ମା’ଙ୍କୁ ଡରି ପୁଅ ରବିର ମୁହଁ କାହାକୁ ଦେଖାଉନାହାନ୍ତି ଏକତା

ବମ୍ବେ: ସରୋଗେସୀରେ ପୁଅ ହେବାର ଦଶ ମାସ ବିତିଲାଣି। ହେଲେ ତା’ର ମୁହଁ ଦେଖାଉନାହାନ୍ତି ଲୋକପ୍ରିୟ ଟେଲିଭିଜନ ନିର୍ଦ୍ଦେଶିକା ଏକତା କପୁର। ସେ ନିଜ ସୋସିଆଲ ମିଡିଆରେ ପୁଅ ରବି କପୁରଙ୍କ ଅନେକ ଭିଡିଓ ଓ ଫଟୋ ଶେୟାର କରୁଥିଲେ ସୁଦ୍ଧା ମୁହଁ ଦେଖାଉନାହାନ୍ତି। ତେବେ ସେ ଏଭଳି କାହିଁକି କରୁଛନ୍ତି କାରଣ ଜଣାପଡ଼ିଛି। ଏହା ହେଲା ମା’ଙ୍କୁ ଡର।

ଶିଶୁଦିବସ ଅବସରରେ ଏକତା ବାପା ଜିତେନ୍ଦ୍ର ଓ ପୁଅ ରବିଙ୍କ ସହ ଏକ ଭିଡିଓ ଶେୟାର କରିଥିଲେ। ଏଥିରେ ନୀନା ଗୁପ୍ତା କମେଣ୍ଟ ଦେଇ ଏବେ ପୁଅ ମୁହଁ ଦେଖାଇଦିଅ ବୋଲି ଲେଖିଥିଲେ। ଏହାର ଜବାବ ଦେଇଛନ୍ତି ଏକତା। ରବିର ମୁହଁ ଦେଖାଇଲେ ମୋ ମା’ ମୋତେ ଘରୁ ବାହାର କରିଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମହତ୍ୟା କଲେ ଅଭିନେତ୍ରୀ

ତାମିଲ ଅଭିନେତ୍ରୀ ପୌଲିନା ଜେସିକା ଓରଫ ଦୀପା ଆତ୍ମହତ୍ୟା କରିଛନ୍ତି। ତାଙ୍କ ବାସଭବନରୁ ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଘଟଣାସ୍ଥଳରୁ ଏକ ନୋଟ ମଧ୍ୟ...

ମା’ଙ୍କ ଫଟୋ ଶେୟାର କରି ଇମୋଶନାଲ ହେଲେ ଖୁସି-ଜାହ୍ନବୀ

ବଲିଉଡ୍‌ ଅଭିନେତ୍ରୀ ଶ୍ରୀଦେବୀଙ୍କର ଗୁରୁବାର ଚତୁର୍ଥ ମୃତ୍ୟୁ ବାର୍ଷିକୀ। ଏହି ଅବସରରେ ଝିଅ ଖୁସି କପୁର ଶ୍ରୀଦେବୀଙ୍କୁ ମନେ ପକାଇ ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ...

ସୀତା ଗୁମ୍ଫାରେ କ୍ରିତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ ନିକଟରେ ନାସିକର ପଞ୍ଚବଟୀର ସୀତା ଗୁମ୍ଫା ମନ୍ଦିରରେ ପହଞ୍ଚି ସୀତାଙ୍କ ଆଶୀର୍ବାଦ ନେଇଛନ୍ତି। ସେଠାରେ ସେ ସୀତା ମାତାଙ୍କୁ...

ସିନେମା ଫ୍ଲପ୍‌ ନାୟିକା ହିଟ୍‌

ପରିଣିତି ଚୋପ୍ରା। ସ୍କୁଲ ହେଉ କି କଲେଜ କ୍ୟାରିୟରରେ ସେ ନିଜକୁ ଜଣେ ମେଧାବୀ ଛାତ୍ରୀ ଭାବରେ ପରିଚିତ କରାଇ ପାରିଥିଲେ। ତା’ ସହ ଶ୍ରେଷ୍ଠ...

ସାମ୍ନାକୁ ଆସିଲା ଦିଶା ସାଲିଆନଙ୍କ ଆତ୍ମହତ୍ୟା ପୂର୍ବର ଭିଡିଓ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଜଡ଼ିତ ଥିବା କ୍ରମାଗତ ଅଭିଯୋଗ ହୋଇ ଆସୁଛି। ରିୟାଙ୍କୁ ମଧ୍ୟ...

ବାୟ ବାୟ ଦିଲ୍‌

ନୂଆ ଓଡ଼ିଆ ସିନେମା ‘ବାୟ ବାୟ ଦିଲ୍‌’କୁ ନେଇ ଓଲିଉଡ୍‌ରେ ଚର୍ଚ୍ଚା। କାରଣ ଏହାର ନାୟିକା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ରୁଷୀୟ ଲଳନା ଆଲେକ୍‌ଜାଣ୍ଡ୍ରା ସ୍କେଲସୁନୋଭା...

ଏଲନ ମସ୍କଙ୍କ ସାମ୍ନାରେ ହାତ ଯୋଡିଲେ ଅମିତାଭ!

ମୁମ୍ବାଇ: ବଲିଉଡ ଦୁନିଆର ସୁପରଷ୍ଟାର ଅମିତାଭ ବଚ୍ଚନ ସେହି ସେଲିବ୍ରିଟିମାନଙ୍କ ମଧ୍ୟରୁ ଜଣେ ଯେକି ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ବଲିଉଡରୁ ସାମାଜିକ ଓ ରାଜନୈତିକ...

ନୂଆବର୍ଷ ସେଲିବ୍ରେଟ କରିବାକୁ ଗୋଆରେ ପହଞ୍ଚିଲେ ମଲାଇକା

ମୁମ୍ବାଇ: ଆଉ କିଛି ସମୟ ପରେ ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆବର୍ଷକୁ ସ୍ବାଗତ କରାଯିବ। ଏଥିପାଇଁ ଗାଁରୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ସାଧାରଣ ଲୋକଙ୍କଠାରୁ...

Advertisement
Archives

Model This Week