ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି। ଲୋକେ ମାଙ୍କଡ଼ଙ୍କ ଆତଙ୍କରେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଇଟିବିପି ୭ ବାଟାଲିୟନ ଯବାନ ଭାଲୁ ପୋଷାକ ପିନ୍ଧି ମାଙ୍କଡ଼ ତଡ଼ିବା କାମରେ ଲାଗିଛନ୍ତି। ଯବାନମାନେ ଭାଲୁ ପୋଷାକ ପିନ୍ଧି ଏଭଳି କରୁଥିବାର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୨ ମିନିଟ ୧୭ ସେକେଣ୍ଡର ଏହି ଭିଡ଼ିଓକୁ ବହୁ ୟୁଜର ଲାଇକ୍‌ କରିବା ସହିତ ସକାରାତ୍ମକ କମେଣ୍ଟ ମଧ୍ୟ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ହଜାର ତଳେ ଦୈନିକ ସଂକ୍ରମଣ, ମୁତ୍ୟୁ ସଂଖ୍ୟା ୫ ଶହରୁ କମ୍‌…

ନୂଆଦିଲ୍ଲୀ,୧୯।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ...

ପିଏମ୍‌-କେୟାର୍ସ ମାମଲା: ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୮।୭(ପି.ଟି.): ସୁପ୍ରିମକୋର୍ଟରେ ପିଏମ୍‌-କେୟାର୍ସ ପାଣ୍ଠି ମାମଲାର ଶୁଣାଣି ସୋମବାର ଶେଷ ହୋଇ ରାୟ ସଂରକ୍ଷିତ ରଖାଯାଇଛି। ଅଦାଲତରେ କେନ୍ଦ୍ର ସରକାର ପିଏମ୍‌-କେୟାର୍ସ ଫଣ୍ଡ ସପକ୍ଷରେ ଦୃଢ଼...

କୃଷକଙ୍କ ସହ ଆତଙ୍କବାଦୀ ଭଳି ବ୍ୟବହାର ହେଉଛି: ସଞ୍ଜୟ ରାଉତ

ମୁମ୍ବାଇ,୨୯ ।୧୧: କୃଷି ଆଇନକୁ ନେଇ ପ୍ରାୟ ୪ ଦିନ ହେବ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ସର୍‌କାର ଏବେ ପର୍ଯ୍ୟନ୍ତ ସେମାନଙ୍କୁ ଦିଲ୍ଲୀ-ହରିୟାଣାକୁ...

ଗୁରୁଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୯: ସାରା ଦେଶରେ ସେପ୍ଟେମ୍ବର ୫କୁ ଗୁରୁଦିବସ ଭାବେ ପାଳନ କରାଯାଇଥାଏ। ଏଥର ମଧ୍ୟ ଏହି ପବିତ୍ର ଦିବସକୁ ସାରା ଦେଶରେ ଗୁରୁବାର ପାଳନ କରାଯାଇଛି।...

ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଦେଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଅଯୋଧ୍ୟା,୮।୧୧: ଆସନ୍ତା ସପ୍ତାହରେ ରାମଜନ୍ମଭୂମି-ବାବ୍ରି ମସଜିଦ ରାୟ ଆସିବ। ଏହା ପୂର୍ବରୁ ଅଯୋଧ୍ୟାରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସେଠାରେ ସୁରକ୍ଷା...

ଭୂକମ୍ପ ଆସିବା ପୂର୍ବରୁ ମିଳିବ ସତର୍କ ସୂଚନା: ଉତ୍ତରାଖଣ୍ଡରେ ଆରମ୍ଭ ହେବ ପ୍ରଥମ ଓ୍ବାର୍ନିଂ ସିଷ୍ଟମ

ଡେରାଡୁନ,୪।୮: ଜାପାନ, ମେକ୍ସିକୋ ଓ ଆମେରିକା ପରେ ଏବେ ଭାରତରେ ପ୍ରଥମ ଭୂକମ୍ପ ପୂର୍ବ ସତର୍କତା ସୂଚନା ଉତ୍ତରାଖଣ୍ଡରେ ଆରମ୍ଭ ହେବାକୁ ଯାଉଛି। ରାଜ୍ୟରେ ବୁଧବାରଠାରୁ...

ନାବାଳିକା ଝିଅଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଗୁଜରାଟରେ ଜଣେ ଓଡ଼ିଆଙ୍କୁ ଫାଶୀ ଦଣ୍ଡାଦେଶ

ସୁରଟ୍‌,୧୧ା୧(ପି.ଟି.): ନିଜର ନାବାଳିକା ଝିଅ(୧୪ଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ପରେ ତଣ୍ଟିଚିପି ମାରିବା ଘଟଣାରେ ଗୁଜରାଟର ସ୍ପତନ୍ତ୍ର କୋର୍ଟ ଜଣେ ଓଡ଼ିଆଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି।...

ଗଣବଳାତ୍କାରୀ ପୀଡ଼ିତାଙ୍କ ମୁହଁରେ କଳା ବୋଳି, ଲଣ୍ଡା କରି ଚଲାଇଲେ

ନୂଆଦିଲ୍ଲୀ,୨୭।୧: ଗଣବଳାତ୍କାର ପୀଡ଼ିତାଙ୍କୁ ଦିଲ୍ଲୀରେ ମାଡ଼ ମାରିବା ସହ ତାଙ୍କୁ ଲଣ୍ଡା କରି ମୁହଁରେ କାଳି ବୋଳି ପରେଡରେ କରାଇଛନ୍ତି ପଡ଼ୋଶୀ। ଏହି ଘଟଣାର ଭିଡିଓ...

Advertisement
Archives

Model This Week