ମାଗୁରାଣି ଚାଞ୍ଚରାରେ ଛେଳି, ମେଣ୍ଢା ମଡ଼କ

ବେଗୁନିଆପଡ଼ା,୯ା୭(ଡି.ଏନ.ଏ.): ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ. ଛଚିନା ପଞ୍ଚାୟତ ମାଗୁରାଣି ଚାଞ୍ଚରା ଗ୍ରାମରେ ଛେଳି ଓ ମେଣ୍ଢା ମଡ଼କ ଦେଖାଦେଇଛି। ଗତ ସପ୍ତାହକ ମଧ୍ୟରେ ଗ୍ରାମର ଡି. ଯୋଗୀ ପାତ୍ର, କେ. ତାରିଣୀ ପାତ୍ର, ଏ. ସୁରେଶ ପାତ୍ର, ଏ. ରାମ ପାତ୍ର, ଏମ. କୃଷ୍ଣ ପାତ୍ର ଓ ଜେ. କୃଷ୍ଣ ପାତ୍ରଙ୍କ ମୋଟ ୨୧ ଛେଳି, ମେଣ୍ଢା ମୃତ୍ୟୁ ଘଟିଥିବା ବେଳେ ଏକ ଅଜଣା ରୋଗରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ତେଣୁ ଚିନ୍ତାରେ ଅଛନ୍ତି ଛେଳି ଚାଷୀ। ପ୍ରକାଶଥାଉକ,ି ଏହି ଗ୍ରାମରେ ଅଧିକାଂଶ ଗୋଲା ସମ୍ପ୍ରଦାୟର ଲୋକେ ଛେଳି ଓ ମେଣ୍ଢା ପାଳନ ଉପରେ ନିର୍ଭର କରିଥାନ୍ତି। କୋଦଳା ପ୍ରାଣୀ ନିରୀକ୍ଷକ ପ୍ରଭୁଦତ୍ତ ପତି, ଅନ୍ୟ କର୍ମଚାରୀମାନଙ୍କ ସହ ମାଗୁରାଣି ଚାଞ୍ଚରା ଗ୍ରାମକୁ ଯାଇ ଛେଳି, ମେଣ୍ଢାଙ୍କ ପ୍ରାଥମିକ ଚିକିତ୍ସା କରିଥିବା କହିଛନ୍ତି। ପୁଣି ସେଠାକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?