Posted inକଟକ

ମାଗୁରା ନୌକାବିହାର ପରିଦର୍ଶନ କଲେ ପର୍ଯ୍ୟଟନ ମନ୍ତ୍ରୀ

ଚୌଦ୍ୱାର,୨୭।୫(ଡି.ଏନ.ଏ)-ଚୌଦ୍ୱାର ବିରୂପା ନିକଟରେ ନିର୍ମାଣ ଚାଲିଥିବା ମାଗୁରା ନୌକାବିହାର କମ୍ପ୍ଲେକ୍ସକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପରିଦର୍ଶନ କରିଛନ୍ତି। ଏଥିସହିତ ଏହି କମ୍ପ୍ଲେକ୍ସର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଚୌଦ୍ୱାର କଟକ ବିଧାୟକ ସୌବିକ ବିଶ୍ୱାଳ ଓ ଓଡିଶା ପର୍ଯ୍ୟଟନ ବିଭାଗର ବହୁ ଉଚ୍ଚ ପଦସ୍ଥ ଅଧିକାରୀମାନେ ଯୋଗ ଦେଇଥିଲେ। ଖୁବ୍‌ଶୀଘ୍ର ଉନ୍ନତିକରଣ କାର୍ଯ୍ୟ ଶେଷ କରିବା ପାଇଁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଶେଷରେ ମନ୍ତ୍ରୀ ଜ୍ୟୋତିପ୍ରକାଶ ନଖରାସ୍ଥିତ ସାଧୁସୁନ୍ଦର ବିଦ୍ୟାପୀଠ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?