦିତ ପନିପରିବା ସୋମବାର ବାଣ୍ଟିି ଦେଇଥିଲେ। ଗାଁର କୁନୁ ପଧାନ, ଲୁଇସ୍‌ ବିଶ୍ୱାଳ, ସର୍ଜନ ସାହୁଙ୍କ ନେତୃତ୍ୱରେ ଚାଷୀଙ୍କଠାରୁ ସଂଗୃହୀତ ପରିବା ଉପରୋକ୍ତ ବିଭାଗ କର୍ମଚାରୀଙ୍କୁ ପ୍ରଦାନ କରାଯାଇଥିଲା। ଆଗାମୀ ଦିନରେ ଲକ୍‌ଡାଉନ ଥିବା ଯାଏଁ ଗରିବ ଲୋକଙ୍କୁ ବି ମାଗଣାରେ ପନିପରିବା ବାଣ୍ଟିବେ ବୋଲି ଚାଷୀ ଲୁଇସ୍‌ ବିଶ୍ୱାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ଜିଲାର ଗୋଟିଏ ଗାଁରୁ ୧୪ ଚିହ୍ନଟ

ନୂଆପଡ଼ା,୨୮।୩: ନୂଆପଡ଼ା ଜିଲାରେ ଦିନକୁ ଦିନ କରୋନା ଉଗ୍ରରୁପ ଦେଖାଉଛି। ଜିଲାର କୋମନା ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତ ତୁକୁଲାପଡ଼ା ଗ୍ରାମରୁ ରବିବାର ୧୪ଜଣ କରୋନା...

କାର୍ଯ୍ୟ ଦକ୍ଷତାରେ ଆସିକା ଥାନା ରାଜ୍ୟରେ ପ୍ରଥମ

ଆସିକା,୨୮।୧୨(ଡି.ଏନ.ଏ): କାର୍ଯ୍ୟଦକ୍ଷତା, କର୍ତ୍ତବ୍ୟନିଷ୍ଠତା ଓ ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ସେବା ଯୋଗାଇ ଆସିକା ଥାନା ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଛି ା ରାଜ୍ୟ...

ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଚୋରି

କୋକସରା,୨୯।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ କାଉଡୋଳା ଗ୍ରାମରେ ଥିବା ଏକ ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଲୁଟ୍‌ ହୋଇଥିବା ଅଭିଯୋଗ...

୪ ଶିକାରୀ ଅଟକ, ୨ ବନ୍ଧୁକ ଜବତ

ଝରିଗାଁ,୧୪ା୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଭଇରାଘୁମର ଜଙ୍ଗଲକୁ ଚଢ଼େଇ ଶିକାର କରିବା ନେଇ ଆସିଥିବା କୁହୁଡି ଗ୍ରାମର ୪ ଜଣଙ୍କୁ...

କାରରୁ ଓହ୍ଲାଇ କୋଷ୍ଠରୋଗୀଙ୍କୁ ରାସ୍ତା ପାର କରାଇଲେ ଡାକ୍ତର: ଛୁଇଁଲେ କୁଷ୍ଠରୋଗ ବ୍ୟାପେ ନାହିଁ

ଚିପିଲିମା, ୪।୬ (ସ୍ବ.ପ୍ର.)କୁଷ୍ଠରୋଗୀମାନଙ୍କ ପ୍ରତି ଆମମାନଙ୍କ ଭିତରେ ଏବେ ବି ଘୃଣାଭାବ ରହିଛି। ସେମାନଙ୍କୁ ଛୁଇଁଲେ କୁଷ୍ଠରୋଗ ବ୍ୟାପେ ବୋଲି ଆମମାନଙ୍କ ଭୁଲ୍‌ ଧାରଣା ମଧ୍ୟ...

ବାଲି ପରିବହନକାରୀ-ଗ୍ରାମବାସୀଙ୍କ ସଂଘର୍ଷ

ଜଳେଶ୍ୱର,୧୬।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀସାହି ନିକଟସ୍ଥ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଅହୋରାତ୍ର ଶତାଧିକ ଟ୍ରାକ୍ଟର ଓ ଡମ୍ପର ଯୋଗେ...

ବଜ୍ରପାତରେ ଜଣଙ୍କ ଜୀବନଗଲା

କେନ୍ଦୁଝର,୧ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ସଦର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଇଦାନକେଲ ଗ୍ରାମର କୁବେର ବେହେରା(୪୦)। ଶୁକ୍ରବାର ସେ ନିକଟସ୍ଥ...

ବଦଳି ଆବେଦନପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ଦେବା ପାଇଁ ଲାଞ୍ଚ: ସାଉଥ୍‌କୋ ସହକାରୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ଜଣେ ଲାଇନ ମ୍ୟାନଙ୍କ ବଦଳି ଆବେଦନପତ୍ରକୁ ଛତ୍ରପୁର ସବ୍‌ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ଖଲ୍ଲିକୋଟ ସାଉଥକୋର ଜଣେ ସହକାରୀ ଯନ୍ତ୍ରୀ...

Advertisement
Archives

Model This Week